Browsing Category

ରାଜନୀତି

ଖାତାକୁ ଆସିଲା ପିଏମ କିଷାନ ଯୋଜନା କିସ୍ତି

ଚାଷୀଙ୍କୁ ହୋଲି ଭେଟି: ଓଡ଼ିଶାର ୩୪ ଲକ୍ଷରୁ ଅଧିକ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଉପକୃତ ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାର ୧୯ତମ କିସ୍ତି ଜାରି କରିଛନ୍ତି। ଏହା ମାଧ୍ୟମରେ

ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଯୋଧ୍ୟା/ମହାକୁମ୍ଭ ନଗର/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ। ଏଥିଲାଗି ମୁଁ ଉତ୍ତର ପ୍ରଦେଶ  ମୁଖ୍ୟମନ୍ତ୍ରୀ ଯୋଗୀ

ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ୭୯୯ କୋଟି ଟଙ୍କାର ବିଦ୍ୟୁତ୍ ବିଲ୍

ବିଦ୍ୟୁତ୍ ବିଲ୍ ଦେଖିବା ପରେ ଅଧ୍ୟକ୍ଷଙ୍କ ହୋସ ଉଡିଯାଇଛି | ଅଧ୍ୟକ୍ଷ କହିଛନ୍ତି ଯେ ସେ ନୁହେଁ ତାଙ୍କ ପରିବାର ସମଗ୍ର ସମ୍ପତ୍ତି ବିକ୍ରି କରିଦେଲେ ବି ସେମାନେ ବିଲ୍ ପରିଶୋଧ କରିପାରିବେ ନାହିଁ। ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଉତ୍ତର ପ୍ରଦେଶର ଆଜମଗଡ଼

ଆଧ୍ୟାତ୍ମିକତା ଦ୍ବାରା ଶାନ୍ତି ଓ ସମୃଦ୍ଧି ସମ୍ଭବ: ମୁଖ୍ୟମନ୍ତ୍ରୀ

ଆଧ୍ୟାତ୍ମିକ ଜୀବନଶୈଳୀ ଆମର ଅସନ୍ତୁଳିତ ଇଚ୍ଛାକୁ ନିୟନ୍ତ୍ରିତ କରିଥାଏ। ଭବିଷ୍ୟତ ପିଢ଼ିର ସୁଖ, ସମୃଦ୍ଧିକୁ ସଂରକ୍ଷଣ କରିବାର ପ୍ରଜ୍ଞାକୁ ପ୍ରଜ୍ଜ୍ୱଳିତ କରିଥାଏ। ପରିବେଶ ପ୍ରତି ସମ୍ବେଦନଶୀଳ ଏବଂ ଜୀବଜନ୍ତୁଙ୍କ ପ୍ରତି ଦୟାଭାବ ଜାଗ୍ରତ କରାଏ। କେନ୍ଦୁଝର/ଭୁବନେଶ୍ୱର

ପୁଷ୍ଟିକର ଆହାର ହିଁ ଯକ୍ଷ୍ମା ବିରୋଧରେ ସବୁଠାରୁ ମଜବୁତ୍ ଅସ୍ତ୍ର ଅଟେ: ଧର୍ମେନ୍ଦ୍ର

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଜନଭାଗିଦାରୀରେ ହିଁ ଜିଲ୍ଲାରୁ ଟିବି ମୁକ୍ତ ଲକ୍ଷ୍ୟ ସାଧିତ ହୋଇପାରିବ। ଅନୁଗୁଳ ଠାରେ ଜିଲ୍ଲାସ୍ତରୀୟ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ “ନିକ୍ଷୟ ମିତ୍ର” କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ସେ

ଆରମ୍ଭ ହେଲା ‘ସୁଭଦ୍ରା ଶକ୍ତି ମେଳା’: ‘ସୁଭଦ୍ରା’ମାନେ ହେବେ ଓଡ଼ିଶା ଅର୍ଥନୀତିର ମେରୁଦଣ୍ଡ

ସୁଭଦ୍ରା ମା’ମାନଙ୍କ ଅନ୍ତର୍ନିହିତ ଶକ୍ତିର ଜାଗରଣ ପାଇଁ ‘ସୁଭଦ୍ରା ଶକ୍ତି ମେଳା’ ଆୟୋଜିତ ହୋଇଛି। ଓଡ଼ିଶାର ମା’, ଭଉଣୀ ଏବଂ ଝିଅମାନଙ୍କର ପ୍ରତିଭା, ଦକ୍ଷତା ଓ ଉଦ୍ୟମର ନିଦର୍ଶନ। ପ୍ରତ୍ୟେକ ମହିଳା କିଭଳି ଦକ୍ଷ ଉଦ୍ୟୋଗୀ ହୋଇ ଆର୍ଥିକ ସ୍ୱତନ୍ତ୍ରତା ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ )

ଓସିଏ ସଭାପତି ହେଲେ ପଙ୍କଜ ଲୋଚନ

‘ବାରବାଟୀ ଷ୍ଟାଡିୟମ୍‌ର ଉନ୍ନତି ପାଇଁ ସରକାରଙ୍କ ସହଯୋଗରେ କାମ କରାଯିବ’ ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌ର ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିବାରୁ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି। ଭୁବନେଶ୍ୱର

ମହାକୁମ୍ଭରେ ବୁଡ଼ ପକାଇଲେ ମୋହନ

ଓଡ଼ିଶା ତଥା ଦେଶର କଲ୍ୟାଣ ପାଇଁ ମା’ ଗଂଗାଙ୍କୁ ପ୍ରାର୍ଥନା କରିଛି: ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ମହାକୁମ୍ଭରେ ଶ୍ରଦ୍ଧାର ବୁଡ଼ ପକାଇଛନ୍ତି। ଏଥି ସହିତ ତାଙ୍କର ପରିବାର ଲୋକେ ମଧ୍ୟ ମହାକୁମ୍ଭରେ ବୁଡ଼ ପକାଇଛନ୍ତି। ଏହି ଅବସରରେ ଶ୍ରୀ ମାଝୀ

ସଂଗମରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ, ଅଯୋଧ୍ୟାରେ ରାମଲଲାଙ୍କୁ କରିବେ ଦର୍ଶନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଂଗମରେ ବୁଡ଼ ପକାଇବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଠାରୁ ୩ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ରହିବେ। ଏହି ଗସ୍ତ କାଳରେ ସେ ସଂଗମରେ ବୁଡ଼ ପକାଇବେ। ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