Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଓଡ଼ିଶା ଶ୍ରେଷ୍ଠ ନିବେଶ କ୍ଷେତ୍ର :ମୁଖ୍ୟମନ୍ତ୍ରୀ
ଐତିହାସିକ ହେବ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫
ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ରେ ଜାନୁଆରି ୨୮-୨୯, ଦୁଇ ଦିନ ଧରି ଏହା କେବଳ ଡେଲିଗେଟ୍ମାନଙ୍କ ପାଇଁ ଖୋଲା ରହିବ। ୩୦ ତାରିଖ ଦିନ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲା ରଖାଯିବ।
ଭୁବନେଶ୍ୱର!-->!-->!-->!-->!-->…
ଯୁବତୀ ଚାଲାଣକୁ ନେଇ ହଂସିତା-ଅନୀଲଙ୍କୁ ପଚାରିବ ସ୍ପେଶାଲ କ୍ରାଇମ୍ ୟୁନିଟ୍
ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ | ଉଭୟଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ପୁଲିସ | ଯୁବତୀ ଚାଲାଣ ପ୍ରସଙ୍ଗରେ ଅଧିକ ଖୋଳତାଡ଼ ପାଇଁ ଆଣିବ ପୁଲିସ ଓ କମିଶନରେଟ ପୁଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ଜେରା କରିବ
ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ)!-->!-->!-->…
ପୁଣ୍ୟତୋୟା ଭାରତ ବର୍ଷ ୧୩ ତମ ବାର୍ଷିକ ଦିବସ ସମାରୋହରେ ସାଂସଦ ଭର୍ତ୍ତୃହରି ମହତାବ
କଟକ,୨୩-୦୧-୨୦୨୫(ପିପିଏସ) : ସାଂସଦଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରସ୍ତ
ପ୍ରସ୍ତାବିତ ବନ୍ଦର କୁ ବିସ୍ଥାପିତ ଙ୍କ ତୀବ୍ର ବିରୋଧ
: ସରିଲା ୩ୟ ପର୍ଯ୍ୟାୟ ଜନଶୁଣାଣି
: ଜୀବନ ଶେଷ ରକ୍ତବିନ୍ଦୁ ଯାଏଁ ଲଢ଼ିବୁ, ବନ୍ଦର ହେବ ନାହିଁ
: ଅସ୍ତରଙ୍ଗ ରେ ବନ୍ଦର ସ୍ବପ୍ନ ଭୁଲିଯାଅ ସରକାର
ଅସ୍ତରଙ୍ଗ/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ପୁରୀ ଜିଲ୍ଲା ଅସ୍ତରଙ୍ଗ ରେ ପ୍ରସ୍ତାବିତ ବନ୍ଦରକୁ ନେଇ ବିରୋଧ ସ୍ୱର!-->!-->!-->!-->!-->!-->!-->!-->!-->…
ଅଚଳ ହୋଇପଡିଛି ସୂର୍ଯ୍ୟମନ୍ଦିର ଲାଇଟ ଆଣ୍ଡ ସାଉଣ୍ଡ ସିଷ୍ଟମ। ପର୍ଯ୍ୟଟକ ନିରାଶ।
କୋଣାର୍କ/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ସରକାରଙ୍କ ରାଜକୋଷରୁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ପର୍ଯ୍ୟଟକଙ୍କ ନିମନ୍ତେ ସୂର୍ଯ୍ୟମନ୍ଦିରରେ ଲାଇଟ୍ ଆଣ୍ଡ ସାଉଣ୍ଡର ବ୍ୟବସ୍ଥା କରାଯାଇଥିଲା। ଏହି କାର୍ଯ୍ୟକର୍ମରେ କୋଣାର୍କ ସୂର୍ଯ୍ୟମନ୍ଦିର ନିର୍ମାଣ ଶୈଳକୁ ପ୍ରଦର୍ଶିତ କରି!-->…
ମଣ୍ଡିରୁ ଧାନ ଉଠାଇବାରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ!
ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି। ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର ୪ ଜଣ ଓ ପୁରୁଷୋତ୍ତମ ବ୍ଳକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି!-->…
‘ନେତାଜୀଙ୍କ ଦୃଷ୍ଟିକୋଣକୁ ନେଇ ସମୃଦ୍ଧ ଦେଶ ନିର୍ମାଣ ଉଦ୍ଦେଶ୍ୟରେ ବଢ଼ିବାକୁ ହେବ’
ନେତାଜୀ ଜୟନ୍ତୀ ଅବସରରେ କଟକରେ ଆୟୋଜିତ ‘ପରାକ୍ରମ ଉତ୍ସବ’ରେ ଯୋଗଦେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ୧୯୪୩ ମସିହା ଡିସେମ୍ବରରେ ଜାପାନ ସହାୟତାରେ ଆଣ୍ଡାମାନ ଓ ନିକୋବର ଦ୍ବୀପରେ ଆଜାଦ୍ ହିନ୍ଦ ଫୌଜର ପ୍ରଥମ ସରକାର ପ୍ରତିଷ୍ଠା କରିଥିଲେ।
କଟକ,୨୩-୦୧-୨୦୨୫(ପିପିଏସ!-->!-->!-->…
ଶ୍ରୀମନ୍ଦିରରେ ମୋବାଇଲ ବାରଣ ନେଇ ଲାଗିଲା ସୂଚନା ଫଳକ
ଚାରିଦ୍ବାରରେ ଜଗିବେ ୪ ସ୍ବତନ୍ତ୍ର ଟିମ୍
ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ଭାଇରାଲ୍ ଘଟଣା ପରେ ଶ୍ରୀମନ୍ଦିରରେ ମୋବାଇଲ୍ କଟକଣା ଉପରେ ସଚେତନତା ସୃଷ୍ଟି କରାଯାଇଛି। ଚାରିଦ୍ବାରରେ ସୂଚନା ଫଳକ ଓ ପୋଷ୍ଟର୍ ଲଗାଯାଇଛି। ମୋବାଇଲ୍ ଜଗିବାକୁ ଚାରିଦ୍ବାରରେ ୪ଟି ସ୍ବତନ୍ତ୍ର ଟିମ୍ ନିୟୋଜିତ!-->!-->!-->…
ରାଜ୍ୟ କ୍ୟାବିନେଟ୍ରେ ୧୦ ପ୍ରସ୍ତାବକୁ ଅନୁମୋଦନ
ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା
ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା!-->!-->!-->…