Browsing Category

ଓଡିଶା

‘ଓଡ଼ିଶାର ଇତିହାସରେ ହରେକୃଷ୍ଣ ମହତାବଙ୍କ କୃତିତ୍ଵ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ’

ସ୍ଵାଧୀନତା ସଂଗ୍ରାମୀ, ରାଜନୀତିଜ୍ଞ, ସାହିତ୍ୟିକ, କୂଟନୀତିଜ୍ଞ, ଐତିହାସିକ ଏବଂ ଲୋକପ୍ରିୟ ଜନନେତା ଥିଲେ ଡ଼ଃ ହରେକୃଷ୍ଣ ମହତାବ। ଆଧୁନିକ ଓଡ଼ିଶା ନିର୍ମାଣର ବିଶ୍ଵକର୍ମା ଭାବେ ସେ ସ୍ଵତନ୍ତ୍ର ପରିଚୟର ଅଧିକାରୀ ମଧ୍ୟ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏହା କହିଛନ୍ତି।

ଦୁର୍ଗମ ଅଞ୍ଚଳରେ ବିକାଶ ଅପହଞ୍ଚ !

ଯାତାୟତ ପାଇଁ ବିଦ୍ୟୁତ୍‌ ଖୁଣ୍ଟରେ ନିର୍ମିତ ପୋଲ ଭରସା ୨୦୩୬ ମସିହାରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଗଠନକୁ ୧୦୦ ବ‌ର୍ଷ ପୂରିବ। ରାଜ୍ୟ ସରକାର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ଜାରି ରଖିଥିବା ବେଳେ ଦୁର୍ଗମ ଓ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରେ ଗମନାଗମନର ବ୍ୟାପକ ଅସୁବିଧା

ଡିସିପି ଅଫିସ୍ ସମ୍ମୁଖରେ ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି

ଡିସିପି ଅଫିସ୍ ସମ୍ମୁଖରେ ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି ହୋଇଥିବା ଜଣାଯାଇଛି। ଉଭୟଙ୍କ ହାତାହାତି ବେଳର ଦୃଶ୍ୟ ବି ଭାଇରାଲ୍ ହେବାରେ ଲାଗିଛି। ଖାଲି ସେତିକି ନୁହେଁ, ସେଠାରେ ଉପସ୍ଥିତ ଅନ୍ୟ  ନିର୍ଦ୍ଦେଶକମାନଙ୍କ ପ୍ରତି ବି ଅଶୋଭନୀୟ ଆଚରଣ ପ୍ରଦର୍ଶନ

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତି

ମହତାବ ଉତ୍ତରପ୍ରଦେଶ କିମ୍ବା ଗୁଜୁରାଟରେ ଜନ୍ମ ଗ୍ରହଣ କରିଥିଲେ ଦେଶର ପ୍ରଧାନମନ୍ତ୍ରୀ ହୋଇଥାନ୍ତେ: ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ଓଡ଼ିଆ ଅସ୍ମିତା ବିପଦରେ ଥିଲା। ଲୋକମାନେ ଅସ୍ମିତାକୁ ଉଦ୍ଧାର କଲେ ଏବଂ ଏ ସରକାରଙ୍କୁ ଆଣିଲେ। ତେଣୁ ପୂଜ୍ୟପୂଜାକୁ ସମ୍ମାନ ଜଣାଇ ଉତ୍କଳ

ସୋରରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୭ ବଖରା ଘର

ବାଲେଶ୍ବର ଜିଲ୍ଲା ସୋର ବ୍ଲକ ନଟାପଡା ପଞ୍ଚାୟତ ଚହଳିଗାଁ ଗ୍ରାମର ରାଜେନ୍ଦ୍ର ଭଞ୍ଜଙ୍କ ଘରେ ଅଗ୍ନିକାଣ୍ଡ ଘଟିବାରୁ ସାତ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଆଜି ମଧ୍ୟାହ୍ନରେ ରାଜେନ୍ଦ୍ରଙ୍କ ସ୍ତ୍ରୀ ରୋଷେଇ କରୁଥିବା ବେଳେ ଚାଳ ଘରେ ଅଗ୍ନିକାଣ୍ଡ

