Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଧବାଙ୍କୁ ଠକିଲେ ବ୍ୟାଙ୍କ ଅଧିକାରୀ: ଲୁଟିନେଲେ ୨ କୋଟି ୩୦ ଲକ୍ଷ
କଟକ ବାଦାମବାଡ଼ିରେ ଜଣେ ବିଧବା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୨ କୋଟି ୩୦ ଲକ୍ଷ ଟଙ୍କା ହଡ଼ପ ହୋଇଛି। ବ୍ୟାଙ୍କର ରିଲେସନସିପ୍ ମ୍ୟାନେଜର ମହିଳାଙ୍କ ଦସ୍ତଖତ ନେଇ ତାଙ୍କ ଆକାଉଣ୍ଟରୁ ଏହି ଟଙ୍କା ହଡ଼ପ କରିଛନ୍ତି।
କଟକ,୦୧-୧୨-୨୦୨୪ (ପିପିଏସ ) : କଟକ ବାଦାମବାଡ଼ିରେ ଜଣେ ବିଧବା!-->!-->!-->…
ପୁରୀ ସମୁଦ୍ରରେ ପରାକ୍ରମ ଅଭ୍ୟାସ: ଯୁଦ୍ଧାଭ୍ୟାସରେ ୧୪ ହେଲିକପ୍ଟର୍, ୧୨ ଯୁଦ୍ଧପୋତ
ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ ପାଳିତ ହେବ ନୌସେନା ଦିବସ। ରାଷ୍ଟ୍ରପତିଙ୍କ ଆଗରେ ଯୁଦ୍ଧ କୌଶଳ ଦେଖାଇବେ ନୌବାହିନୀର ଦୁର୍ଦ୍ଦଷ କମାଣ୍ଡୋ ମାର୍କୋସ୍।
ପୁରୀ,୦୧-୧୨-୨୦୨୪ (ପିପିଏସ ) : ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ!-->!-->!-->…
ପୁସ୍ତକମେଳାରୁ ଓହରିଲେ ୭ ପ୍ରକାଶକ
ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶା ସରକାର ରାଜ୍ୟ ପୁସ୍ତକ ମହୋତ୍ସବ ଆୟୋଜନ କରୁଛନ୍ତି। ଡିସେମ୍ବର ୬ରୁ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ୧୨ ଦିନ ଧରି ପୁସ୍ତକ ମହୋତ୍ସବ ଅନୁଷ୍ଠିତ ହେବ।
ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶା ସରକାର ରାଜ୍ୟ ପୁସ୍ତକ!-->!-->!-->…
ପନ୍ନୁ ଡର… ରାତି ସାରା ଧରପଗଡ଼
ଡିଜିପି ସମ୍ମିଳନୀ ସମୟରେ ଆକ୍ରମଣ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକକୁ ଆଖିଆଗରେ ରଖି ଆଜି ସହରରେ ରାତିଅଧିଆ ଯାଞ୍ଚକୁ ଅତି କଡ଼ାକଡ଼ି କରାଯାଇଛି। ରାଜଧାନୀର ୨୦ରୁ ଅଧିକ ସମ୍ବେଦନଶୀଳ ସ୍ଥାନରେ କଡ଼ା ଚେକିଂ ହେଉଛି।
ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଡିଜିପି ସମ୍ମିଳନୀ!-->!-->!-->…
ବରଗଡ଼ ଧନୁଯାତ୍ରା
ଏଥର ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ
ବରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ନୂଆ କଂସ ମିଳିଛି। ଏଥର ଭୁବନେଶ୍ବର ପ୍ରଧାନ କଂସ ଭୂମିକାରେ ଅବତୀର୍ଣ୍ଣ ହେବେ। ଧନୁଯାତ୍ରା ସମୟରେ ବରଗଡ଼ ସହରରେ ରାଜ୍!-->!-->!-->…
ଆଶାକର୍ମୀଙ୍କୁ ବୀଭତ୍ସ ହତ୍ୟା
