Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଦେବଗଡ଼ ପୌରାଧ୍ୟକ୍ଷl ଶାନ୍ତିମଞ୍ଜରୀ ଦେଇ ବହିଷ୍କୃତ
ଓଡ଼ିଶା ମୁନିସିପାଲ ଆକ୍ଟ -୧୯୫୦,ଧାରା ୫୩ ଅନୁଯାୟୀ, ଦେବଗଡ଼ ନଗରପାଳିକାର ବିଜେଡି ପୌରାଧ୍ୟକ୍ଷl ଶାନ୍ତିମଞ୍ଜରୀ ଦେଇଙ୍କୁ ତାଙ୍କ ପଦବୀରୁ ବହିଷ୍କୃତ କରାଯାଇଛିl ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗଙ୍କ ଆଦେଶକ୍ରମେ ପୌରାଧ୍ୟକ୍ଷlଙ୍କୁ ତତକ୍ଷଣାତ ବହିଷ୍କାର କରାଯାଇଛି।
!-->!-->!-->…
ଧାମରାରେ ଅବତରଣ କଲା ପ୍ରଥମ ବିମାନ
୧୨୦୦ ମିଟର ରନ୍ୱେରେ ଗଡ଼ିଲା
ଶିଳ୍ପ ବିକାଶରେ ସହାୟକ ହେବ
ଭଦ୍ରକ ଜିଲ୍ଲାର ଧାମରାରେ ଆଜି ପ୍ରଥମ ବିମାନ ଅବତରଣ କରିଛି। ଆଗାମୀ ଦିନରେ ଶିଳ୍ପ ବିକାଶରେ ଏହା ସହାୟକ ହେବ ବୋଲି କୁହାଯାଉଛି। ଜିଲ୍ଲାର ବାସୁଦେବପୁର ବ୍ଲକ୍ର ବାଲିମୁଣ୍ଡାଠାରେ ଏହି ବିମାନବନ୍ଦର ରହିଛି।
!-->!-->!-->!-->!-->!-->!-->!-->!-->!-->!-->…
ଖଦୀ ମହୋତ୍ସବ ଉଦଘାଟିତ
କଟକ ୨୯-୦୧-୨୦୨୫(ପିପିଏସ ) : ଗ୍ରାମୀଣ ଭାରତର ଅଭିବୃଦ୍ଧି ଦ୍ୱାରା ହିଁ ଦେଶର ଅଭିବୃଦ୍ଧି ସମ୍ଭବ । ଦେଶର କୋଟି କୋଟି ଗ୍ରାମୀଣ ଜନସାଧାରଣଙ୍କ ଜୀବନକୁ ଉନ୍ନତ କରିବା ତଥା ରୋଜଗାର ବୃଦ୍ଧି କରିବା ଦ୍ୱାରା ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟ ପୂରଣ କରାଯାଇପାରିବ । କେନ୍ଦ୍ର!-->!-->!-->…
ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ: ମୁଖ୍ୟମନ୍ତ୍ରୀ
ଶିକ୍ଷା ହେଉଛି ମହିଳା ସଶକ୍ତୀକରଣର ଚାବିକାଠି। ଆଗାମୀ ବର୍ଷଗୁଡ଼ିକରେ, ମହିଳାମାନଙ୍କୁ ଉଦ୍ୟୋଗୀ ସଫଳତା ପାଇଁ ଆବଶ୍ୟକ ଦକ୍ଷତା ଏବଂ ଜ୍ଞାନ ପ୍ରଦାନ ପାଇଁ ବିଶେଷ କାର୍ଯ୍ୟକ୍ରମ ଗ୍ରହଣ କରାଯିବ।
ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ!-->!-->!-->…
ଯୋବ୍ରା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ
କଟକ ୨୯-୦୧-୨୦୨୫(ପିପିଏସ ) : ଯୋବ୍ରା ହାଇସ୍କୁଲର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ମଧ୍ୟରେ ସକାଳ ୧୦ ଘଟିକା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଡକ୍ଟର ରାଜଶ୍ରୀ ସାହୁଙ୍କ ସଭାପତିତ୍ୱରେ ଉଦ୍ଘାଟକ ରୂପେ ଡାକ୍ତର ଉମେଶ ରାୟଙ୍କ ଦ୍ବାରା ଆରମ୍ଭ ହୋଇ ପୁରସ୍କାର ବିତରଣ କରାଯାଇଥିଲା। ଅପରାହ୍ନର!-->…
ଦ୍ଵିତୀୟ ଦିଶା କମିଟି ବୈଠକ ଅନୁଷ୍ଠିତ।
କଟକ ୨୮-୦୧-୨୦୨୫(ପିପିଏସ) : ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ଦ୍ଵିତୀୟ ବିକାଶ ସମନ୍ୱୟ ଏବଂ ତଦାରଖ କମିଟି (ଦିଶା ) କମିଟି ବୈଠକ ଆଜି ପୂର୍ବାହ୍ନରେ ଅଂଶୁପା ହ୍ରଦ ନିକଟସ୍ଥ ପୂର୍ତ୍ତ ବିଭାଗ ଅଧୀନସ୍ଥ ବଙ୍ଗଳା ପରିସରରେ ମାନ୍ୟବର ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
ବିକଶିତ ଭାରତରେ ଓଡ଼ିଶାର ଯୋଗଦାନ ଗୁରୁତ୍ବପୂର୍ଣ୍ଣ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା ପାଇଁ ଓଡ଼ିଶା ହେଉଛି ପ୍ରକୃଷ୍ଟ ସ୍ଥାନ। ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ!-->…
ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ : ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ନିବେଶ ପାଇଁ ଆହ୍ୱାନ ଦେଇ କହିଛନ୍ତି, ମୁଁ ସମସ୍ତଙ୍କୁ ସ୍ୱାଗତ କରୁଛି। ସମସ୍ତେ ଆସନ୍ତୁ ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ | ଏହା ପ୍ରକୃଷ୍ଟ ସମୟ |
ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ଉତ୍କର୍ଷ ଓଡ଼ିଶା ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->!-->!-->…
ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫
‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫’ରେ ସମ୍ବୋଧିକ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦ୍ଘାଟନ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।
ପୂର୍ବ ତୁଳନାରେ ୬ ଗୁଣା ଅଧିକ ଶିଳ୍ପପତି ସାମିଲ!-->!-->!-->!-->!-->!-->!-->…
ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ
ହାଇଦ୍ରାବାଦ୍କୁ ସ୍ଥାନାନ୍ତରିତ
ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ ଥିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରୁ ହାଇଦ୍ରାବାଦ୍ ସ୍ଥାନାନ୍ତରିତ କରାଯାଇଛି। ଶ୍ରୀ ହରିଚନ୍ଦନଙ୍କୁ!-->!-->!-->…