Browsing Category

ରାଜନୀତି

ବସୁନ୍ଧରା ଜମି ବିକ୍ରି ହୋଇ ପାରିବନି: ରାଜସ୍ବ ମନ୍ତ୍ରୀ

ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ୪ ଡେସିମିଲ ଜମି ଦିଆଯିବାର ବ୍ୟବସ୍ଥା ଅଛି। ସେ ଜମି ୧୦ ବର୍ଷ ପରେ ବିକ୍ରି କରିବାର ନିୟମ ଥିଲା। କିନ୍ତୁ ଏହାକୁ ଏଣିକି ବିକ୍ରି କରାଯାଇ ପାରିବ ନାହିଁ ବୋଲି ସରକାରୀସ୍ତରରେ ସଂଶୋଧନ କରାଯାଇଛି ଭୁବନେଶ୍ୱର

ସରକାରୀ ଚାକିରି ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଭିନ୍ନ ବିଭାଗରେ ନୂଆ କରି ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି କହିଛନ୍ତି, ସରକାରୀ ଚାକିରୀକୁ ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ। ସ୍ୱଛତା ସହ କାମ କରନ୍ତୁ ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) :

ମଶା ତେଲ ଲିଟର ପିଛା ୭୪୦ ଟଙ୍କାରେ କିଣି ଗିରଫ ହେଲେ ୪ ଜଣ

ଆଜି ଭିଜିଲାନ୍ସ ବିଭାଗ ଝାରସୁଗୁଡ଼ା ମ୍ୟୁନିସିପାଲଟିର ତତ୍କାଳୀନ ନିର୍ବାହୀ ଅଧିକାରୀ ମନୋଜ କୁମାର ତାଣ୍ଡିଙ୍କ ସମେତ ୪ ଜଣଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି। ଝାରସୁଗୁଡ଼ା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଝାରସୁଗୁଡ଼ା ମ୍ୟୁନିସିପାଲଟି ହୋଇଥିବା ମଶା ତେଲ ଦୁର୍ନୀତି

ସରକାରଙ୍କୁ ୬ ମାସ: ଦଲାଲଙ୍କ ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ସମୀକ୍ଷା ବେଳେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ

ଭାରତ ସେବାଶ୍ରମ ପକ୍ଷରୁ ଗୀତା ଜୟନ୍ତୀ ଉତ୍ସବ

ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ :ବିଶ୍ବଭୂଷଣ ହରିଚନ୍ଦନ |ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ | ସେ ଦୃଷ୍ଟିରୁ ଗୀତା ପଠନର ଆବଶ୍ୟକତା ରହିଛି |ଭାରତ ହିଂ ସମଗ୍ର ବିଶ୍ଵରେ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। କଳିଙ୍ଗ ଷ୍ଟାଡିୟମରେ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟନ କାର୍ଯ୍ୟକ୍ରମରେ ବ୍ୟାଡ଼ମିଣ୍ଟନ ଆସୋସିଏସନ ଅଫ ଇଣ୍ଡିଆର ସଭାପତି ଭାବରେ ହିମନ୍ତ ବିଶ୍ୱଶର୍ମା ଯୋଗଦେବେ ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ )

ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା

ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଭୁବନେଶ୍ବର ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି।ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌

ପାରାଦୀପରେ ଫସିଲେ ୭୮ ବାଂଲାଦେଶୀ ନାଗରିକ, ମାଛ ଧରିବାକୁ ଆସି ଅଟକ

ପାରାଦୀପ/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) :  ବିଗତ କିଛି ମାସ ହେଲା ଭାରତ-ବାଂଲାଦେଶର ସଂପର୍କରେ ମଧୁରତା ନାହିଁ। ବିଭିନ୍ନ କାରଣକୁ ନେଇ ଉଭୟ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ ଏଥିରେ ସୁଧାର ଆଣିବା ପାଇଁ ଉଦ୍ୟମ କରାଯାଉଛି। ଏହାରି ମଧ୍ୟରେ ଭାରତୀୟ ସମୁଦ୍ର ସୀମାରୁ ୨ଟି

ପୁନରୁଦ୍ଧାର ହେବ ଆସିକା ଚିନିକଳ

ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) :  ଆସିକା ଚିନିକଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ।  ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ସଦସ୍ୟ ଭାବେ

ରାଜ୍ୟସଭା ଉପନିର୍ବାଚନ: ଓଡ଼ିଶା ପାଇଁ ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ

ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ରାଜ୍ୟସଭା ଆସନ ସୁଜିତ କୁମାର ପୂରଣ କରିବେ। ପ୍ରାର୍ଥୀପତ୍ର ଦାଖଲ ପାଇଁ ଆଜି ସମୟ ଶେଷ ହେଲା ପରେ ଏହା ଜଣାପଡ଼ିଛି। ସୁଜିତ କୁମାରଙ୍କ ବିରୋଧରେ କୌଣସି ଦଳ ପ୍ରାର୍ଥୀପତ୍ର ଦାଖଲ କରି ନଥିବା ନେଇ ଓଡ଼ିଶା ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।