Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: କୋର୍ଟରେ ହାଜର ହେଲେ ସାଂସଦ
ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ମାମଲାର ବିଚାରଣା ଆରମ୍ଭ ହୋଇଛି। ଏଣୁ ଏହି ମାମଲାରେ ଅଭିଯୁକ୍ତ ଥିବା ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ କୋର୍ଟରେ ହାଜର ହୋଇଛନ୍ତି।
ବ୍ରହ୍ମପୁର/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ!-->!-->!-->…
୪୦୦ରୁ ଅଧିକ କଏଦୀଙ୍କ ସଜା କମ୍ ହେବ: ଜେଲ୍ ଡିିଜି
ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : କଏଦୀଙ୍କ ସଜା କୋହଳ ହେବ। ଜେଲ୍ ପ୍ରତିଷ୍ଠା ଦିବସ ଅବସରରେ ଦୃଷ୍ଟିକୁ ରଖି ଜେଲ୍ ବିଭାଗ ପକ୍ଷରୁ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି। ବିଭାଗୀୟ ଡିଜିଙ୍କ କ୍ଷମତା ବଳରେ ରାଜ୍ୟର ୮୭ ଜେଲ୍ରେ ଥିବା ୪୦୦ରୁ ଅଧିକ କଏଦୀଙ୍କ ସଜା କମ୍ ହେବାକୁ ଯାଉଛି।!-->…
ରତ୍ନଭଣ୍ଡାର ମରାମତି ବେଳେ ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା
ଆସନ୍ତା ୧୭ ତାରିଖ ଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ଏହି ମରାମତି କାମ ସରିବା ପର୍ଯ୍ୟନ୍ତ ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଅର୍ଥାତ ଅପରାହ୍ଣ ୧ଟା ପରେ ସନ୍ଧ୍ୟା ୫/୬ଟା ଯାଏଁ ଜାରି ରହିବ।
ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଚଳିତ ମାସ ୧୭ ତାରିଖ ଠାରୁ!-->!-->!-->…
ରାଜ୍ୟସଭା ଉପ ନିର୍ବାଚନ ପାଇଁ ୩ ରାଜ୍ୟରୁ ପ୍ରାର୍ଥୀ ଘୋଷଣା କଲା ବିଜେପି
ରାଜ୍ୟସଭା ଉପ ନିର୍ବାଚନ ପାଇଁ ୩ଟି ରାଜ୍ୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନିର୍ବାଚନ ସମିତି। ଆନ୍ଧ୍ରପ୍ରଦେଶ, ହରିଆଣା ଓ ଓଡ଼ିଶାର ଉପ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) :!-->!-->!-->…
ସଂଜୟ ମାଲହୋତ୍ରା ନୂଆ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର
ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ସେ ୧୧ ତାରିଖରେ ଦାୟିତ୍ବ ଗ୍ରହଣ କରିବେ ଓ ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ।
ନୂଆଦିଲ୍ଲୀ/ଭୁବନେଶ୍ୱର!-->!-->!-->…
ଚାକିରି ଯିବା ପରେ ମୋଦୀଙ୍କୁ ହତ୍ୟା ଧମକ ଦେବା ମହଙ୍ଗା ପଡ଼ିଲା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ଗିରଫ ଅଭିଯୁକ୍ତର ବୟସ ୩୬ ବର୍ଷ ଥିବା ବେଳେ ନାମ ତାର ମହମ୍ମଦ ବାଗ ମିର୍ଜା ବୋଲି ଜଣାପଡ଼ିଛି । ମହମ୍ମଦ ଅଜମେରର ଏକ ଘରୋଇ କମ୍ପାନିରେ କାମ କରୁଥିଲା।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : !-->!-->!-->…
ବଦଳି ନିର୍ଦ୍ଦେଶ ମାନୁନାହାନ୍ତି ଓଏଏସ୍ ଅଧିକାରୀ: ୧୦ ସୁଦ୍ଧା ଯୋଗ ନଦେଲେ ୧୧ରେ ନିଲମ୍ବନ
ରାଜ୍ୟ ସରକାର ଗତ ଅଗଷ୍ଟ ୧୭ରେ ୨୯ଜଣ ଓଏଏସ୍ ଅଧିକାରୀ ଏବଂ ଅକ୍ଟୋବର ୧୭ତାରିଖରେ ୧୧୮ଜଣ ଓଏଏସ୍ ଅଧିକାରୀଙ୍କର ବଦଳି କରିଥିଲେ। ହେଲେ ଏଥିରୁ ଅଧିକାଂଶ ଓଏଏସ୍ ଅଧିକାରୀ ଏବେ ସୁଦ୍ଧା ନୂଆ ଦାୟିତ୍ବ ସମ୍ଭାଳୁନାହାନ୍ତି।
ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ରାଜ୍ୟ ସରକାର ଗତ ଅଗଷ୍ଟ!-->!-->!-->…
ଭଦ୍ରକରେ ଖୁବ ଶୀଘ୍ର ମେଡିକାଲ କଲେଜ:ସ୍ୱାସ୍ଥ୍ୟ ମନ୍ତ୍ରୀ
୫୦୦୦ ଡାକ୍ତର ଓ ୩୦୦୦ ପାରା ମେଡିକାଲ ଷ୍ଟାଫଙ୍କୁ ନିଯୁକ୍ତି ଦେବେ ସରକାର
ଭଦ୍ରକ/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ଭଦ୍ରକ ଜିଲ୍ଲାରେ ଖୁବ ଶୀଘ୍ର ମେଡିକାଲ କଲେଜ ଖୋଲିବ ବୋଲି ଆଜି ଗୃହରେ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ।ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->!-->!-->…
ନାମାଙ୍କନ ଭରିଲେ ସୁଜିତ
ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ।
ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ରାଜ୍ୟସଭା!-->!-->!-->…
ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର ଦାଖଲ କରିବେ ବିଜେପିର ସୁଜିତ କୁମାର
ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିବେ। ସୁଜିତଙ୍କର କାର୍ଯ୍ୟକାଳ ଏପ୍ରିଲ ୨, ୨୦୨୬ରେ ଶେଷ ହେବାକୁ ଥିବାବେଳେ ସେ ଗତ ସେପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ।
ଭୁବନେଶ୍ୱର!-->!-->!-->…