Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ସୁରକ୍ଷା ମାଗିଲେ ୬ ବଡ଼ କମ୍ପାନି
ଆବଶ୍ୟକ ୧୦ ହଜାର ଫୋର୍ସ; ଖୋଲିବ ୪ ଓଆଇଏସ୍ଏଫ୍ ବାଟାଲିୟନ୍
କଟକ,୦୪-୦୧-୨୦୨୫ (ପିପିଏସ) : ଓଡ଼ିଶାରେ ୬ଟି ବଡ଼ କମ୍ପାନି ନିଜ ସଂସ୍ଥାର ସୁରକ୍ଷା ପାଇଁ ସରକାରଙ୍କ ନିକଟରେ ଆବେଦନ କରିଛନ୍ତି। ଏଥିପାଇଁ ପାଖାପାଖି ୧୦ ହଜାର ପୁଲିସ ଫୋର୍ସର ଆବଶ୍ୟକତା ରହିଛି। ଓଡ଼ିଶା ପୁଲିସ୍ର!-->!-->!-->…
୩ବର୍ଷ ପାଇଁ ଜାତୀୟ ଖୋ ଖୋ ଟିମ୍ର ପ୍ରାୟୋଜକ ହେବେ ଓଡ଼ିଶା ସରକାର
ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡ଼ିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଭୁବନେଶ୍ୱର!-->!-->!-->…
ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ
କଟକ ତା ୦୩-୦୧-୨୦୨୫(ପିପିଏସ) : ଜିଲ୍ଲା ପରିଷଦ ସଭାପତି କିଶୋର ଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଯୋଗଦେଇ ମାନ୍ୟବର ସାଂସଦ ଭର୍ତ୍ତୃହରି ମହତାବ ଜିଲ୍ଲାରେ ବିଭିନ୍ନ ଜନହିତକର!-->…
୮୦ ବର୍ଷରୁ ବୟସ ଅଧିକ ହୋଇଥିଲେ ବାର୍ଦ୍ଧକ୍ୟ ଭତ୍ତା ମିଳିବ ୩୫୦୦ ଟଙ୍କା
ରାଜ୍ୟ ସରକାର ପୁଣି ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟର ୮୦ ବର୍ଷ କିମ୍ବା ତାଠାରୁ ଅଧିକ ବୟସ୍କ ବୃଦ୍ଧ ଓ ବୃଦ୍ଧାଙ୍କୁ ମାସିକ ୩୫୦୦ ଟଙ୍କା ଭତ୍ତା ଦେବେ।
ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ରାଜ୍ୟ ସରକାର ପୁଣି ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ!-->!-->!-->…
ଶପଥ ଗ୍ରହଣ କଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି
ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଡକ୍ଟର ହରିବାବୁ କମ୍ଭମପତି ଆଜି ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ଅଭିଷେକ ହଲ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ୍ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ଭୁବନେଶ୍ୱର!-->!-->!-->…
ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା
ଫସଲ ବୀମା କରିନଥିବା ଚାଷୀଙ୍କୁ ମିଳିବ ୨୯୧.୫୯ କୋଟି ଟଙ୍କାର ସହାୟତା
ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଏଥିରେ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି!-->!-->!-->…
ବରଗଡରେ ମହାରାଜା କଂସଙ୍କ ରାଜୁତି ଆରମ୍ଭ
ବରଗଡ଼/ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି। ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ହାଟପଦାସ୍ଥିତ ରାଜଦରବାରରେ ଉଦ୍ଘାଟନ ହୋଇଛି। ଏଥି ସହିତ ୧୧ ଦିନ ଚାଲିବାକୁ ଥିବା ଧନୁଯାତ୍ରାରେ ମହାରାଜ!-->…
ରାଜ୍ୟ ବଜେଟ୍ ପାଇଁ ଜନସାଧାରଣ ଦେଇପାରିବେ ମତାମତ: ଅର୍ଥ ବିଭାଗ
ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡ଼ିଛି। କେଉଁ କ୍ଷେତ୍ର ପାଇଁ ବଜେଟ୍ କିଭଳି ହେବା ଦରକାର ସର୍ବସାଧାରଣ ମତାମତ ଦେଇପାରିବେ। ଏହି ମତାମତ ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ପଠାଇ ପାରିବେ।
ଭୁବନେଶ୍ୱର!-->!-->!-->…
ପୁରୀ ବିମାନବନ୍ଦରକୁ ଶୀଘ୍ର ମଞ୍ଜୁରି: ଆରମ୍ଭ ହେବ ଜମି ଅଧିଗ୍ରହଣ
ଖୁବ୍ଶୀଘ୍ର ପୂରଣ ହେବାକୁ ଯାଉଛି ଓଡ଼ିଶାର ନୂଆ ଅନ୍ତର୍ଜାତୀୟ ବିମାନବନ୍ଦର ସ୍ବପ୍ନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ର ପୁରୀରେ ତିଆରି ହେବାକୁ ଥିବା ବିମାନବନ୍ଦରକୁ ଖୁବ୍ଶୀଘ୍ର ନୀତିଗତ ମଞ୍ଜୁରି ମିଳିବ।
ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ଖୁବ୍ଶୀଘ୍ର ପୂରଣ ହେବାକୁ ଯାଉଛି!-->!-->!-->…
୩୮ ତମ ସ୍ୱଧୀନତାସଂଗ୍ରାମୀ ଦିବସ ମାହୋତ୍ସବ
'ସ୍ୱଧୀନତାସଂଗ୍ରାମକୁ ଦିଶା ଦେଖାଉଥିଲେ ମହତାବ '
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ବଢ଼ିଲା ସ୍ୱାଧୀନତା ସଂଗ୍ରାମୀଙ୍କ ମାସିକ ପେନସନ
ଜରୁରୀ ପରିସ୍ଥିତିରେ ମିସା ବନ୍ଦୀଙ୍କୁ ମାସିକ ୨୦ ହଜାର ଟଙ୍କା ଭତ୍ତା
ମା' ରମାଦେବୀଙ୍କ ୧୨୫ତମ ଜନ୍ମବାର୍ଷିକୀକୁ ସରକାର ପାଳିବେ
!-->!-->!-->!-->!-->!-->!-->!-->!-->!-->!-->!-->!-->!-->!-->!-->!-->…