Browsing Category

ରାଜନୀତି

ବ୍ୟାଙ୍କ ଯିବାକୁ ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

‘ଏନ୍‌ପିସିଆଇଜନିତ ସମସ୍ୟା ଥିଲେ ବ୍ୟାଙ୍କ ଯାଆନ୍ତୁ ମହିଳା, ମିଳିଯିବ ସୁଭଦ୍ରା ଟଙ୍କା’ ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଏପର୍ଯ୍ୟନ୍ତ ସାମିଲ ହୋଇପାର ନଥିବା ମହିଳା ଆବେଦନକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଙ୍ଗଳବାର

ଦେଶର ଅଖଣ୍ଡତା ବଜାୟ ରଖିବା ସହ ସୁଶାସନ ଯୋଗାଇବା ଆମର ପରମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ସାଧାରଣତନ୍ତ୍ର ଦିବସ-୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ କଟକ,୨୭-୦୧-୨୦୨୫-(ପିପିଏସ) : ୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି । ପ୍ରତ୍ଯେକ ଓଡିଶାବାସୀ, ଦେଶ ତଥା ଦେଶ ବାହାରେ ରହୁଥିବା ପ୍ରତ୍ଯେକ ଭାରତୀୟଙ୍କୁ ଆଜିର ଦିନର ଅନେକ

ଗାନ୍ଧୀମାର୍ଗରେ ଉଡିଲା ତ୍ରିରଙ୍ଗା : ପତାକା ଉତ୍ତୋଳନ କଲେ ରାଜ୍ୟପାଳ,

ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଭୁବନେଶ୍ଵରରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏହି ଅବସରରେ ରାଜଧାନୀର ଗାନ୍ଧୀ ମାର୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିସହିତ ରାଜ୍ୟସ୍ତରୀୟ ପରେଡରେ ଅଭିବାଦନ

ଯୋଜନାବଦ୍ଧ ସହର ସଂଖ୍ୟା ୩୦ ପ୍ରତିଶତକୁ ବୃଦ୍ଧି କରିବାକୁ ଓଡିଶା ସରକାରଙ୍କ ଯୋଜନା: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

ବିକଶିତ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ଅନୁଯାୟୀ ଯୋଜନାବଦ୍ଧ ସହର ସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ଓଡ଼ିଶା ସରକାର ରଖିଛନ୍ତି। ଏସମ୍ପର୍କରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ବିକଶିତ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ

ଆଉ ୪ ଦିନ ‘ଇ-କେୱାଇସି’ ଅପଡେଟ୍ : ଯୋଗାଣ ମନ୍ତ୍ରୀ

ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ସରକାର ଦିନ ଧାର୍ଯ୍ୟ କରିଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଆଉ ୪ ଦିନ ପରେ

ମନୋଜ ଆହୁଜାଙ୍କୁ ଓଡ଼ିଶାର ମୁଖ୍ୟ ଆବାସିକ କମିସନର ଭାବେ ଅତିରିକ୍ତ ଦାୟିତ୍ବ

ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କୁ ନୂଆଦିଲ୍ଲୀରେ ଓଡ଼ିଶାର ମୁଖ୍ୟ ଆବାସିକ କମିସନରଙ୍କ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କୁ ଏହି ଅତିରିକ୍ତ ଦାୟିତ୍ୱରେ ରହିବାକୁ ଅନୁମତି ଦିଆଯାଇଛି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଓଡ଼ିଶାର

ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି

ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ ଭୁବନେଶ୍ବର: ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ

ମଧୁସୂଦନ ପାଢ଼ୀଙ୍କୁ ମୁଖ୍ୟ ନିର୍ବାଚନ କମିସନର ଦାୟିତ୍ବ

ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି ଭୁବନେଶ୍ୱର

ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଜାନୁଆରି

ରାଜ୍ୟବାସୀଙ୍କ କଲ୍ୟାଣ ଓ ବୃହତ୍ତର ସ୍ୱାର୍ଥ ପାଇଁ କାର୍ଯ୍ୟ କରିବି: ପ୍ରକାଶ ମିଶ୍ର

ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ରଙ୍କୁ ରାଜ୍ୟ ସରକାର ଆଜି ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଛନ୍ତି । ସେ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ସମସ୍ତ ସୁବିଧାସୁଯୋଗ ପାଇବେ ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ରଙ୍କୁ ରାଜ୍ୟ