Browsing Category

ରାଜନୀତି

ରାଜ୍ୟରେ ମଦ ବିକ୍ରି ସହିତ ବଢୁଛି ଅବକାରୀ ରାଜସ୍ବ: ଅବକାରୀ ମନ୍ତ୍ରୀ

ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ

ଆଇପିଏସ୍‌ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ

ଆଇପିଏସ୍‌ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ସେ ଇଣ୍ଡୋ ତିବ୍ବତିଆନ ବର୍ଡର(ଆଇଟିବିଏମ)ର ଆଇଜି ଭାବେ ଯୋଗଦେବେ। ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ଆଇପିଏସ୍‌ ଆଶିଷ କୁମାର ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବେ ।

ନିମ୍ନମାନ ଛତୁଆ ପ୍ରସଙ୍ଗ: ୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ ନୋଟିସ

ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଯୋଗାଣ କରୁଥିବା ଗ୍ରୁପଗୁଡ଼ିକୁ ନୋଟିସ ଜାରି

ଗୃହରେ ସିଏଜି ରିପୋର୍ଟ ଉପସ୍ଥାପିତ

ଶୀତକାଳନୀ ଅଧିବେଶନରେ ଶନିବାର ଅପରାହ୍‌ଣରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଯାଇଛି। ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। କଂ‌ଗ୍ରେସର ବିଧାୟକମାନେ ଅଦାନୀ ପ୍ରସଙ୍ଗରେ ନିଜ ଆସନରେ ଠିଆହୋଇ ପୋଷ୍ଟର ଦେଖାଇ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ବର:

୧୩ ଶିଳ୍ପ କମ୍ପାନି ପୂର୍ବ ସରକାରରେ ଏମଓୟୁ କରି ଓହରି ଯାଇଛନ୍ତି: ଶିଳ୍ପମନ୍ତ୍ରୀ

ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) :

ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର ପ୍ରଦାନ

୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି କେନ୍ଦ୍ରୀୟ ବିଦ୍ୟାଳୟ ଯୋଜନା ଅଧୀନରେ ୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ଏବଂ ବର୍ତ୍ତମାନର କେଭି ଶିବମୋଗାର

ଜନ୍ମମାଟିରେ ମହିଳାଙ୍କ ସହ ନାଚିଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭାବପ୍ରବଣ ହୋଇ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ନିଜ ଜନ୍ମସ୍ଥାନ ଉପରବେଡା ଗ୍ରାମ ପରିଦର୍ଶନ କରିବା ସମୟରେ ମହିଳାଙ୍କ ସହ ନାଚିଛନ୍ତି। ମହିଳାଙ୍କ ପାରମ୍ପରିକ ସାନ୍ତାଳୀ ନୃତ୍ୟ ଦେଖି ସେ ନିଜକୁ ରୋକି ପାରି ନ ଥିଲେ ବାରିପଦା/ଭୁବନେଶ୍ୱର

ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଡକ୍ଟର ବି ଆର୍ ଆମ୍ବେଦକରଙ୍କ ୬୮ତମ ଶ୍ରାଦ୍ଧ ଦିବସ ଅବସରରେ ସେ ଆଜି ସକାଳେ ରାଜଧାନୀର ଏଜି ଛକରେ ଥିବା ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ

ଏଏସଓ ଚାକିରି ବିକ୍ରି କରିଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ

ବିଧାନସଭାରେ ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ବିଧାନସଭାରେ ଆଗତ ହୋଇଛି । ଏହି ବିଲକୁ ବିଧାନସଭାରେ ଆଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରଙ୍କ ଦୋଷତ୍ରୁଟି ଉଲ୍ଲେଖ କରିଛନ୍ତି। ପୂର୍ବ ସରକାରଙ୍କ ଅମଳରେ ଏଏସଓ ଚାକିରି ୨୫-୩୦ ଲକ୍ଷ ଟଙ୍କାରେ ବିକ୍ରି ହେଉଥିଲା ଭୁବନେଶ୍ୱର