Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ସିବିଆଇ କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଲେ ଆଇଏଏସ୍ ଅଧିକାରୀଙ୍କ ଡ୍ରାଇଭର
ଜିଜିଏମ୍ ଏକ ଠିକା ସଂସ୍ଥାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଶନିବାର ଦିନ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭର ନୃସିଂହ ଶତପଥୀଙ୍କୁ ପଚରାଉଚରା କରିଛି।
ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ବ୍ରିଜ୍ ଆଣ୍ଡ୍!-->!-->!-->…
ଅଭିଯୋଗ ଶୁଣିଲେ ମୋହନ, ଲୋକଙ୍କ ଦାବି କରିବେ ସମାଧାନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଲକାନଗିରି ଠାରେ ଅନୁଷ୍ଠିତ ଲୋକ ମହୋତ୍ସବ ‘ମାଲ୍ୟବନ୍ତ’ରେ ଯୋଗଦେବା ଅବସରରେ ୫୦ରୁ ଊର୍ଦ୍ଧ୍ବ ଅଭିଯୋଗକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ଶତାଧିକ ସମର୍ଥକମାନେ ମଧ୍ୟ ଉପସ୍ଥିତ ଥିଲେ।
ମାଲକାନଗିରି/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ!-->!-->!-->…
ମାଲକାନଗିରିର ବିକାଶକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ମାଲକାନଗିରିରେ ଏକ ମେଗା ସିମେଣ୍ଟ କାରଖାନା ନିର୍ମାଣ ହେବ। ଏହି ପ୍ରକଳ୍ପରେ ୪୦୦୦ କୋଟି ଟଙ୍କାର ପୁଂଜି ନିବେଶ ହେବ। ଏହି କାରଖାନା ପ୍ରତିଷ୍ଠା ହେବା ଦ୍ବାରା ୨୦୦୦ ସ୍ଥାନୀୟ ଯୁବକଯୁବତୀଙ୍କୁ ନିଯୁକ୍ତି ମିଳିବ।
ମାଲକାନଗିରି/ଭୁବନେଶ୍ୱର!-->!-->!-->…
ରେଳ ଷ୍ଟେସନ୍ରେ ଶୁଖିଲା ମହାପ୍ରସାଦ ବିକ୍ରି ପ୍ରସଙ୍ଗ
ସାଂସଦଙ୍କ ପ୍ରସ୍ତାବକୁ ସେବାୟତଙ୍କ ବିରୋଧ
ଓଡ଼ିଶାର ପ୍ରମୁଖ ରେଳ ଷ୍ଟେସନ୍ରେ ମହାପ୍ରଭୁଙ୍କ ଶୁଖିଲା ମହାପ୍ରସାଦ ବିକ୍ରି ପାଇଁ ଗତକାଲି ସଂସଦରେ ପ୍ରସ୍ତାବ ରଖିଥିଲେ ପୁରୀ ସାଂସଦ ସମ୍ବିତ ପାତ୍ର। ଏହାକୁ ବିରୋଧ କରିଛନ୍ତି ସେବାୟତ। ଶ୍ରୀଜଗନ୍ନାଥ ଭକ୍ତ ପରିଷଦ ବି ସାଂସଦଙ୍କ ଏହି!-->!-->!-->…
ଓଡିଶା ମାଷ୍ଟର୍ସ ସେମିଫାଇନାଲ ରେ ପହଁଚିଲେ ତାନଭି ଶର୍ମା ଶ୍ରୀୟାନସି ଭାଲିସେଟ୍ଟୀ
ପୁରୁଷ ସେମି ରେ ସତୀଶ କୁମାର, ଥରୁନ ମାନନେପାଲି..
କଟକ ,୧୩-୧୨-୨୦୨୪(ପିପିଏସ ) : ଜବାହରଲାଲ ଇଣ୍ଡୋର ଷ୍ଟେଡ଼ିଅମ ଚାଲିଥିବା ବି.ଡବଲୁ. ଏଫ ଟୁର ସୁପର 100 'ଓଡିଶା ମାଷ୍ଟର୍ସ ' ତୃତୀୟ ସଂସ୍କରଣ ର କ୍ୱାର୍ଟର ଫାଇନାଲ ରାଉଣ୍ଡ ସମାପ୍ତ ହୋଇ ସେମି ଫାଇନାଲ ରାଉଣ୍ଡ ଚୂଡାନ୍ତ ହୋଇଯାଇଅଛି!-->!-->!-->…
ବସୁନ୍ଧରା ଜମି ବିକ୍ରି ହୋଇ ପାରିବନି: ରାଜସ୍ବ ମନ୍ତ୍ରୀ
ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ୪ ଡେସିମିଲ ଜମି ଦିଆଯିବାର ବ୍ୟବସ୍ଥା ଅଛି। ସେ ଜମି ୧୦ ବର୍ଷ ପରେ ବିକ୍ରି କରିବାର ନିୟମ ଥିଲା। କିନ୍ତୁ ଏହାକୁ ଏଣିକି ବିକ୍ରି କରାଯାଇ ପାରିବ ନାହିଁ ବୋଲି ସରକାରୀସ୍ତରରେ ସଂଶୋଧନ କରାଯାଇଛି
ଭୁବନେଶ୍ୱର!-->!-->!-->…
ସରକାରୀ ଚାକିରି ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଭିନ୍ନ ବିଭାଗରେ ନୂଆ କରି ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି କହିଛନ୍ତି, ସରକାରୀ ଚାକିରୀକୁ ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ। ସ୍ୱଛତା ସହ କାମ କରନ୍ତୁ
ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) :!-->!-->!-->…
ମଶା ତେଲ ଲିଟର ପିଛା ୭୪୦ ଟଙ୍କାରେ କିଣି ଗିରଫ ହେଲେ ୪ ଜଣ
ଆଜି ଭିଜିଲାନ୍ସ ବିଭାଗ ଝାରସୁଗୁଡ଼ା ମ୍ୟୁନିସିପାଲଟିର ତତ୍କାଳୀନ ନିର୍ବାହୀ ଅଧିକାରୀ ମନୋଜ କୁମାର ତାଣ୍ଡିଙ୍କ ସମେତ ୪ ଜଣଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି।
ଝାରସୁଗୁଡ଼ା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଝାରସୁଗୁଡ଼ା ମ୍ୟୁନିସିପାଲଟି ହୋଇଥିବା ମଶା ତେଲ ଦୁର୍ନୀତି!-->!-->!-->…
ସରକାରଙ୍କୁ ୬ ମାସ: ଦଲାଲଙ୍କ ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ସମୀକ୍ଷା ବେଳେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ!-->…
ଭାରତ ସେବାଶ୍ରମ ପକ୍ଷରୁ ଗୀତା ଜୟନ୍ତୀ ଉତ୍ସବ
ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ :ବିଶ୍ବଭୂଷଣ ହରିଚନ୍ଦନ |ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ | ସେ ଦୃଷ୍ଟିରୁ ଗୀତା ପଠନର ଆବଶ୍ୟକତା ରହିଛି |ଭାରତ ହିଂ ସମଗ୍ର ବିଶ୍ଵରେ!-->…