Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଓସିଏ ପଦ ଛାଡିଲେ ବବି ଦାସ
୪୫ ଦିନ ଭିତରେ ଓସିଏକୁ ମିଳିବ ନୂଆ ସଭାପତି: ସଂଜୟ ବେହେରା
କଟକ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ସଭାପତି ପଦ ଛାଡ଼ିଛନ୍ତି ପ୍ରଣବ ପ୍ରକାଶ ଦାସ (ବବି)। ଏନେଇ ଓସିଏ ସଂପାଦକ ସଂଜୟ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶ୍ରୀ ବେହେରା!-->!-->!-->…
ଅଙ୍ଗନବାଡି କେନ୍ଦ୍ର ଉପରେ ମହଙ୍ଗା ମାଡ଼
:-ଅପପୁଷ୍ଟି ମୁକାବିଲା ଯୋଜନା ବାଟବଣା
:-ଅଣ୍ଡା ଗୋଟାକୁ ୮ଟଙ୍କା, ମିଳୁଛି ୫ଟଙ୍କା, ଡାଲି ଦର ଛୁଇଁଲାଣି ଦୁଇ ଶତକ
ଅସ୍ତରଙ୍ଗ/ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଞ୍ଚଳରେ ଅଣ୍ଡା ଦର ହୁ ହୁ ହୋଇ ବଢ଼ି ଚାଲିବା ସହ ଡାଲି ଦର କ୍ରମାଗତ ଭାବେ!-->!-->!-->!-->!-->…
ବଢିବ ବ୍ଲକ ସଂଖ୍ୟା !
୭୫କିମି ଦୂରରେ ବସବାସ କରନ୍ତି ବୈପାରୀଗୁଡ଼ା ବ୍ଲକ୍ର ଏହି ଗାଁର ଲୋକେ
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଜନସାଧାରଣଙ୍କ ନିକଟରେ ସୁଶାସନ ବ୍ୟବସ୍ଥା ପହଞ୍ଚାଇବାକୁ ହେଲେ ସ୍ଥାନୀୟ ଶାସନ ବ୍ୟବସ୍ଥାକୁ ଅତି ସରଳ କରିବାକୁ ପଡ଼ିବ। ଘର ଠାରୁ କମ୍ ଦୂରତାରେ ପଞ୍ଚାୟତ ଓ ବ୍ଲକ!-->!-->!-->…
ଓଡ଼ିଶାର ପ୍ରତିଭାବାନ ଲୋକଙ୍କୁ ନେଇ ଜ୍ଞାନ ତିଆରି କରିବା: ଧର୍ମେନ୍ଦ୍ର
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଆଇଆଇଟି, ଭୁବନେଶ୍ୱରକୁ ଟିଚିଂ, ରିସର୍ଚ୍ଚ ଓ ଇନୋଭେସନର ପେଣ୍ଠସ୍ଥଳି କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ ରୁ ୭ ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହା ଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା!-->!-->!-->…
ବର୍ଷା କ୍ଷୟକ୍ଷତି ଆକଳନ କରିବେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ
ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଯୋଗୁଁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟ ସରକାର ଚାଷୀମାନଙ୍କୁ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିବେ ବୋଲି ଜଣାପଡ଼ିଛି।
ଭୁବନେଶ୍ୱର!-->!-->!-->…
ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ବର୍ଷାରେ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କ ପାଇଁ ରାଜ୍ୟ ସରକାର ଖୁସି ଖବର ଦେଇଛନ୍ତି। ଚାଷୀଙ୍କୁ କ୍ଷୟକ୍ଷତି ସହାୟତା ମିଳିବ ବୋଲି ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଅଦିନିଆ ବର୍ଷାରେ ହେକ୍ଟର!-->…
ଡକ୍ଟର ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥି
ରାଜ୍ୟର ସମସ୍ତ ସ୍ୱାଧୀନତା ସଂଗ୍ରାମୀ ଓ ସେମାନଙ୍କ ପରିବାର ସଦସ୍ୟ ଏହି ମହୋତ୍ସବରେ ଯୋଗ ଦେବା ପାଇଁ ସାଂସଦ ଶ୍ରୀ ମହତାବ ଅନୁରୋଧ କରିଛନ୍ତି
ଜାନୁଆରୀ ୨ରେ ସର୍ବଭାରତୀୟ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ
ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଯୋଗ ଦେବେ ମୁଖ୍ୟମନ୍ତ୍ରୀଙ୍କ!-->!-->!-->!-->!-->!-->!-->!-->!-->!-->…
ଦିଲ୍ଲୀରେ ରାଜଭାଷା ସମୀକ୍ଷା
ନୂଆଦିଲ୍ଲୀରେ ବିଭିନ୍ନ କେନ୍ଦ୍ରୀୟ ବିଭାଗର ରାଜଭାଷା ନିରୀକ୍ଷଣ କାର୍ଯ୍ୟକ୍ରମ ଅବସରରେ ସଂସଦୀୟ ରାଜଭାଷା କମିଟିର ଉପାଧ୍ଯକ୍ଷ ଶ୍ରୀ ଭର୍ତ୍ତୃହରି ମହତାବ ଏବଂ ଅନ୍ୟ ସଦସ୍ୟମାନେ
କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶାଗସ୍ତ ବାତିଲ୍
ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଥାନ୍ତେ। ହେଲେ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ଏନେଇ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା ସୂଚନା ଦେଇଛନ୍ତି। ତାଙ୍କ ସୂଚନା ମୁତାବକ!-->…
ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ପୁଣି ପଞ୍ଜିକରଣ: କୃଷ୍ଣଚନ୍ଦ୍ର ପାତ୍ର
ରାଜ୍ୟରେ ଅନେକ ନକଲି ଚାଷୀ ଥିବାରୁ ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଜିକରଣ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହାଫଳରେ ରାଜ୍ୟରେ ଥିବା ନକଲି ଚାଷୀଙ୍କୁ ଧରିହେବ ବୋଲି ସେ କହିଛନ୍ତି।
ଭୁବନେଶ୍ୱର ୨୭-୧୨-୨୦୨୪!-->!-->!-->…