Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୧ ନମ୍ବର ହାଟରେ ଅଗ୍ନିକାଣ୍ଡ ଜଳିଗଲା ୩ ପରିବା ଗୋଦାମ
ରାତି ପ୍ରାୟ ସାଢ଼େ ୧୧ଟାରେ ୧ ନମ୍ବର ହାଟରେ ଅଗ୍ନିକାଣ୍ଡ ଘଟିବାରୁ ୩ଟି ପରିବା ଗୋଦାମ ପୋଡ଼ି ଛାରଖାର ହୋଇଯାଇଛି। ସୌଭାଗ୍ୟକୁ ଏଥିରେ ଜୀବନହାନି ଭଳି ଅଘଟଣ ଘଟିନାହିଁ।
ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ରାତି ପ୍ରାୟ ସାଢ଼େ ୧୧ଟାରେ ୧ ନମ୍ବର ହାଟରେ ଅଗ୍ନିକାଣ୍ଡ ଘଟିବାରୁ ୩ଟି!-->!-->!-->…
କୋଣାର୍କରେ ଲୁଟେରା ସକ୍ରିୟ
୪ ମହିଳାଙ୍କ ସମେତ ୬ ଆନ୍ତଃରାଜ୍ୟ ଚୋର ଗିରଫ
କୋଣାର୍କ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କୁ ଆନ୍ତଃରାଜ୍ୟ ଚୋରମାନେ ଟାଗେର୍ଟ କରିଛନ୍ତି। ଦେଶ-ବିଦେଶରୁ ପ୍ରତ୍ୟେକ ଦିନ ଆସୁଥିବା ପର୍ଯ୍ୟଟକମାନେ ଦାମୀ ମୋବାଇଲ!-->!-->!-->…
ରାତ୍ରି ତାପମାତ୍ରା: ରାଜ୍ୟରେ ୧୦ଡ଼ିଗ୍ରି ତଳେ ୮ ସହର, ଆହୁରି କଲବଲ କରିବ ଶୀତ
ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ପ୍ରବଳ ଶୀତରେ ସାରା ଓଡ଼ିଶା ଥରୁଛି। ବଣ, ପାହାଡ଼ ଘେରା ଅଞ୍ଚଳର ଲୋକେ ଅଧିକ ହନ୍ତସନ୍ତ ହେଉଛନ୍ତି। ସୂର୍ଯ୍ୟ ଉଦୟ ହେଲେ ସାମାନ୍ୟ ଆଶ୍ବସ୍ତି ଲାଭ କରୁଥିବା ବେଳେ ସୂର୍ଯ୍ୟାସ୍ତ ପରଠାରୁ ପୁଣି ସମାନ ପରିସ୍ଥିତିର ସାମ୍ନା କରିବାକୁ ପଡୁଛି। ଜୀବଜନ୍ତୁ ଓ!-->…
ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର
ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର। ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର ୟୁପି ଏସ ସି ଦ୍ୱାରା ପରିଚାଳିତ ଭାରତୀୟ ପ୍ରସନିକ ସେବା ତଥା ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିଲେ ଅନିମେଶ!-->…
ମହାକୁମ୍ଭରେ ଓଡ଼ିଆ ଭାଷା: ଷ୍ଟେସନରେ ସ୍ୱତନ୍ତ୍ର ଓଡ଼ିଆ କିଓସ୍କ
ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ ଡିଜିଟାଲ ସୁବିଧା ଉପଲବ୍ଧ କରାଯାଇଛି। ବିନା କାହାର ସହାୟତାରେ ଶ୍ରଦ୍ଧାଳୁ ଡିଜିଟାଲ କିଓସ୍କ ମାଧ୍ୟମରେ ସମ୍ପୂର୍ଣ୍ଣ ସୁବିଧା ପାଇବେ।
ପ୍ରୟାଗରାଜ/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ!-->!-->!-->…
ପୁରୀ-କୋଣାର୍କ ବେଳାମାର୍ଗରେ ଆରମ୍ଭ ହେଲା ୬ଷ୍ଠ ଇକୋ ରିଟ୍ରିଟ
ଚଳିତବର୍ଷ ୬ଷ୍ଠ ଥର ପାଇଁ ପୁରୀ-କୋଣାର୍କ ବେଳାମାର୍ଗ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁଣି ଆୟୋଜିତ ହୋଇଛି ଇକୋ-ରି ଟ୍ରିଟ। ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ସବକୁ ଉଦ୍ଘାଟନ କରିଥିଲେ।
!-->!-->!-->…
କଟକରେ ଜଳିଗଲା ‘ମୋ ବସ’, ସବୁ ଯାତ୍ରୀ ସୁରକ୍ଷିତ ଉଦ୍ଧାର
କଟକ, ୧୪-୧୨-୨୦୨୪(ପିପିଏସ) : କଟକ ମଧୁପାଟଣା ଛକ ନିକଟରେ ‘ମୋ ବସ’ ଜଳିଗଲା। ଭୁବନେଶ୍ୱରରୁ କଟକ ଫେରୁଥିବାବେଳେ ମଧୁପାଟଣା ଛକ ନିକଟରେ ‘ମୋ ବସ’ଟି ଜଳିଯାଇଥିବା ସୂଚନା ମିଳିଛି। ‘ମୋ ବସ’ରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ କୌଣସି ଯାତ୍ରୀ ନଥିବା ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ।ଅଗ୍ନିଶମ!-->…
ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ନବଜାତ ଶିଶୁକନ୍ୟା ଉଦ୍ଧାର
ପ୍ରବଳ ଶୀତରେ ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟାI କେହି ଶିଶୁକନ୍ୟାକୁ ଜନ୍ମ କରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ଗାଁ ନିକଟ ରାସ୍ତାକଡ଼ରେ ଶିଶୁକନ୍ୟାକୁ ମାଟିରେ ପୋତି ଚାଲି ଯାଇଥିଲେI
ବିନିକା/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) :!-->!-->!-->…
ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍
ନାବାଳିକାଙ୍କୁ ଅପହରଣ ମାମଲାରେ ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍। ମୁରିବାହାଲରୁ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଘନଶ୍ୟାମ ଭୋଇଙ୍କୁ ବଲାଙ୍ଗୀର ପୋକ୍ସୋ କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ଆବେଦନ ଖାରଜ ହୋଇଥିଲା। ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
!-->!-->!-->…
ସିବିଆଇ କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଲେ ଆଇଏଏସ୍ ଅଧିକାରୀଙ୍କ ଡ୍ରାଇଭର
ଜିଜିଏମ୍ ଏକ ଠିକା ସଂସ୍ଥାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଶନିବାର ଦିନ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭର ନୃସିଂହ ଶତପଥୀଙ୍କୁ ପଚରାଉଚରା କରିଛି।
ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ବ୍ରିଜ୍ ଆଣ୍ଡ୍!-->!-->!-->…