Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କଏଦୀଙ୍କ ପାଇଁ ନାହାନ୍ତି ମନସ୍ତତ୍ତ୍ବବିଦ୍, ବଦଳୁନି ମାନସିକ ସ୍ଥିତି
କୋରାପୁଟ ଜିଲ୍ଲାରେ ୩ଟି ଜେଲ ରହିଛି। କୋରାପୁଟରେ ରହିଛି ସର୍ବପୁରାତନ ସର୍କଲ ଜେଲ୍। ଜୟପୁରରେ ସ୍ବତନ୍ତ୍ର ଜେଲ୍ ଓ କୋଟପାଡରେ ସବଜେଲ୍। ଏହି ତିନି ଜେଲ୍ରେ ୨୩୧ଜଣ କଏଦୀ ଓ ୬୦୧ଜଣ ବିଚାରାଧୀନ ଅଭିଯୁକ୍ତ ଅଛନ୍ତି
କୋରାପୁଟ/ଭୁବନେଶ୍ୱର ୦୯-୦୩-୨୦୨୫(ପିପିଏସ ) : କୋରାପୁଟ ଜିଲ୍ଲାରେ!-->!-->!-->…
ରାଜ୍ୟରେ ନିଆଁ ବର୍ଷିବା ପୂର୍ବାନୁମାନ
୧୨ ମାର୍ଚ୍ଚରୁ ତତଲା କଢ଼େଇ ପାଲଟିବ
ଭୁବନେଶ୍ୱର ୦୯-୦୩-୨୦୨୫(ପିପିଏସ ) : ୧୨ ମାର୍ଚ୍ଚ ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି। ୧୨ ତାରିଖରୁ ୧୬ ମାର୍ଚ୍ଚ ମଧ୍ୟରେ ରାତିର ତାପମାତ୍ରା!-->!-->!-->…
ଏଠାରେ ପଢ଼ିଥିବାରୁ ମୁଁ ଗର୍ବି :ମୁଖ୍ୟମନ୍ତ୍ରୀ
ଶିକ୍ଷା ଆଉ ଏକ ସମସ୍ୟା ନୁହେଁ, କିନ୍ତୁ ପ୍ରକୃତ ଚ୍ୟାଲେଞ୍ଜ ହେଉଛି ଗୁଣାତ୍ମକ ଶିକ୍ଷା ସୁନିଶ୍ଚିତ କରିବା
କେନ୍ଦୁଝର/ଭୁବନେଶ୍ୱର ୦୯-୦୩-୨୦୨୫(ପିପିଏସ ) : ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନ କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଉପଖଣ୍ଡରେ ୪୨ କୋଟି ଟଙ୍କାର ୧୬ଟି!-->!-->!-->…
ସାହିତ୍ୟ ଭାରତୀ ସମ୍ମାନ ଘୋଷିତ
କଟକ ୦୯-୦୩-୨୦୨୫(ପିପିଏସ ) : ଶ୍ରୀ ଗଂଗାଧର ରଥ ଫାଉଣ୍ଡେସନ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ କଟକ ଦରଘା ବଜାରସ୍ଥିତ ଗଂଗାଧର ରଥଙ୍କ ବାସ ଭବନରେ ଅନୁଷ୍ଠିତ ହୋଇ “ ସାହିତ୍ୟ ଭାରତୀ ସମ୍ମାନ” ସହିତ ଅନ୍ୟାନ୍ୟ ସମ୍ମାନ ଓ ପୁରସ୍କାର ସଂପର୍କରେ ଘୋଷଣା କରାଯାଇଛି । ଶ୍ରୀ ଗଂଗାଧର ରଥ!-->…
ହାଇସ୍କୁଲର ୧୦.୮ ଲକ୍ଷ ପିଲାଙ୍କୁ ମଧ୍ୟାହ୍ନଭୋଜନ
ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୧ଲକ୍ଷ ୭୪ ହଜାର ୯୧୫ ଛାତ୍ରଛାତ୍ରୀ ପ୍ରଧାନମନ୍ତ୍ରୀ (ପିଏମ୍) ପୋଷଣ ଯୋଜନାରେ ଉପକୃତ ହେଉଛନ୍ତି। ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ମୁଣ୍ଡ ପିଛା ଖାଦ୍ୟର ମୂଲ୍ୟ କେନ୍ଦ୍ର ସରକାର ନିର୍ଦ୍ଧାରଣ କରନ୍ତି।
!-->!-->…
