Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଓଡ଼ିଶା ଆଇନ କମିସନ୍ ଗଠିତ, ଜଷ୍ଟିସ୍ ବିଶ୍ବନାଥ ରଥ ହେଲେ ଅଧ୍ୟକ୍ଷ
ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାର ଆଇନ୍ କମିସନ ଗଠନ କରିଛନ୍ତି। ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିସନ ଗଠନ କରାଯାଇଛି। ଓଡ଼ିଶା ଲ’ କମିସନରେ ଅଧ୍ୟକ୍ଷଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି।
ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରକାଶ ମିଶ୍ର ଓ ସୌର ଚନ୍ଦ୍ର!-->!-->!-->!-->!-->!-->…
ମନମୋହନଙ୍କୁ ମୋହନଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମକୁ ବିବୃତ୍ତି ଦେଇ!-->…
ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା
ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଇ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିବାକୁ ଥିବା ବେଳେ ରାଜ୍ୟ ସରକାର ତାହା ଆହୁରି ଏକ ବର୍ଷ ଯାଏ ବଢ଼ାଇଦେଇଛନ୍ତି। ଅର୍ଥାତ୍ ୨୦୨୫ ଡିସେମ୍ବର ୩୧ ଯାଏ!-->…
ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ପରଲୋକ।ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ସିଦଙ୍କ ସୂଚନା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଆଜି ଗୁରୁବାର ( ୨୬ ଅକ୍ଟୋବର)ରେ ଏହି ବରିଷ୍ଠ କଂଗ୍ରେସ ନେତାଙ୍କର!-->…
ବ୍ରହ୍ମପୁତ୍ରରେ ଡ୍ୟାମ୍ ନିର୍ମାଣ କରିବ ଚୀନ୍: ଭାରତ ବନ୍ୟାରେ ବୁଡ଼ିବା ଆଶଙ୍କା
ଭାରତ ତଥା ଅନ୍ୟ ପଡ଼ୋଶୀ ଦେଶର ବିରୋଧକୁ ଅଣଦେଖା କରି ଚୀନ୍ ବ୍ରହ୍ମପୁତ୍ର ନଦୀରେ ବିଶ୍ୱର ବୃହତ୍ତମ ଡ୍ୟାମ୍ ନିର୍ମାଣ କରିବାକୁ ଘୋଷଣା କରିଛନ୍ତି। ଚୀନ୍ ଏଥିପାଇଁ ୧୩୭ ବିଲିୟନ ଡଲାର ଖର୍ଚ୍ଚ କରିବାକୁ ଯାଉଛି। ଏହି ଡ୍ୟାମ୍ ଭାରତ ଏବଂ ବାଂଲାଦେଶ ପାଇଁ ଏକ ବଡ଼ ବିପଦ ହୋଇପାରେ ବୋଲି!-->…
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ, ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁବାର ବିଗିଡ଼ିଯିବା ପରେ ତାଙ୍କୁ ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଛି। ଘନିଷ୍ଠ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଶ୍ୱାସ ନେବାରେ କଷ୍ଟ ଅନୁଭବ!-->…
ନବୀନଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତାକୁ କଡ଼ା ଭାଷାରେ ସମାଲୋଚନା କରିଛି ବିଜେପି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ତାଙ୍କୁ କିଏ ଲେଖା ଧରାଇ ଦେଇଥିବ ଓ ସେ ଅଜାଣତରେ ପଢ଼ି ଦେଇଥିବେ। ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪!-->…
ବେଲାଇନ ହେଲେ ସରକାରଙ୍କ ପାଖରେ ବହୁତ ଅସ୍ତ୍ର ଅଛି: ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, କୃଷି ଓ କୃଷକଙ୍କ ବିକାଶ ପାଇଁ ସରକାର କାମ କରୁଛନ୍ତି। ଚାଷୀଙ୍କୁ ହଇରାଣ କଲେ କି ଟାଳଟୁଳ ନୀତି ଦେଖାଇଲେ ସରକାର କାର୍ଯ୍ୟାନୁଷ୍ଠାନ ନେବାକୁ ପଛାଇବେ ନାହିଁ। ଫସଲବୀମା ନିୟମ!-->…
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଡେସ୍କ୍, ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମହାପ୍ରଭୁ କାଳିଆ ସାଆନ୍ତଙ୍କ ଉଦ୍ଦେଶ୍ୟରେ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ ବର୍ଷ-୨୦୨୫ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ଉଭୟ ୱାଲ୍ ଏବଂ ଡେସ୍କ୍ ସୁଦୃଶ୍ୟ କ୍ୟାଲେଣ୍ଡର ପ୍ରକାଶ ପାଇଛିl କ୍ୟାଲେଣ୍ଡର!-->…
ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ରାଜ୍ଯରେ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଇ ଲୋକଙ୍କ ସରକାର କାର୍ଯ୍ୟ କରୁଛନ୍ତି। ପରୀକ୍ଷା ଏବଂ ନିଯୁକ୍ତି ପ୍ରକ୍ରିୟାକୁ ସ୍ବଚ୍ଛ କରିବା ହେଉ ବା ରାଜ୍ଯରେ ଜାତୀୟ ଶିକ୍ଷା!-->…