Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କମିସନରେଟ୍ ପୁଲିସର ଅନୁରୋଧ: ନୂଆବର୍ଷ ପାଳନ କରନ୍ତୁ, ହେଲେ ମଦ୍ୟପାନକୁ ନାଁ
ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ ସରିବାକୁ ଯାଉଥିବା ବେଳେ ନୂଆବର୍ଷ-୨୦୨୫ ଚାରିଦିନ ପରେ ଆସିବ। ନୂଆବର୍ଷକୁ ନେଇ ଯୁବପିଢ଼ି ବେଶ ଉତ୍ସାହିତ ଥିବା ବେଳେ ବ୍ୟବସାୟୀମାନେ ମଧ୍ୟ ଭଲ ରୋଜଗାର କରିବାକୁ ଆଶା ରଖିଛନ୍ତି। ତେବେ ନୂଆବର୍ଷ ଶାନ୍ତିର ସହିତ ଅତିକ୍ରମ କରୁ!-->…
ମନମୋହନଙ୍କୁ ମୋହନଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମକୁ ବିବୃତ୍ତି ଦେଇ!-->…
ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା
ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଇ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିବାକୁ ଥିବା ବେଳେ ରାଜ୍ୟ ସରକାର ତାହା ଆହୁରି ଏକ ବର୍ଷ ଯାଏ ବଢ଼ାଇଦେଇଛନ୍ତି। ଅର୍ଥାତ୍ ୨୦୨୫ ଡିସେମ୍ବର ୩୧ ଯାଏ!-->…
ନବୀନଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତାକୁ କଡ଼ା ଭାଷାରେ ସମାଲୋଚନା କରିଛି ବିଜେପି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ତାଙ୍କୁ କିଏ ଲେଖା ଧରାଇ ଦେଇଥିବ ଓ ସେ ଅଜାଣତରେ ପଢ଼ି ଦେଇଥିବେ। ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪!-->…
ବେଲାଇନ ହେଲେ ସରକାରଙ୍କ ପାଖରେ ବହୁତ ଅସ୍ତ୍ର ଅଛି: ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, କୃଷି ଓ କୃଷକଙ୍କ ବିକାଶ ପାଇଁ ସରକାର କାମ କରୁଛନ୍ତି। ଚାଷୀଙ୍କୁ ହଇରାଣ କଲେ କି ଟାଳଟୁଳ ନୀତି ଦେଖାଇଲେ ସରକାର କାର୍ଯ୍ୟାନୁଷ୍ଠାନ ନେବାକୁ ପଛାଇବେ ନାହିଁ। ଫସଲବୀମା ନିୟମ!-->…
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଡେସ୍କ୍, ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମହାପ୍ରଭୁ କାଳିଆ ସାଆନ୍ତଙ୍କ ଉଦ୍ଦେଶ୍ୟରେ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ ବର୍ଷ-୨୦୨୫ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ଉଭୟ ୱାଲ୍ ଏବଂ ଡେସ୍କ୍ ସୁଦୃଶ୍ୟ କ୍ୟାଲେଣ୍ଡର ପ୍ରକାଶ ପାଇଛିl କ୍ୟାଲେଣ୍ଡର!-->…
ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ରାଜ୍ଯରେ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଇ ଲୋକଙ୍କ ସରକାର କାର୍ଯ୍ୟ କରୁଛନ୍ତି। ପରୀକ୍ଷା ଏବଂ ନିଯୁକ୍ତି ପ୍ରକ୍ରିୟାକୁ ସ୍ବଚ୍ଛ କରିବା ହେଉ ବା ରାଜ୍ଯରେ ଜାତୀୟ ଶିକ୍ଷା!-->…
ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର ସ୍ବପ୍ନକୁ ସାକାର କରିବାକୁ କାର୍ଯ୍ୟ କରନ୍ତୁ
କଟକ,୨୬-୧୨-୨୦୨୪(ପିପିଏସ) : ଓଡ଼ିଶାରେ ରାଷ୍ଟ୍ରବାଦୀ ବିଜେପି ସରକାର ଆସିଛି। ଏବେ ଡବଲ ଇଞ୍ଜିନ ସରକାର ଚାଲିଛି। ଏଣୁ ଓଡ଼ିଶାର ବିକାଶକୁ କେହି ଅଟକାଇପାରିବେନି। ୨୦୩୬ ସୁଦ୍ଧା ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମର ଲକ୍ଷ୍ୟ। ଏଥିରେ ସାମିଲ ହେବା ଲାଗି ଛାତ୍ରଛାତ୍ରଙ୍କୁ କଟକରେ!-->…
୨୮ରେ ଭୁବନେଶ୍ବର ଆସିବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ୨୯ ତାରିଖ ସନ୍ଧ୍ୟାରେ ତାଙ୍କର ଭୁବନେଶ୍ବରରୁ ନୂଆଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ସେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ!-->…
ଓଡ଼ିଶା ବିକାଶରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଏକାଧାରରେ ସାହିତ୍ୟିକ, ଗାଳ୍ପିକ, ସାମ୍ବାଦିକ, ସମାଜ ସଂସ୍କାରକ ତଥା ରାଜନେତା ଭାବେ ବେଶ ଜଣାଶୁଣା। ଦଳଗତ ନିର୍ବିଶେଷରେ ସେ ଥିଲେ ସମସ୍ତଙ୍କ ପ୍ରିୟ। ସେ ଥିଲେ ଅଜାତଶତ୍ରୁ। ଓୟୁଏଟିରେ ବାଜପେୟୀଙ୍କ ଜୟନ୍ତୀ ଓ ସୁଶାସନ!-->…