Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଦିଲ୍ଲୀରେ ବିଜେପି ସରକାର; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିଲ୍ଲୀବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦିଲ୍ଲୀର ଜନତା ଦିଲ୍ଲୀରେ ଆମ୍ ଆଦମୀ ପାର୍ଟି (ଆପ୍) ସରକାରଙ୍କୁ ହଟାଇ ପଦ୍ମ ଫୁଟାଇ ଥିବାରୁ ମୋହନ ମାଝୀ ଏହି କୃତଜ୍ଞତା ଜଣାଇଛନ୍ତି।
ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->!-->!-->…
ବିଭିନ୍ନ ବିଭାଗରେ ୬,୩୯୦ ଜଣଙ୍କୁ ନିଯୁକ୍ତିପତ୍ର ଦେଲେ ରାଜ୍ୟ ସରକାର
ରାଜ୍ୟ ସରକାର ଆଜି ବିଭିନ୍ନ ବିଭାଗରେ ମୋଟ ୬,୩୯୦ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି। ରାଜ୍ୟସ୍ତରୀୟ ନିଯୁକ୍ତି ମେଳାରେ ୨୭୫୩ ଜଣ ବହୁମୁଖି ମହିଳା ସ୍ବାସ୍ଥ୍ୟକର୍ମୀ, ୧୧୦ ଜଣ ଆୟୁର୍ବେଦିକ ଅଧିକାରୀ
ଭୁବନେଶ୍ୱର ୦୭-୦୨--୨୦୨୫(ପିପିଏସ) : ରାଜ୍ୟ ସରକାର ଆଜି ବିଭିନ୍ନ ବିଭାଗରେ ମୋଟ ୬,୩୯୦!-->!-->!-->…
ଇ-ଡିଟେକ୍ସନ୍ରୁ ଧରାପଡ଼ିଲା ବୀମାଫାଙ୍କି: ୬ ଦିନରେ ଧରାପଡ଼ିଲାଣି ୧୫ଶହ ଗାଡ଼ି
ମାତ୍ର ୬ ଦିନରେ ଇ-ଡିଟେକ୍ସନ୍ ମାଧ୍ୟମରେ ଟୋଲ୍ଗେଟ୍ରେ ଧରାପଡ଼ିଲେଣି ବୀମା ନଥିବା ୧୫ ଶହ ଗାଡ଼ି। ଅନ୍ୟପଟେ ରାସ୍ତାକୁ ଓହ୍ଲାଉଥିବା ଖିଲାପୀ ଗାଡ଼ି ଚାଳକଙ୍କ ପାଇଁ ଆହୁରି କଠୋର ହେବାକୁ ଯାଉଛି ପରିବହନ ବିଭାଗ। ଟୋଲ୍ଗେଟ୍ରେ ସପ୍ତାହେ ତଳେ ବୀମାକୁ ଇ-ଡିଟେକ୍ସନ ସହିତ ଯୋଡ଼ା
କଟକ!-->!-->!-->…
‘ସତ୍ୟବାଦୀ ବକୁଳବନର ଐତିହ୍ୟକୁ ସୁରକ୍ଷିତ ରଖି ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ’
ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ଭୁବନେଶ୍ୱର ୦୭-୦୨--୨୦୨୫(ପିପିଏସ) :!-->!-->!-->…
ଆସନ୍ତାକାଲି ‘ସୁଭଦ୍ରା’ ଯୋଜନାର ମୋଟ୍ ଲାଭାର୍ଥୀଙ୍କ ସଂଖ୍ୟା ୯୮ ଲକ୍ଷରେ ପହଞ୍ଚିବ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଆସନ୍ତାକାଲି ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲ୍ଲା ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ।
!-->!-->!-->…
ଆଗାମୀ ଦିନରେ ଶିକ୍ଷା ବିଭାଗ ନିଯୁକ୍ତିର ବଡ଼ ଧମାକା ହେବାକୁ ଯାଉଛି: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୋଟିଏ ସରକାରୀ ଚାକିରି ପାଇବା ଏବେ ବହୁତ କଠିନ। ଏବେ ମଧ୍ୟ ସରକାରୀ ଚାକିରି ନିଯୁକ୍ତି କମ ଅଛି। ସାଧାରଣ ଲୋକ ସରକାରୀ କାର୍ଯ୍ୟାଳୟକୁ ଅନେକ ଆଶା ନେଇ ଆସନ୍ତି।
ଭୁବନେଶ୍ୱର ୦୭-୦୨--୨୦୨୫(ପିପିଏସ) : ଗୋଟିଏ ସରକାରୀ ଚାକିରି ପାଇବା ଏବେ!-->!-->!-->…
୫ ବର୍ଷରେ ୫ ହଜାର କୋଟି ଖର୍ଚ୍ଚ ଯୋଜନା
ମୋହନଙ୍କ ଫୋକସ୍ରେ ଗାଁ
ଆରମ୍ଭ ହେଲା ‘ବିକଶିତ ଗାଁ, ବିକଶିତ ଓଡ଼ିଶା’
ଆଜିଠୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ଯୋଜନା ‘ବିକଶିତ ଗାଁ, ବିକଶିତ ଓଡିଶା’। ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ଏହି ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆରମ୍ଭ କରିଛନ୍ତି।
!-->!-->!-->!-->!-->!-->!-->!-->!-->…
‘ସନାତନୀ’ ଚଳଚ୍ଚିତ୍ର ମାମଲା
ରିଲିଜ୍ ଉପରେ ଅଙ୍କୁଶ ପାଇଁ ମନାକଲେ ହାଇକୋର୍ଟ
ଓଡ଼ିଆ ଚଳଚ୍ଚିତ୍ର ‘ସନାତନୀ’ର ରିଲିଜ୍ ଉପରେ ଅଙ୍କୁଶ ଲଗାଇବାକୁ ହାଇକୋର୍ଟ ଆଜି ମନା କରିଛନ୍ତି। ଅନ୍ୟପକ୍ଷରେ ଏହି ଚଳଚ୍ଚିତ୍ର ପ୍ରଦର୍ଶନ ଦ୍ବାରା ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଥିବା ଦର୍ଶାଇ ଦାୟର ଦୁଇ ମାମଲାର!-->!-->!-->…
୨୧ ଫେବ୍ରୁଆରିରୁ ମାଟ୍ରିକ୍ ପରୀକ୍ଷା
୩,୧୩୩ କେନ୍ଦ୍ରରେ ପରୀକ୍ଷା
ସମସ୍ତ କେନ୍ଦ୍ରରେ ସିସିଟିଭି କ୍ୟାମେରା
ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଫେବ୍ରୁଆରି ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ୩୦ ଜିଲ୍ଲାର ୩,୧୩୩ କେନ୍ଦ୍ରରେ ପରୀକ୍ଷା ହେବ। ମୋଟ ୫ ଲକ୍ଷ ୧୦!-->!-->!-->!-->!-->!-->!-->…
ଫେବ୍ରୁଆରି ୧୩ରୁ ବିଧାନସଭା ବଜେଟ୍ ଅଧିବେଶନ
୧୨ରେ ସର୍ବଦଳୀୟ ବୈଠକ
ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ଫେବ୍ରୁଆରି ୧୩ରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏନେଇ ଫେବ୍ରୁଆରି ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->!-->!-->…