Browsing Category

ରାଜନୀତି

ଶିବମୟ ଦୈତ୍ୟନଗରୀ

ପବନରେ ଭାସି ଆସୁଥିଲା ମହାମୃତ୍ୟୁଞ୍ଜୟ ମନ୍ତ୍ରର ଧ୍ବନି। ଶିବ ପଞ୍ଚାକ୍ଷରରେ ପ୍ରକମ୍ପିତ ହେଉଥିଲା ଶିବାଳୟ। ଦେବ ଦେବ ମହାଦେବଙ୍କ ଦର୍ଶନ ପାଇଁ ସକାଳୁ ରାତିଯାଏ ରାଜଧାନୀର ସମସ୍ତ ଶୈବପୀଠରେ ଲାଗିଥିଲା ଶ୍ରଦ୍ଧାଳୁଙ୍କ ଭିଡ଼। ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) :

ଧୀରେଧୀରେ ସବୁ ବନ୍ଦ କରିଦେଲେ କି?

କାଡାଭରିକ୍‌, ଲିଭର୍‌ ପ୍ରତିରୋପଣ ବନ୍ଦ କଟକ ୨୭-୦୨-୨୦୨୫(ପିପିଏସ) : କଟକ ବଡ଼ଡାକ୍ତରଖାନାରେ ବନ୍ଦ ହୋଇଗଲାଣି କି ବ୍ୟବସ୍ଥା? କାଡାଭରିକ୍‌ ପ୍ରତିରୋପଣ ବ୍ୟବସ୍ଥା ସାଢ଼େ ୩ମାସରୁ ଅଧିକ ସମୟ ହେଲା ହୋଇପାରିନି। ସେହିପରି ଲିଭର୍‌ ପ୍ରତିରୋପଣ ବ୍ୟବସ୍ଥା ବି ଏକପ୍ରକାର ଠପ୍‌।

୨୮ ଫେବ୍ରୁଆରିରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଫେବ୍ରୁଆରି ୨୮ରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସିବେ। ପୁରୀରେ ଜାତୀୟ ସ୍ଵାସ୍ଥ୍ୟ ମିସନ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ସ୍ଵାସ୍ଥ୍ୟ ସଚିବ ମଧ୍ୟ ଯୋଗ

ଜିଲ୍ଲାପାଳଙ୍କୁ ଭେଟିବାକୁ ୨୫ କିଲୋମିଟର ଚାଲିଲେ ଛାତ୍ରଛାତ୍ରୀ

ପୁଣି ରାଜରାସ୍ତାରେ ଚାଲିଲେ ଅନ୍ତେବାସୀ। ରାତିର ଅନ୍ଧାରରେ ଚାଲିଚାଲି ୨୫ କି.ମି ରାସ୍ତା ଅତିକ୍ରମ କରି ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍ ବାସିପିଠା ସ୍ଥିତ ସରକାରୀ ଏସ.ଏସ.ଡି ଉଚ୍ଚ ବିଦ୍ୟାଳୟର ଶତାଧିକ ଅନ୍ତେବାସୀ ବାରିପଦାରେ ପହଞ୍ଚିଛନ୍ତି। ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା

ମାର୍ଚ୍ଚ ୩୧ ପରେ ଧାନ ନେବେନି ସରକାର

ଧାନକିଣା ପାଇଁ ଧାର୍ଯ୍ୟ ଲକ୍ଷ୍ୟର ୯୦ ପ୍ରତିଶତ ଧାନ ନେଇସରିଲାଣି ରାଜ୍ୟ ସରକାର: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ମାର୍ଚ୍ଚ ୩୧ ତାରିଖ ପରେ ଆଉ ଚାଷୀଙ୍କଠାରୁ ଧାନ ନେବେନି ସରକାର। ମଣ୍ଡିରେ ଧାନକିଣା ପ୍ରସଙ୍ଗରେ ଏହି କଥା କହିଛନ୍ତି ଖାଦ୍ୟ ଓ ଯୋଗାଣ

ପ୍ରକୃତରେ ଯିଏ ଗରିବ, ତାଙ୍କର ରାସନ କାର୍ଡ କଟାଯିବନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାସନ କାର୍ଡ କଟାଯିବା ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ | ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର | ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ରାସନ କାର୍ଡ କଟାଯିବା

ମାର୍ଚ୍ଚ ଶେଷ ସୁଦ୍ଧା ରାଜ୍ୟ ବିଜେପି ସଭାପତି ଚୟନ

ବିଜେପି ରାଜ୍ୟ ସଭାପତି ଚୟନ ବିଳମ୍ବ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ବିଜେପି ରାଜ୍ୟ ସଭାପତି ନାଁ ହେବ ଘୋଷଣା କରାଯିବ। ରାଜ୍ୟ ବିଜେପି ସଭାପତି କିଏ ହେବେ, ଏପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି

ରାଜ୍ୟ ଟିକା ଭଣ୍ଡାରକୁ ଆଇଏସ୍‌ଓ ସାର୍ଟିଫିକେଟ୍‌

ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର ଗୁଣବତ୍ତା ସମ୍ପୂର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟିକା ଭଣ୍ଡାର ଦେଶର ପ୍ରଥମ ଟିକା ଭଣ୍ଡାର ଭାବେ ଆଇଏସଓ ୯୦୦୦୧-୨୦୧୫ ସାର୍ଟିଫିକେଟ୍‌ ପାଇଛି ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର

ବିବାଦରେ କାନ୍ଥଚିତ୍ର

ସୁରବୀରଙ୍କ ନାମରେ ତ୍ରୁଟି ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ସମା‌ଜସେବୀ ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍‌ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର

କୋଣାର୍କରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ

କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବାରେ ବିଳମ୍ବକୁ ନେଇ କୋଣାର୍କରେ ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ଏ.ଏସ.ଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସହିତ ଆଲୋଚନା କରିଛନ୍ତି। କୋଣାର୍କ/ ଭୁବନେଶ୍ୱର