ନିଖୋଜ ଥିଲେ ଆଶାକର୍ମୀ, ପୋଖରୀରୁ ଉଦ୍ଧାର ହେଲା କ୍ଷତବିକ୍ଷତ ମୃତଦେହ
ସୁନ୍ଦରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଭସ୍ମା ଥାନା ଅଧୀନ କୁଡ଼ାବଗା ପତ୍ରାପାଲି ଗାଁରେ ଦୀର୍ଘ ୨୪ ଘଣ୍ଟାରୁ ଅଧିକ ସମୟ ଧରି ନିଖୋଜ ଥିବା ଆଶାକର୍ମୀ ସୁଭାଷିନୀ ନାଏକଙ୍କର ମୃତଦେହ କ୍ଷତବିକ୍ଷତ!-->!-->!-->…
ଘରକୁ ପହଞ୍ଚିବା ପୂର୍ବରୁ ସ୍ବାମୀଙ୍କ ଠାରୁ ସ୍ତ୍ରୀଙ୍କୁ ଛଡ଼ାଇ ନେଲା ଯମ
ସୁନ୍ଦରଗଡ଼ ଟାଉନ୍ ଥାନା ଅଧୀନ ୧୦ ନମ୍ବର ଜାତୀୟ ରାଜପଥର ପଣ୍ଡରିଢ଼ିପା ଛକ ନିକଟରେ ଆଜି ଅପରାହ୍ଣରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି।
ସୁନ୍ଦରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଆଉ ଅଳ୍ପ ସମୟ ପରେ ସ୍ବାମୀ-ସ୍ତ୍ରୀ ଘରେ!-->!-->!-->…
ହାତୀ ଆକ୍ରମଣରେ ଆହତ ୩ ବନ କର୍ମଚାରୀଙ୍କ ମଧ୍ୟରୁ ୨ ଜଣ ଗୁରୁତର
ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ସରକାର ଓ ପ୍ରଶାସନ ଉଦ୍ୟମ ଜାରି ରଖିଛନ୍ତି। ଏଥି ପାଇଁ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ ହେଉଛି। ଏହା ସତ୍ତ୍ବେ ଜଙ୍ଗଲର କଳେବର ବଢୁନାହିଁ କି ବନ୍ୟଜନ୍ତୁମାନେ ସୁରକ୍ଷିତ ନାହାନ୍ତି।
କଣ୍ଟାବାଞ୍ଜି/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଜଙ୍ଗଲ!-->!-->!-->…
ପୁଅ-ବୋହୂଙ୍କୁ ବାପା ଜାଳିଦେବା ଘଟଣା : ଚାଲିଗଲା ବୋହୂଙ୍କ ଜୀବନ
ପୁଅ-ବୋହୂଙ୍କୁ ବାପା ଜାଳିଦେବା ଘଟଣାରେ ଗୁରୁତର ବୋହୂ ଆଖି ବୁଜିଛନ୍ତ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ବୋହୂ ସସ୍ମିତା ରାଉତ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ଏଣେ ପୁଅ ମୃତ୍ୟୁ ସହ ସଂଘର୍ଷ କରୁଥିବା କୁହାଯାଉଛି।
କଟକ ୦୧-୧୨-୨୦୨୪ (ପିପିଏସ ) : ପୁଅ-ବୋହୂଙ୍କୁ!-->!-->!-->…
ଜୟନାରାୟଣ ମିଶ୍ର କହିଲେ- ମୁଁ ତଡ଼ାଖିଆ ଲୋକ
ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବିଷ ଓଗାଳିଛନ୍ତି।
ନିଜ ମନ ଭିତରେ ଥିବା ପୁଞ୍ଜିଭୂତ ଅସନ୍ତୋଷକୁ ସେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ସେ ବିଜେପିରେ ଥାଇ ମଧ୍ୟକୁ ଦଳକୁ ପରୋକ୍ଷରେ ତେରଛା ବାଣ ମାରିଛନ୍ତି।
ଭୁବନେଶ୍ୱର ୩୦-୧୧-୨୦୨୪!-->!-->!-->!-->!-->!-->!-->…