Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ମୋଦୀଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ
ନୂଆଦିଲ୍ଲୀ/ଭୁବନେଶ୍ୱର୨୨-୧୨-୨୦୨୪(ପିପିଏସ):
ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କୁଏତ ଗସ୍ତର ଶେଷ ଦିନରେ ତାଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍ କବୀରପ୍ରଦାନ କରାଯାଇଛି ।ରବିବାର କୁଏତର ବାୟାନ୍ ପ୍ୟାଲେସରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ !-->!-->!-->…
ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା ପାଇଁ ପ୍ରତିଶୃତି ଦେଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଓଡ଼ିଶାରେ ସାମ୍ବାଦିକମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କର ବି ଦାୟିତ୍ୱ ଅଛି। ଏହି ସାମ୍ବାଦିକ ବନ୍ଧୁମାନଙ୍କର ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ!-->…
ନୂଆବର୍ଷରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ :ଆଇନ୍ ମନ୍ତ୍ରୀ
ପୁରୀ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୦୨୫ ଜାନୁଆରି ୧ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି,!-->…
ଭୁଶୁଡ଼ିବା ସ୍ଥିତିରେ ସେନ୍ସସ୍ କଲୋନି କ୍ବାର୍ଟର୍ସ
ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୪ନମ୍ବର ୱାର୍ଡ ଅନ୍ତର୍ଗତ ସେନ୍ସସ୍ କଲୋନିରେ ଥିବା କ୍ବାର୍ଟର୍ସଗୁଡ଼ିକ ରକ୍ଷାଣାବେକ୍ଷଣ ଅଭାବରୁ ଭୁଶୁଡ଼ିପଡ଼ିବା ସ୍ଥିତିରେ ରହିଛି। ଅଧିକାଂଶ ବାହାର କାନ୍ଥରେ ଗଛ ଉଠି ବଡ଼ବଡ଼ ଫାଟ ସୃଷ୍ଟି କରିଛି। ଫଳରେ ଏହା ଭିତରେ ରହୁଥିବା ଲୋକେ ଅତଙ୍କିତ!-->…
ତାଗିଦା ପରେ ତତ୍ପରତା: ପଥ ଉତ୍ସବ ପ୍ରସ୍ତୁତି ଶେଷ
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ସରକାରଙ୍କ ତାଗିଦା ପରେ ଚେତିଛି ବିଏମ୍ସି। ଜାନୁଆରି ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବ୍ୟବହିତ ପୂର୍ବରୁ ବିଏମ୍ସି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ଆଜି ବିଏମ୍ସିରେ ଏ ନେଇ ସ୍ବତନ୍ତ୍ର!-->…
ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ କୁଏତ ଆସିବାକୁ ୪୦ ବର୍ଷ ଲାଗିଗଲା : ମୋଦୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : କୁଏତର କ୍ୟାନଭାସରେ ଭାରତୀୟତାର ରଙ୍ଗ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ସହରର ଶେଖ୍ ସାଦ୍ ଅଲ୍ ଅବଦୁଲ୍ଲା ଇନ୍ଡୋର ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ଆୟୋଜିତ କମ୍ୟୁନିଟି ଇଭେଣ୍ଟ 'ହାଲା ମୋଦୀ'ରେ ଭାରତୀୟମାନଙ୍କୁ!-->…
ଆଉରଙ୍ଗଜେବଙ୍କ ପରିବାର ଲୋକ ଏବେ ରିକ୍ସା ଚଳାଉଛନ୍ତି: ଯୋଗୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ଧାମର ଆଶ୍ରାଫି ଭବନ ଆଶ୍ରମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ସମାବେଶକୁ ସମ୍ବୋଧିତ କରି କହିଛନ୍ତି ଯେ ସନାତନ ଧର୍ମ!-->…
ଜାନୁଆରିରେ ୨୦ଲକ୍ଷଙ୍କୁ ସୁଭଦ୍ରା ଟଙ୍କା
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ’ସୁଭଦ୍ରା ଯୋଜନା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପାଇବା ପାଇଁ ଆବେଦନକାରୀମାନେ ଅପେକ୍ଷାରେ ଅଛନ୍ତି। ଅପେକ୍ଷାରତ ଅବେଦନକାରୀଙ୍କୁ କେବେ ଟଙ୍କା ମିଳିବ ସେନେଇ ଯଦିଓ ବିଦ୍ଧିବଦ୍ଧ ଭାବେ ତାରିଖ ଘୋଷଣା!-->…
ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ସମବାୟ ମନ୍ତ୍ରୀ
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ ପ୍ରଦୀପ!-->…
ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା
ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଭଦ୍ରକ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା ପାଇଁ ୪ ହଜାର ୩ ଶହ ୮୨ କୋଟି ଟଙ୍କା ବିନିଯୋଗ କରିବାକୁ ଇଣ୍ଡିଆନ୍ ଅଏଲ୍ ଅନୁମୋଦନ କରିଥିବା ହେତୁ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->!-->!-->…