Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବଦଳିଲେ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ଏହି ପଦବୀରେ କାର୍ଯ୍ୟ କରୁଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି। ଅରିନ୍ଦମ ହେଉଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର
ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ!-->!-->!-->…
ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍
ଓଡ଼ିଶାରେ ପ୍ରଥମ ଇଲେକ୍ଟ୍ରି ଡବଲ ଡେକର ବସ୍ ପହଞ୍ଚିଛି। ବସ୍ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରି ଡବଲ ଡେକର ଓଡ଼ିଶା ଅଭିମୁଖେ ବାହାରିଥିଲା। ଡିସେମ୍ବର ୨୮ ତାରିଖରେ ଦୁଇଟି ବସ୍!-->…
ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ୧୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର
ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ସ୍ୱାଧୀନତା ସଂଗ୍ରାମୀଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀମାନଙ୍କର ପେନସନକୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ!-->…
ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ, ଆସନ୍ତାକାଲି ନେବେ ଶପଥ
ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଛନ୍ତି
!-->!-->!-->…
ଗୋପ ବ୍ଲକରେ ଉପ ମୁଖ୍ୟମନ୍ତ୍ରୀ
୧୬ ହଜାର ୫୦ ହେକ୍ଟର ଧାନ ଫସଲ ନଷ୍ଟ
କ୍ଷତିଗ୍ରସ୍ତ ଚାଷୀଙ୍କ ପାଖରେ ପହଁଚିଲେ
ଗଜା ଧାନ ଦେଖିଲେ
ଖୁବ୍ ଶିଘ୍ର ସହାୟତା ଯୋଗାଇ ଦେଵାର ପ୍ରତିଶୃତି ଦେଲେ
ଗୋପ /ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଅଦିନିଆ ଲଘୁଚାପ ଵର୍ଷାରେ ଗୋପ ବ୍ଲକରେ ୧୬ ହଜାର ୫୦ ହେକ୍ଟର ଧାନ!-->!-->!-->!-->!-->!-->!-->!-->!-->!-->!-->…
ମଣ୍ଡିରେ ପଶି ନିଜର ଖରାପ ଧାନକୁ ପାର କରିବାକୁ ଦଲାଲଙ୍କ ଉଦ୍ୟମ
ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଜିଲ୍ଲାରେ ଏବେ ମଣ୍ଡି ଜୋରସୋରରେ ଚାଲୁ ରହିଥିବା ବେଳେ ଏଫଏକ୍ୟୁ ଧାନକୁ ନେଇ ଟଣାଓଟରା ମଧ୍ୟ ଚାଲିଛି। ଜିଲ୍ଲାରେ ଏବେ ଦଲାଲ ମାତିଛନ୍ତି। ଜିଲ୍ଲାରେ ୧୪ଟି ଲ୍ୟାମ୍ପସ ଏବଂ ଏସଏଚଜି ଅଧିନରେ ୬୫ଟି ମଣ୍ଡି ଚାଲୁଥିବା ବେଳେ ମଣ୍ଡି ଆରମ୍ଭ ହୋଇ!-->…
ମଧ୍ୟରାତ୍ରୀରେ ଶିମିଳିପାଳ ପହଞ୍ଚିବ ବାଘୁଣୀ ‘ଜୀନତ୍’
ବାରିପଦା/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ପରେ ବାଘୁଣୀ ଜୀନତ ଓଡ଼ିଶାମୁହାଁ ହୋଇଛି। ସେଠାରେ ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ଶିମିଳିପାଳ ଅଣାଯାଉଛି। ବନ ବିଭାଗ ପକ୍ଷରୁ!-->…
ତ୍ରିଦଣ୍ଡୀ ମଠରେ ବୋମାମାଡ଼ ମାମଲା: ବନ୍ଧା ହେଲେ ବାବା,
ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ତ୍ରିଦଣ୍ଡୀ ଗୌଡ଼ୀୟ ମଠରେ ହୋଇଥିବା ବୋମାମାଡ଼ ଓ ମୃତ୍ୟୁ ମାମଲା ଆଜି ନୂଆ ମୋଡ଼ ନେଇଛି। ଶ୍ରୀଲିଙ୍ଗରାଜ ଥାନା ପୁଲିସ ଏକ ହତ୍ୟା ମାମଲା ରୁଜୁ କରି ସମ୍ପୃକ୍ତ ମଠର ବାବା ଅକିଞ୍ଚନ ମହାରାଜଙ୍କୁ ଗିରଫ କରିଛି। ମୃତ ବାବାଙ୍କ ମୃତ୍ୟୁକାଳୀନ ଜମାନବନ୍ଦି!-->…
ଶ୍ରୀମନ୍ଦିରରେ ନୂଆବର୍ଷ: ରାତି ସାଢ଼େ ୧୦ଟା ସୁଦ୍ଧା ହେବ ପହୁଡ଼
ପୁରୀ/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ର ସମୟ ସରିସରି ଆସୁଛି। ଏହାର ସ୍ଥାନ ନେବାକୁ ଯାଉଛି ବର୍ଷ-୨୦୨୫। ଏଥି ପାଇଁ ସ୍କୁଲ ପିଲାଙ୍କ ଠାରୁ ନେଇ ଯୁବଗୋଷ୍ଠୀ ପର୍ଯ୍ୟନ୍ତ ସମସ୍ତେ ଉତ୍ସାହିତ ଅଛନ୍ତି। ଧାର୍ମିକସ୍ଥଳରେ ମଧ୍ୟରେ ବ୍ୟାପକ ପ୍ରସ୍ତୁତି କରାଯାଉଛି।!-->…
ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଲେ ରାଜ୍ୟ ସରକାର
କୋଭିଡ କଟକଣା ଉଠିଲା, କିନ୍ତୁ ନବୀନ ପଟ୍ଟନାୟକଙ୍କ ସରକାର ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଲେନି। ଏବେ ବିଜେପି ସରକାର ପ୍ରଥମ ଥର ଓଡ଼ିଶାରେ ଶାସନ କ୍ଷମତାକୁ ଆସିବା ପରେ ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇଛନ୍ତି।
!-->!-->!-->…