ଆମ ସରକାର ୨୪ ମିନିଟ୍ରେ ସୁଭଦ୍ରା ଯୋଜନା ନିଷ୍ପତ୍ତି ନେଇଥିଲେ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି
ବ୍ରହ୍ମପୁର/ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଗଞ୍ଜାମ!-->!-->!-->…
କ୍ରିୟାଶୀଳ ହେବ ଭୁବନେଶ୍ବର ନୂଆ ଷ୍ଟେସନ
୩ଟି ଟ୍ରେନ୍ ଏଠାରୁ ଛାଡ଼ିବ, କୋଣାର୍କ ସମେତ ବିଶାଖା, ଇଣ୍ଟରସିଟି ଏକ୍ସପ୍ରେସ୍ ସାମିଲ
ଭୁବନେଶ୍ୱର ନୂଆ ଷ୍ଟେସନକୁ ଅଧିକ କ୍ରିୟାଶୀଳ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି ଷ୍ଟେସନରୁ ୩ଟି ଦୂରଗାମୀ ଏକ୍ସପ୍ରେସ୍ ଟ୍ରେନ୍ ଯାତ୍ରା ଆରମ୍ଭ କରିବା ସହ ସେଠାରେ!-->!-->!-->…
ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ମଧ୍ୟରେ ବାଣିଜ୍ୟ ତଥା ନିବେଶ ବୃଦ୍ଧି ପାଇଁ ରାଜ୍ୟପାଳଙ୍କ ଆହ୍ୱାନ
ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଭୌଗୋଳିକ ଦୃଷ୍ଟିରୁ ପରସ୍ପରର ନିକଟତର। ଦୁଇ ରାଜ୍ୟ ମଧ୍ୟରେ ସାଂସ୍କୃତିକ, ଅର୍ଥନୈତିକ ଏବଂ ଶିଳ୍ପ ସମ୍ପର୍କ ମଧ୍ୟ ରହିଛି। ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ମଧ୍ୟରେ ବାଣିଜ୍ୟ ତଥା ନିବେଶ ବୃଦ୍ଧି ପାଇଁ ରାଜ୍ୟପାଳ ଆହ୍ୱାନ ଦେଇଛନ୍ତି
ଭୁବନେଶ୍ୱର!-->!-->!-->…
ଖରିଫ ଋତୁରେ ୧୫.୬୫ ଲକ୍ଷ ଚାଷୀଙ୍କଠାରୁ ୭୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ
ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନରେ ବିଭାଗର ବିଭିନ୍ନ କାର୍ଯ୍ୟକଳାପ ଏବଂ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ରାଜ୍ୟରେ ଚଳିତ ଖରିଫ ଋତୁରେ ଏପର୍ଯ୍ୟନ୍ତ ପ୍ରାୟ ୧୫.୬୫ ଲକ୍ଷ ଚାଷୀଙ୍କଠାରୁ ୭୦ ଲକ୍ଷ ମେଟ୍ରିକ୍ ଟନ୍ (ଏଲଏମଟି) ଧାନ ସଂଗ୍ରହ!-->…
ଅପରାଧିଙ୍କୁ କ୍ଷମା ଦିଆଯିବନି:ଡିଆଇଜି ଅଖିଳେଶ୍ବର ସିଂ
କୌଣସି ପରିସ୍ଥିତିରେ ଅପରାଧ, ଅପରାଧି ଏବଂ ଅପରାଧ କରିବାକୁ ଉସୁକାଉଥିବା ବ୍ୟକ୍ତିଙ୍କୁ କ୍ଷମା ଦିଆଯିବନି ବୋଲି ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି ଅଖିଳେଶ୍ବର ସିଂ କହିଛନ୍ତି। ଗତ କିଛି ଦିନ ହେବ କୋରାପୁଟ ଜିଲ୍ଲା ସମେତ ତାଙ୍କ ରେଞ୍ଜର ଅନ୍ୟ ଜିଲ୍ଲା ଗୁଡିକରେ ଅପରାଧିମାନଙ୍କର ସାମାନ୍ୟ!-->…