Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ "ପରବ ୨୦୨୪" ରେ ଯୋଗ ଦେବେ।
ମାଲକାନଗିରି/କୋରାପୁଟ/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) :!-->!-->!-->…
ପିଏମ୍ଟିରେ ଡ୍ରାଇଭର ପଦବିରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ମିଳିଲା ଆଶ୍ବସ୍ତି
କରୋନା ମହାମାରୀ କାରଣରୁ ପୁଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ପଦରେ ଗୋଟିଏ ଥର ପଇଁ ସର୍ବାଧିକ ବୟସ ସୀମା କୋହଳ ପାଇଁ ନିର୍ଦ୍ଦେଶ ଦିଆଯାଉଛି ବୋଲି ହାଇକୋର୍ଟ କହିଛନ୍ତି।
କଟକ,୧୭-୧୨-୨୦୨୪ (ପିପିଏସ ) : ପୁଲିସ ମୋଟର ଟ୍ରାନ୍ସପୋର୍ଟ(ପିଏମଟି)ରେ ଡ୍ରାଇଭର ପଦରେ ନିଯୁକ୍ତି ପାଇଁ!-->!-->!-->…
ମୌଳିକ ସମସ୍ୟାର ତ୍ବରିତ ସମାଧାନ କର: ମୁଖ୍ୟମନ୍ତ୍ରୀ
କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର
ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : କିଛି ଦିନର ବ୍ୟବଧାନ!-->!-->!-->…
ସାଇବର ସଚେତନତାମୂଳକ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ଠକେଇରୁ ରକ୍ଷା ପାଇବା ପାଇଁ କେଉଁ ଉପାୟ ଓ କୌଶଳ ଅବଲମ୍ବନ କରିବେ ସେ ନେଇ ଏହି ପୁସ୍ତିକାରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି।
ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ!-->!-->!-->…
କଡା ଆକ୍ସନ ନେଲେ ମୋହନ ସରକାର
ସଚିବ ପଦରୁ ହଟିଲେ ବିଷ୍ଣୁପଦ
ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ଓଏଏସ୍ଡି ଭାବେ ନିଯୁକ୍ତି ମିଳିଛି। ଶ୍ରୀ ସେଠୀଙ୍କୁ ବଦଳି ହୋଇଥିଲେ ବି ପ୍ରମୁଖ ସଚିବ!-->!-->!-->…
ବିଜେପିରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା
ବିଜେଡି ଛାଡ଼ି ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି ଆଜି ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି।
ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ବିଜେଡି ଛାଡ଼ି ଜୟପୁର ବ୍ଲକ!-->!-->!-->…
ରାଜଧାନୀରେ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ଗଣଧାରଣା
ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀମାନେ ଗଣଧାରଣା ଦେଇଛନ୍ତି । ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ଏକାଠି ହୋଇଛନ୍ତି । ସେମାନେ ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ଲାଗି ବି ଦାବି କରିଛନ୍ତି।
ଭୁବନେଶ୍ୱର!-->!-->!-->…
ନ୍ୟାୟ ପାଇଁ ଥାନାରେ ଧାରଣା
ସନ୍ଦେହ ଘେରରେ ପିସିଆର ଡ୍ରାଇଭର ମୃତ୍ୟୁ ଘଟଣା !
ପାରାଦୀପ,୧୬-୧୨-୨୦୨୪ (ପିପିଏସ) : ପାରାଦୀପ ଆଦର୍ଶ ଥାନାରେ ପିସିଆର୍ ଡ୍ରାଇଭର ଭାବେ କାର୍ଯ୍ୟ କରିଥିବା ସୁକେଶ ମଣ୍ଡଳଙ୍କ ମୃତ୍ୟୁକୁ ୫ ମାସ ପୁରି ଥିବା ଏବଂ ଏହା ଏକ ସୁପର କଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଥିବା ବେଳେ!-->!-->!-->!-->!-->…
ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ
ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ। ଏନେଇ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ। ଏହାଦ୍ୱାରା ଓଦା ଓ ପରିବା ବର୍ଜ୍ୟବସ୍ତୁର ପ୍ରକ୍ରିୟାକରଣରୁ ପ୍ରସ୍ତୁତ ହେବ ସିଏନଜି ଗ୍ୟାସ।
ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ।!-->!-->!-->…
ପୁଣି ଆରମ୍ଭ ହେଲା ଅଭିଯୋଗ ଶୁଣାଣି: ଲୋକଙ୍କ ମୁଖ୍ୟମନ୍ତ୍ରୀ ଶୁଣିଲେ ଅଭିଯୋଗ
ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଷଷ୍ଠ ପାଳି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ସବୁ ସମୟରେ ସାଧାରଣ ଲୋକଙ୍କୁ ଭେଟିବା, ସେମାନଙ୍କ ସୁଖଦୁଃଖ ଶୁଣିବା ସହିତ ସେମାନଙ୍କ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇ!-->…