Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା ଧାନ ମଣ୍ଡି ।
ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ
ମାଲକାନଗିରି/ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି । ଧାନ ମଣ୍ଡିକୁ ଉଦଘାଟନ କରିଛନ୍ତି ଉପ ମୁଖ୍ଯମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। ଚଳିତ ବର୍ଷ ମାଲକାନଗିରି ଜିଲ୍ଲାରୁ 9 ଲକ୍ଷ 24 ହଜାର!-->!-->!-->…
ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ୱେଲନେସ୍ ସେଂଟର: ସ୍ବାସ୍ଥ୍ୟମନ୍ତ୍ରୀ
ଆଗାମୀ ଦୁଇ ବର୍ଷରେ ପ୍ରତି ପଞ୍ଚାୟତରେ ଥିବ ହେଲ୍ଥ ଆଣ୍ଡ ୱେଲନେସ ସେଣ୍ଟର ଖୋଲାଯିବ। ନ୍ୟାସନାଲ ଡାଏଲିସିସ ମିସନ ଅଧୀନରେ ରାଜ୍ୟରେ ପିପିପି ମୋଡରେ ଡାଏଲିସିସ ସେଣ୍ଟର ଖୋଲାଯିବ।
ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ଆଗାମୀ ଦୁଇ ବର୍ଷରେ ପ୍ରତି ପଞ୍ଚାୟତରେ ଥିବ ହେଲ୍ଥ ଆଣ୍ଡ!-->!-->!-->…
ଥାନା ଖୋଜୁଛି ସ୍ଥାୟୀ ଠିକଣା
କଲ୍ୟାଣ ମଣ୍ଡପରେ ଚାଲିଛି ଲିଙ୍ଗରାଜ ଥାନା
ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ସମ୍ମୁଖରେ ଥିବା ଲିଙ୍ଗରାଜ ଥାନାକୁ ଏକାମ୍ର ପ୍ରକଳ୍ପ ପାଇଁ ଭାଙ୍ଗିଦେଲେ। ହେଲେ ନୂଆ ଥାନା ନିର୍ମାଣ ହେଲା ନାହିଁ। ସାଧାରଣ ଲୋକଙ୍କ କଲ୍ୟାଣ ପାଇଁ ହାଟସାହିରେ!-->!-->!-->…
ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର
ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର। ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର ୟୁପି ଏସ ସି ଦ୍ୱାରା ପରିଚାଳିତ ଭାରତୀୟ ପ୍ରସନିକ ସେବା ତଥା ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିଲେ ଅନିମେଶ!-->…
ଶପଥ ନେଲେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ୩୯ ମନ୍ତ୍ରୀ
ବିଜେପିରୁ ସର୍ବାଧିକ ୧୯, ଶିବସେନାରୁ ୧୧ ଏବଂ ଏନସିପିରୁ ୯ ମନ୍ତ୍ରୀ
ମୁମ୍ବାଇ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ମହାରାଷ୍ଟ୍ର କ୍ୟାବିନେଟର ମନ୍ତ୍ରିମଣ୍ଡଳ ରବିବାର ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଅଜିତ ପାଓ୍ବାରଙ୍କ!-->!-->!-->…
ଅସୁସ୍ଥ ଲାଲକୃଷ୍ଣ ଆଡଭାନୀ
ନୂଆଦିଲ୍ଲୀ /ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଶନିବାର ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବୟାସାଧିକ କାରଣରୁ ସେ ଅସୁସ୍ଥ ହୋଇପଡ଼ିଥିବା କୁହାଯାଉଛି। ଆଡଭାନୀଙ୍କୁ ଏବେ!-->…
‘ଗରିବୀ ହଟାଓ’ ଦେଶର ସବୁଠୁ ବଡ଼ ଜୁମଲା ଥିଲା : ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଗୋଟିଏ ଶବ୍ଦ ଆମ କଂଗ୍ରେସ କର୍ମୀମାନଙ୍କ ପାଇଁ ଅତ୍ୟନ୍ତ ପ୍ରିୟ ରହିଆସିଛି । ସେହି ଶବ୍ଦଟି ହେଉଛି ‘ଜୁମଲା’ । କିନ୍ତୁ ସମଗ୍ର ଦେଶ ଜାଣେ ଯେ ଯଦି ଦେଶରେ କୌଣସି ବଡ଼ ଜୁମଲା ଥିଲା, ତେବେ ତାହା ଥିଲା ଗରିବୀ ହଟାଓ।
ନୂଆଦିଲ୍ଲୀ/ଭୁବନେଶ୍ୱର!-->!-->!-->…
ପୁରୀ-କୋଣାର୍କ ବେଳାମାର୍ଗରେ ଆରମ୍ଭ ହେଲା ୬ଷ୍ଠ ଇକୋ ରିଟ୍ରିଟ
ଚଳିତବର୍ଷ ୬ଷ୍ଠ ଥର ପାଇଁ ପୁରୀ-କୋଣାର୍କ ବେଳାମାର୍ଗ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁଣି ଆୟୋଜିତ ହୋଇଛି ଇକୋ-ରି ଟ୍ରିଟ। ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ସବକୁ ଉଦ୍ଘାଟନ କରିଥିଲେ।
!-->!-->!-->…
ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ନବଜାତ ଶିଶୁକନ୍ୟା ଉଦ୍ଧାର
ପ୍ରବଳ ଶୀତରେ ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟାI କେହି ଶିଶୁକନ୍ୟାକୁ ଜନ୍ମ କରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ଗାଁ ନିକଟ ରାସ୍ତାକଡ଼ରେ ଶିଶୁକନ୍ୟାକୁ ମାଟିରେ ପୋତି ଚାଲି ଯାଇଥିଲେI
ବିନିକା/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) :!-->!-->!-->…
ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍
ନାବାଳିକାଙ୍କୁ ଅପହରଣ ମାମଲାରେ ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍। ମୁରିବାହାଲରୁ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଘନଶ୍ୟାମ ଭୋଇଙ୍କୁ ବଲାଙ୍ଗୀର ପୋକ୍ସୋ କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ଆବେଦନ ଖାରଜ ହୋଇଥିଲା। ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
!-->!-->!-->…