Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଗଳା କାଟି ନିର୍ମମ ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ
ଧରାକୋଟ ବଡଗଡ଼ ଥାନା ଅନ୍ତର୍ଗତ ଓଳମ୍ବା ଗ୍ରାମରେ ୧ ଅକ୍ଟୋବର ୨୦୧୭ ତାରିଖ ରାତ୍ରୀରେ ମଦ ପିଇବା ପାଇଁ ଡାକି ନେଇ ଗ୍ରାମ ନିକଟ ଗଣିଆ ନାଳ ନିକଟରେ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି
ଗଞ୍ଜାମ/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ଧରାକୋଟ!-->!-->!-->…
ଅନ୍ଲାଇନ୍ ଗେମ୍ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ
ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି।
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍ଲାଇନ୍ ଗେମ୍!-->!-->!-->…
ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର ପ୍ରଦାନ!-->…
୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି କେନ୍ଦ୍ରୀୟ ବିଦ୍ୟାଳୟ ଯୋଜନା ଅଧୀନରେ ୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ଏବଂ ବର୍ତ୍ତମାନର କେଭି ଶିବମୋଗାର!-->…
ଜନ୍ମମାଟିରେ ମହିଳାଙ୍କ ସହ ନାଚିଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭାବପ୍ରବଣ ହୋଇ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ନିଜ ଜନ୍ମସ୍ଥାନ ଉପରବେଡା ଗ୍ରାମ ପରିଦର୍ଶନ କରିବା ସମୟରେ ମହିଳାଙ୍କ ସହ ନାଚିଛନ୍ତି। ମହିଳାଙ୍କ ପାରମ୍ପରିକ ସାନ୍ତାଳୀ ନୃତ୍ୟ ଦେଖି ସେ ନିଜକୁ ରୋକି ପାରି ନ ଥିଲେ
ବାରିପଦା/ଭୁବନେଶ୍ୱର!-->!-->!-->…
ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଡକ୍ଟର ବି ଆର୍ ଆମ୍ବେଦକରଙ୍କ ୬୮ତମ ଶ୍ରାଦ୍ଧ ଦିବସ ଅବସରରେ ସେ ଆଜି ସକାଳେ ରାଜଧାନୀର ଏଜି ଛକରେ ଥିବା ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ!-->…
ଏଏସଓ ଚାକିରି ବିକ୍ରି କରିଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ
ବିଧାନସଭାରେ ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ବିଧାନସଭାରେ ଆଗତ ହୋଇଛି । ଏହି ବିଲକୁ ବିଧାନସଭାରେ ଆଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରଙ୍କ ଦୋଷତ୍ରୁଟି ଉଲ୍ଲେଖ କରିଛନ୍ତି। ପୂର୍ବ ସରକାରଙ୍କ ଅମଳରେ ଏଏସଓ ଚାକିରି ୨୫-୩୦ ଲକ୍ଷ ଟଙ୍କାରେ ବିକ୍ରି ହେଉଥିଲା
ଭୁବନେଶ୍ୱର!-->!-->!-->…
କନଷ୍ଟେବଳ ନିଯୁକ୍ତିରେ ବୟସ ସୀମା ୬ ବର୍ଷ କୋହଳ: ଓଡ଼ିଶା ହାଇକୋର୍ଟଙ୍କ ରାୟ
ଓଡ଼ିଶା ହାଇକୋର୍ଟ ଓଡ଼ିଶା ପୁଲିସ ବାହିନୀର ବିଭିନ୍ନ ବାଟାଲିୟନ୍ରେ ସିପାହୀ ଓ କନଷ୍ଟେବଳ ନିଯୁକ୍ତି ସମ୍ପର୍କରେ ଏକ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏହା ଦ୍ବାରା ଆଶାୟୀଙ୍କୁ ବୟସ ସୀମାରୁ ବଡ଼ ଆଶ୍ୱସ୍ତି ମିଳିଛି
କଟକ,୦୬-୧୨-୨୦୨୪(ପିପିଏସ) : ଓଡ଼ିଶା ହାଇକୋର୍ଟ ଓଡ଼ିଶା!-->!-->!-->…
ବିଧାନସଭାରେ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ୧୨,୧୫୫ କୋଟି ୭୩ ଲକ୍ଷ ୫୧ ହଜାର ଟଙ୍କାର ପ୍ରଥମ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାରାଷ୍ଟ୍ର ଗ୍ରସ୍ତରେ ଥିବାରୁ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅତିରିକ୍ତ ବଜେଟ ଉପସ୍ଥାପନ!-->…
ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା
କେନ୍ଦ୍ରାପଡ଼ା/ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ତିନିମୁହାଣୀ ସ୍ଥିତ ରାମ ମନ୍ଦିର ପରିସରରୁ ବ୍ରହ୍ମଚାରୀ ବିଶ୍ୱଚୈତନ୍ୟ ମହାରାଜ୍ଙ୍କ ଅଧ୍ୟକ୍ଷତାରେ ହିନ୍ଦୁ ମାନଙ୍କୁ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ଏକ ବିଶାଳ ସମାବେଶ ଏବଂ ରାଲି ବାହାରି!-->!-->!-->…