Browsing Category

ଓଡିଶା

ଜବରଦଖଲରେ ଭରି ହୋଇଗଲାଣି ଭୁବନେଶ୍ବର

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଜବରଦଖଲରେ ଭର୍ତ୍ତି ଭୁବନେଶ୍ବର। ସରକାରୀ ଜାଗାରେ ନିର୍ମାଣ ହୋଇଛି ବହୁତଳ ପ୍ରାସାଦ। ଯିଏ ଯେଉଁଠି ପାରୁଛି ଘର ତିଆରି କରୁଛି। ପ୍ରଥମେ ବାଡ଼ ଘେରାଇ ବାଉଁଶ ପଲା, ପରେ କଂକ୍ରିଟ୍‌ ନିର୍ମାଣ। ସହର ଛାତି ଉପରେ ମୂଲ୍ୟବାନ୍‌ ଜମି ହଡ଼ପ କରିବାରେ ଏହା ଏକ

ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା ପାଇଁ ପ୍ରତିଶୃତି ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଓଡ଼ିଶାରେ ସାମ୍ବାଦିକମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କର ବି ଦାୟିତ୍ୱ ଅଛି। ଏହି ସାମ୍ବାଦିକ ବନ୍ଧୁମାନଙ୍କର ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ

ନୂଆବର୍ଷରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ :ଆଇନ୍ ମନ୍ତ୍ରୀ

ପୁରୀ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୦୨୫ ଜାନୁଆରି ୧ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।  ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି,

ପୁଣି ହୋଇପାରେ ବର୍ଷା: ବଢ଼ିଲା ଚାଷୀଙ୍କ ଚିନ୍ତା

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଗତ ୧୭ ତାରିଖ ଠାରୁ ୨୧ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ହୋଇଥିବା ବର୍ଷାକୁ ନେଇ ଚାଷୀକୁଳ ହଇରାଣ ହୋଇଥିବା ବେଳେ ପୁଣି ଥରେ ସେମାନେ ସମାନପ୍ରକାରର ପରସ୍ଥିତିର ସାମ୍ନା କରିବାକୁ ପଡ଼ିପାରନ୍ତି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର

ଭୁଶୁଡ଼ିବା ସ୍ଥିତିରେ ସେନ୍‌ସସ୍‌ କଲୋନି କ୍ବାର୍ଟର୍ସ

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୪ନମ୍ବର ୱାର୍ଡ ଅନ୍ତର୍ଗତ ସେନ୍‌ସସ୍‌ କଲୋନିରେ ଥିବା କ୍ବାର୍ଟର୍ସଗୁଡ଼ିକ ରକ୍ଷାଣାବେକ୍ଷଣ ଅଭାବରୁ ଭୁଶୁଡ଼ିପଡ଼ିବା ସ୍ଥିତିରେ ରହିଛି। ଅଧିକାଂଶ ବାହାର କାନ୍ଥରେ ଗଛ ଉଠି ବଡ଼ବଡ଼ ଫାଟ ସୃଷ୍ଟି କରିଛି। ଫଳରେ ଏହା ଭିତରେ ରହୁଥିବା ଲୋକେ ଅତଙ୍କିତ

ତାଗିଦା ପରେ ତତ୍ପରତା: ପଥ ଉତ୍ସବ ପ୍ରସ୍ତୁତି ଶେଷ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ସରକାରଙ୍କ ତାଗିଦା ପରେ ଚେତିଛି ବିଏମ୍‌ସି। ଜାନୁଆରି ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବ୍ୟବହିତ ପୂର୍ବରୁ ବିଏମ୍‌ସି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ଆଜି ବିଏମ୍‌ସିରେ ଏ ନେଇ ସ୍ବତନ୍ତ୍ର

ସାଇବର ଠକଙ୍କ ଆକାଉଣ୍ଟରୁ ଫେରିଲା ୨୪.୬ ଲକ୍ଷ: ଫେରିପାଇଲେ ମେଘାଳୟର ୨ ଯୁବତୀ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : କମିସନରେଟ୍‌ ପୁଲିସର ସାଇବର ଥାନାକୁ ମିଳିଛି ବଡ଼ ସଫଳତା। ସାଇବର ଠକ ରୢାକେଟ୍‌ର ମାଷ୍ଟରମାଇଣ୍ଡ୍‌କୁ ଧରିବା ସମ୍ଭବ ହୋଇ ନଥିଲେ ମଧ୍ୟ ଲୁଟ୍‌ର ଶିକାର ହୋଇଥିବା ଯୁବତୀଙ୍କୁ ୨୪ ଲକ୍ଷ ୬୦ ହଜାର ଟଙ୍କା ଫେରାଇବାକୁ ସକ୍ଷମ ହୋଇଛି ପୁଲିସ।

ପୁରୁଣା ଗାଡ଼ି ବିକ୍ରି ଉପରେ ଲାଗିବ ୧୮% ଜିଏସଟି

ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଯଦି ଆପଣ ନିଜର ପୁରୁଣା କାରକୁ ବିକ୍ରି କରି ସେହି ଟଙ୍କାରେ ନୂଆ କାର୍ କିଣିବାକୁ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଚିନ୍ତାର ଖବର ଆସିଛି, କାରଣ ସରକାର ପୁରୁଣା ଗାଡି ବିକ୍ରି ଉପରେ ଜିଏସଟି ହାର ୧୮%କୁ ବୃଦ୍ଧି କରିଛନ୍ତି।

ଜାନୁଆରିରେ ୨୦ଲକ୍ଷଙ୍କୁ ସୁଭଦ୍ରା ଟଙ୍କା

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ’ସୁଭଦ୍ରା ଯୋଜନା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପାଇବା ପାଇଁ ଆବେଦନକାରୀମାନେ ଅପେକ୍ଷାରେ ଅଛନ୍ତି। ଅପେକ୍ଷାରତ ଅବେଦନକାରୀଙ୍କୁ କେବେ ଟଙ୍କା ମିଳିବ ସେନେଇ ଯଦିଓ ବିଦ୍ଧିବଦ୍ଧ ଭାବେ ତାରିଖ ଘୋଷଣା

ଆହୁରି ମହଙ୍ଗା ହେବ ବିଜୁଳି

ଓଇଆର୍‌ସିକୁ ଗ୍ରିଡ୍‌କୋର ପ୍ରସ୍ତାବ ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମାଡ଼ି ଆସୁଛି ମହଙ୍ଗା‌ ଯୁଗ। ବିଜୁଳି ପାଇଁ ଗଣିବାକୁ ପଡ଼ିବ ଅଧିକ ଟଙ୍କା। ୨୦୨୫-୨୬ରେ ବିଦ୍ୟୁତ୍‌ ପାଇକାରୀ ମୂଲ୍ୟ ୟୁନିଟ୍‌ ପିଛା ୫୪ ପଇସା ବୃଦ୍ଧି ପାଇ ୩ ଟଙ୍କା ୮୨ ପଇସା ହେବାର ଆଶଙ୍କା ଦେଖାଦେଇଛି।