Browsing Category

ରାଜନୀତି

ଅଜୟ କୁମାର ଲଲ୍ଲୁ ଓଡ଼ିଶା କଂଗ୍ରେସ ପ୍ରଭାରୀ, ସପ୍ତଗିରିଙ୍କୁ ୪ ରାଜ୍ୟର ଦାୟିତ୍ବ

ଅଖିଳ ଭାରତୀୟ କଂଗ୍ରେସ କମିଟି ଶୁକ୍ରବାର ଓଡ଼ିଶା କଂଗ୍ରେସ ପ୍ରଭାରୀ ନିଯୁକ୍ତ କରିଛି। ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଦାୟିତ୍ବ ଦେଇଛି। ସେହିପରି କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କୁ ମଣିପୁର, ତ୍ରିପୁରା, ସିକ୍କିମ ଓ ନାଗାଲାଣ୍ଡର ଦାୟିତ୍ବ ଦେଇଛି। ଭୁବନେଶ୍ୱର

ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ

ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ଏବଂ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଗୃହ ମୁଲତବୀ ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଏହାପରେ

 କଟକରେ ସର୍ବାଧିକ ୧୦୬୦ ଭିକାରି

ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଅଭିଯାନ ଚଳାଇଛନ୍ତି: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ

ଗୃ‌ହରେ ଶିକ୍ଷାବ୍ୟବସ୍ଥାକୁ ନେଇ ବାଲିଗୁଡ଼ା ବିଧାୟକଙ୍କ ପ୍ରଶ୍ନ

ରାଜ୍ୟରେ ୮ମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ? ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ବିଧାନସଭାର ବଜେଟ୍‌ ଅଧିବେଶନର ଦ୍ବିତୀୟ ଦିନରେ ଶୁକ୍ରବାର ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ରାଜ୍ୟରେ ଅଷ୍ଟମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ ରହିଛି, ସେନେଇ ଜାଣିବାକୁ ଚାହିଁଛନ୍ତି। ଅସର

ସୁଦୃଢ଼ ଗ୍ରାମପଞ୍ଚାୟତ ହେଉଛି ବିକଶିତ ଓଡ଼ିଶାର ମୂଳପିଣ୍ଡ: ପଞ୍ଚାୟତିରାଜ ମନ୍ତ୍ରୀ

ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଶୁକ୍ରବାର ରାଜ୍ୟସ୍ତରୀୟ "ବିକଶିତ ପଞ୍ଚାୟତ ପାଇଁ ଦକ୍ଷତା ବିକାଶ" ଶୀର୍ଷକ କର୍ମଶାଳାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସୁଦୃଢ଼ ଗ୍ରାମପଞ୍ଚାୟତ ହେଉଛି ବିକଶିତ ଓଡ଼ିଶାର ମୂଳପିଣ୍ଡ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) :  

ଏମ୍ସ ଭୁବନେଶ୍ୱରରେ ଭାରତରେ ପ୍ରଥମ ଏଚ୍‌ପିବି ରେଡିଓଲୋଜି ପାଠ୍ୟକ୍ରମ

ଭାରତର ପ୍ରଥମ ହେପାଟୋ-ପାନକ୍ରିଏଟୋ-ବିଲିଆରି (ଏଚପିବି) ରେଡିଓଲୋଜି ପାଠ୍ୟକ୍ରମକୁ ସଫଳତାର ସହିତ ଆୟୋଜନ କରି ଏମ୍ସ ଭୁବନେଶ୍ୱର ଚିକିତ୍ସା ବିଜ୍ଞାନ, ଶିକ୍ଷା ଏବଂ ତାଲିମ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଭାରତର ପ୍ରଥମ

ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା: ପୁନଃ ତଦନ୍ତ ଆରମ୍ଭ

ବହୁଚର୍ଚ୍ଚିତ ସ୍ବର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ମୃତ୍ୟୁ ମାମଲା କଡ଼ ଲେଉଟାଇଛି। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ ଦାବି କରି ପୁଲିସ୍‌କୁ ଚିଠି ଲେଖିବା ପରେ ଝାରସୁଗୁଡ଼ା ପୁଲିସ୍ ପୁନଃ ତଦନ୍ତ ଆରମ୍ଭ କରିଥିବା ନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍ ସୂଚନା ଦେଇଛନ୍ତି।

ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲା: ବିଜୟୱାଡ଼ାରୁ ଧରାପଡ଼ିଲା ଚୋର

ପୂର୍ବତନ ମନ୍ତ୍ରୀ ନିରଂଜନ ପଟ୍ଟନାୟକଙ୍କ ଘରୁ ହୋଇଥିବା ଚୋରି ମାମଲାରେ କମିସନରେଟ୍‌ ପୁଲିସକୁ ସଫଳତା ମିଳିଛି। ପ୍ରାୟ ସପ୍ତାହେ କାଳ ଆନ୍ଧ୍ରପ୍ରଦେଶର ବିଜୟୱାଡ଼ାରେ ଡେରା ପକାଇବା ପରେ ଗତକାଲି ରାତିରେ ସ୍ଥାନୀୟ ପୁଲିସ ସହାୟତାରେ କମିସନରେଟ୍‌ ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) :

ଏଣିକି ଜୈବିକ ଚାଉଳରେ ଶ୍ରୀମନ୍ଦିର କୋଠଭୋଗ

ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ। ଭୁବନେଶ୍ୱର/ପୁରୀ ୧୩-୦୨-୨୦୨୫(ପିପିଏସ) : ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି: ରାଜ୍ୟପାଳ

ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି। ‘ସରକାର ନୂଆ ଶିକ୍ଷାନୀତିକୁ ଓଡ଼ିଶାରେ ଲାଗୁ କରିଛନ୍ତି। ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖି ଏହା କହିଛନ୍ତି। ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଓଡ଼ିଆ