Browsing Category

ଓଡିଶା

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କ ନେତୃତ୍ୱରେ ଗୁରୁବାର ଓଡ଼ିଶାର ସାଂସଦଙ୍କ ଏକ ପ୍ରତିନିଧୂମଣ୍ଡଳୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମମୋହନ ନାଇଡୁଙ୍କୁ ଭେଟିଛନ୍ତି

‘ପଞ୍ଚସଖା ଶିକ୍ଷା ସେତୁ’ ଯୋଜନା: ଗଠନ ହେବ ରାଜ୍ୟ, ଜିଲ୍ଲାସ୍ତରୀୟ କମିଟି

ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ବଦଲାଇ ‘ପଞ୍ଚସଖା ଶିକ୍ଷା ସେତୁ ସଂଗଠନ’ ନାମରେ ନାମିତ କରାଯାଇଛି। ‘ମୋ ସ୍କୁଲ ଅଭିଯାନ’ ପରିଚାଳନା ସଂଗଠନର ସମସ୍ତ ଅଧିକାର ଏବଂ ପାଣ୍ଠି ଓ କର୍ମଚାରୀଙ୍କୁ ପଞ୍ଚସଖା ଶିକ୍ଷା ସେତୁ ସଂଗଠନକୁ ଆଇନ ଗତ ଭାବେ ହସ୍ତାନ୍ତର କରାଯିବ। ଭୁବନେଶ୍ୱର

ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର: ଭୁବନେଶ୍ବର ଏମସରେ ଭର୍ତ୍ତି

ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର ହୋଇ ଭୁବନେଶ୍ବର ଏମସରେ ଭର୍ତ୍ତି ହୋଇଛନ୍ତି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଜାଗିରିକୁଦା ଗାଁରେ ଘଟିଛି ଏଭଳି ଅଘଟଣ। କୃଷ୍ଣପ୍ରସାଦ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : କଟକ ଜିଲ୍ଲା ବାରଙ୍ଗ ଅଞ୍ଚଳରେ ଜଣେ ବାପାର ଉନ୍ମତ୍ତ କାଣ୍ଡ

ରାଷ୍ଟ୍ରଭକ୍ତ ଛାତ୍ର ଗଠନରେ ଶିଶୁ ମନ୍ଦିରର ଭୂମିକା ଗୁରୁତ୍ୱପୂର୍ଣ୍ଣ

କେନ୍ଦୁଝର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଜେଲରୋଡସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର କେନ୍ଦୁଝରଗଡ଼଼ର ୩୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତି ଉପସଭାପତି ପ୍ରିୟବ୍ରତ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ

କଡାକଡି ହେଲା ବୁକ ସର୍କୁଲାର-୪୭, ନିର୍ବାଚିତ ପ୍ରତିନିଧିଙ୍କୁ ସମ୍ମାନ ଦେବାକୁ ବାଧ୍ୟ ପ୍ରଶାସନିକ ଅଧିକାରୀ

ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଏଣିକି ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରିପାରିବେନି ପ୍ରଶାସନିକ ଅଧିକାରୀ। ପୂର୍ବରୁ ନିର୍ବାଚିତ ପ୍ରତିନିଧି ବିଶେଷ କରି ବିଧାୟକ ଓ ସଂସଦ ମାନଙ୍କୁ ପ୍ରଶାସନିକ ଅଧିକାରୀମାନେ ସମ୍ମାନ ପ୍ରଦର୍ଶନ ନ କରିବା ଓ ଦୁର୍ବ୍ୟବହାର କରିବା ଭଳି ଅନେକ ଘଟଣା

ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍‌ଯାପିତ

‘ଜଗତୀକରଣ ସାରସ୍ବତ ଜଗତକୁ ଛୋଟ କରିପାରିବ ନାହିଁ’ ଅନେକ କହୁଛନ୍ତି ବହି ବିପଦରେ ପଡ଼ିଛି। ହେଲେ ବହି ବିପଦରେ ପଡ଼ିନାହିଁ। ଡିଜିଟାଲ ଦୁନିଆ କେବେ ବି ବହିର ସ୍ଥାନ ନେଇ ପାରିବ ନାହିଁ। ବଜାରବାଦ ବିଶ୍ବକୁ ଛୋଟ କରି ଦେଇ ପାରେ ଭୁବନେଶ୍ୱର: ଅନେକ କହୁଛନ୍ତି ବହି ବିପଦରେ ପଡ଼ିଛି।

ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି

ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି।  ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବାର ସୂଚନା

ଏସ୍‌ସିବି ଦେବ ପ୍ରମାଣପତ୍ର; ପରୀକ୍ଷା ହେବ ଏମ୍‌ସ, ଏଲ୍‌ଭି ପ୍ରସାଦରେ

ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ସଂପ୍ରସାରଣ ଯୋଜନାରେ ଖର୍ଚ୍ଚ ହେଉଛି ହଜାର ହଜାର କୋଟି। ହେଲେ ମାତ୍ର ୧୫ଲକ୍ଷ ଟଙ୍କା ପାଇଁ ୫ବର୍ଷ ହେଲା ରାଜ୍ୟର ସବୁଠାରୁ ବଡ଼ ରେଫରାଲ୍‌ ହସ୍ପିଟାଲ ନିଜର ବିଶ୍ବସନୀୟତା ହରାଉଛି। କଟକ, ୧୮-୧୨-୨୦୨୪ (ପିପିଏସ) : ଏସ୍‌ସିବି ମେଡିକାଲ କଲେଜ ଓ

ସା‌ନ୍ତାଳୀ ଭାଷାରେ ଶିକ୍ଷାଦାନ ପାଇଁ ସରକାର ଚିନ୍ତା କରୁଛନ୍ତି: ମୁଖ୍ୟମନ୍ତ୍ରୀ

ସାନ୍ତାଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅତୁଳନୀୟ। ସାନ୍ତାଳୀ ଭାଷା ଅଲ୍‌ଚିକି ଲିପିରେ ‘କେଜି’ରୁ ‘ପିଜି’ ପର୍ଯ୍ୟନ୍ତ ଶିକ୍ଷାଦାନ କେନ୍ଦୁଝର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସାନ୍ତାଳୀ ଭାଷାକୁ

ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ପୁଣି ୩ ଏତଲାକାରୀ ଓହରିଲେ

ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏହି ତିନି ଜଣ କହିଛନ୍ତି। ବ୍ରହ୍ମପୁର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) :