ଏଥର ବରଗଡ ଧନୁଯାତ୍ରାରେ ନୂଆ କଂସ, ହୃଷିକେଶ ଭୋଇଙ୍କୁ ବାଦ୍ ଦେଲା କମିଟି

ବରଗଡ/ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ବଦଳିବେ ବରଗଡ ଧନୁଯାତ୍ରାର କଂସ । ବରଗଡ ଧନୁଯାତ୍ରା ପାଇଁ କଂସ ଚୟନ ପ୍ରକ୍ରିୟା ଆରମ୍ଭ ହେବ । କଂସ ଭୂମିକାରେ ଏଥର ଜଣେ ନୂଆ କଳାକାରଙ୍କୁ ଦେଖିବାକୁ ମିଳିବ । ନୂଆ କଳାକାରଙ୍କୁ ଚୟନ ପାଇଁ ନିଷ୍ପତ୍ତି ହୋଇଛି । ଧନୁଯାତ୍ରା ମହୋତ୍ସବ ସମିତି ଏହି

ନବଜାତ ଶିଶୁକନ୍ୟା ବିକ୍ରି ମାମଲା: ସନ୍ଦେହ ଘେରରେ ଥିବା ଏଏନ୍‌ଏମ୍‌ ନିଳମ୍ବିତ

ପାଟଣାଗଡ଼/ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ନବଜାତ ଶିଶୁକନ୍ୟା ବିକ୍ରି ମାମଲାରେ ସଂପୃକ୍ତି ଅଭିଯୋଗରେ ଜଣେ ଅଭିଯୁକ୍ତ ଏଏନ୍‌ଏମ୍‌ ନିଲମ୍ବିତ ହୋଇଛନ୍ତି।ଏଏନ୍‌ଏମ୍‌ ‌ମମତା ଭୋଇଙ୍କୁ ବଲାଙ୍ଗୀର ଜିଲ୍ଲା ମୁଖ୍ୟ

ବଦଳିବ +୨ ମୂଲ୍ୟାୟନ ଢାଞ୍ଚା

ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ଚଳିତ ବର୍ଷ ଯୁକ୍ତ୨ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ କରାଯିବ। ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା । ତାଙ୍କ ସୂଚନା ଅନୁଯାୟୀ, ଏଥର ଜାତୀୟ ଶିକ୍ଷା ପଦ୍ଧତି ଅନୁଯାୟୀ ୮୦ ମାର୍କର ଥିଓରୀ

ଚାକିରି ଏବଂ ରୋଜଗାରର ପରିଭାଷାକୁ ବ୍ୟାପକ କରିବାକୁ ହେବ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) :  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶ୍ରମ, ନିଯୁକ୍ତି ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଡ. ମନସୁଖ ମାଣ୍ଡଭୀୟଙ୍କ ସହ ୬ଟି ରାଜ୍ୟର

ଭାଷା,ସାହିତ୍ୟ ଏକ ଜାତିର ପରିଚୟ:ମୁଖ୍ୟମନ୍ତ୍ରୀ  

ନୂଆଦିଲ୍ଲୀରେ ଓଡ଼ିଶା ସମାଜ ପକ୍ଷରୁ ଓଡ଼ିଶା ପର୍ବ ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତିର ଇତିହାସ ମହାନ। ଓଡ଼ିଶାର କଳା ଓ ସଂସ୍କୃତି କେବଳ ଦେଶରେ ନୁହେଁ, ପୂରା ବିଶ୍ବରେ ପ୍ରସିଦ୍ଧିଲାଭ କରିଛି। ଭାଷା ଓ ସାହିତ୍ୟ ହେଉଛି ଏକ ଜାତିର