Browsing Category

ଓଡିଶା

ଅନାହାରରେ ସାତଭାୟାର ୮୦୦ ଗୋରୁ: ଚାରିଆଡ଼େ ଲୁଣିପାଣି, ଖାଇବାକୁ ଖାଦ୍ୟ ନାହିଁ

ବଙ୍ଗୋପସାଗର କୂଳ ସାତଭାୟାର ପୁରୁଣା ଜନବସତି ଅଞ୍ଚଳରେ ପଶୁଙ୍କ ପାଇଁ ଭୟଙ୍କର ଖାଦ୍ୟାଭାବ ଦେଖାଦେଇଛି। ସେଠାରେ ୮୦୦ରୁ ଅଧିକ ଗାଈ, ବାଛୁରୀ ଓ ଷଣ୍ଢ ଅନାହାରରେ ଅଛନ୍ତି। ନା’ ଖାଇବାକୁ ପାଉଛନ୍ତି ନା’ ପିଇବାକୁ ପାଣି ମିଳୁଛି। ରାଜନଗର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ବଙ୍ଗୋପସାଗର

ଓଡ଼ିଶା ନର୍ସିଙ୍ଗ କ୍ୟାଡରର ଡ୍ରେସ କୋଡ୍ ପରିବର୍ତ୍ତନ

ସେବାକ୍ଷେତ୍ରରେ ଓଡ଼ିଆ ଅସ୍ମିତାର ଝଲକ ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଏଣିକି ଓଡ଼ିଶାର ସେବା କ୍ଷେତ୍ରରେ ବି ଦେଖିବାକୁ ମିଳିବ ଓଡ଼ିଆ ଅସ୍ମିତାର ଝଲକ। ଏନେଇ ପୂର୍ବରୁ ନର୍ସିଂ ସଂଘ ଦାବି କରି ଆସୁଥିବାବେଳେ ଏବେ ଏହି ଦାବି ପୂରଣ ହୋଇଛି। ଏନେଇ ସହମତି ପ୍ରଦାନ କରିଛି ରାଜ୍ୟ

କଟକ ଗଣଦୁଷ୍କର୍ମ ଘଟଣା: ସପ୍ତମ ଅଭିଯୁକ୍ତ ପିଛାରେ ପୁଲିସ

କଟକର ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସପ୍ତମ ଅଭିଯୁକ୍ତର ପତ୍ତା ମିଳୁନାହିଁ। ଏହି ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ଉ ଆରମ୍ଭ କରିଛି। ଅନ୍ୟପଟେ ଗିରଫ ୬ ଅଭିଯୁକ୍ତଙ୍କ ଠାରୁ ଜବତ କଟକ, ୧୧-୧୧-୨୦୨୪(ପିପିଏସ ) : କଟକର ଜଣେ କଲେଜ ଛାତ୍ରୀଙ୍କୁ

ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ: ଯୋଗାଣ ସହାୟକ ଗିରଫ

ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ ଘଟଣାରେ ଯୋଗାଣ ସହାୟକ ଗିରିଶ ସାହୁଙ୍କୁ ଗିରଫ କରାଯାଇଥିବାର ଖବର ମିଳିଛି। ତାଙ୍କୁ ଛତିଶଗଡ଼ରେ ନିଜର ଜଣେ ସଂପର୍କୀୟଙ୍କ ଘରୁ ଗିରଫ କରିଛି ପୁଲିସ୍। ଆଗଲପୁର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚାଉଳ ଦେବା ନାଁରେ

ହଟିଲେ ମହିଳା କମିଶନ ଅଧକ୍ଷା

ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରା ହଟିଛନ୍ତି। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ମାସ ୨୩ ତାରିଖରେ ସରକାର ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରାଙ୍କୁ ବରଖାସ୍ତ କରିଥିଲେ। ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ

ସଅଳ ବନ୍ଧାହେବ ନୀଳଚକ୍ର ବାନା

ଆଜି ଅପରାହ୍ନ ସାଢ଼େ ୩ଟାରୁ ୪ଟା ମଧ୍ୟରେ ପତିତପାବନ ବାନା ବନ୍ଧା ହେବ। ଚୁନରା ସେବକମାନଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଅପରାହ୍ନ ସମୟରେ କମ୍ ଗହଳି ମଧ୍ୟରେ ଧ୍ୱଜା ବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ପୁରୀ/ଭୁବନେଶ୍ୱର

ଆରମ୍ଭ ହେଲା ଧାନ କଟା; ମଣ୍ଡି ଅପେକ୍ଷାରେ ଚାଷୀ

ଖରିଫ ମଣ୍ଡି ତାରିଖ ଘେଷଣା ହୋଇନି। ମଣ୍ଡିର ସୁପରିଚାଳନାକୁ ନେଇ ଜିଲ୍ଲାପାଳ ଏହାରି ମଧ୍ୟରେ ଦୁଇଟି ବୈଠକ କରି ସାରିଲେଣି। ମଣ୍ଡି ତାରିଖ ଘୋଷଣା ହୋଇନଥିଲେ ହେଁ ଧାନ ପାଚି ସାରିଥିବାରୁ କାଟିବା ଆରମ୍ଭ କଲେଣି। ୨୦ପ୍ରତିଶତ ଧାନ କାଟିସାରିଥିବା କୃଷି ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୀମାନ୍ତରେ ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାର

ମଙ୍ଗଧରିଛନ୍ତି ଓଡ଼ିଆ ଆଦିବାସୀ ନେତା ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗାଁର ଆଦିବାସୀ ନେତାଙ୍କ ନେତୃତ୍ବରେ ଗଠିତ ବିଭିନ୍ନ ସଙ୍ଗଠନରେ ଉଭୟ ରାଜ୍ୟର ଶତାଧିକ କାର୍ଯ୍ୟକର୍ତ୍ତା ଥିବାରୁ ଏମାନଙ୍କୁ ବିଜେପି ଓ ଜେଏମ୍‌ଏମ୍‌ ନେତାମାନେ ନିର୍ବାଚନୀ ଅସ୍ତ୍ର କରିଛନ୍ତି। ଯେଉଁମାନେ ସିମ୍‌ଡେଗା ଓ

ପୁଣି ଟେନ୍‌ସନ୍‌ ବଢ଼ାଇଲା ଟିଟିଏସ୍‌: ଗନ୍ଧେଇଲାଣି ଅଧାସହର

ମାସ କେଇଟା ଯାଇନି। ପୁଣି ଗନ୍ଧେଇଲାଣି ଅଧା ସହର। ସୈନିକ ସ୍କୁଲ ନିକଟ ଟେମ୍ପରାରି ଟ୍ରାଞ୍ଜିଟ୍‌ ଷ୍ଟେସନ(ଟିଟିଏସ୍‌) ରେ ସୃଷ୍ଟି ହୋଇଥିବା ଆବର୍ଜନା ପାହାଡ଼ ଏବେ ସହରବାସୀଙ୍କ ନିଦ ହଜାଇ ଦେଲାଣି। ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ମାସ କେଇଟା ଯାଇନି। ପୁଣି ଗନ୍ଧେଇଲାଣି ଅଧା ସହର।

ଅଁଳା ନବମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଓ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ଆଜି ହେଉଛି ପବିତ୍ର ଅଁଳା ନବମୀ । ଏଥିଲାଗି ଚଳଚଞ୍ଚଳ ସାକ୍ଷୀଗୋପାଳ ମନ୍ଦିର। ରାଧାପାଦ ଦର୍ଶନ ପାଇଁ ସେଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଏଠାରେ ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା । ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ଆଜି ହେଉଛି ପବିତ୍ର ଅଁଳା ନବମୀ ।