Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ: ୧୨ଟା ୨୫ ମିନିଟ୍ ଯାଏ ଗୃହ ମୁଲତବୀ ଘୋଷଣା
ଏକାଧିକ ପ୍ରସଙ୍ଗ ନେଇ ଆଜି ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଅନାହର ପ୍ରସଙ୍ଗରେ କଂଗ୍ରେସ ସଦସ୍ୟମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଇସ୍ତଫା ଦାବି କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ୨୫ ମିନିଟ୍ ଯାଏ ମୁଲତବୀ ଘୋଷଣା କରିଛନ୍ତି।
!-->!-->!-->…
ଆର୍ବିଆଇ ଗଭର୍ଣ୍ଣର ଅସୁସ୍ଥ
ଚେନ୍ନାଇ/ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଚେନ୍ନାଇର ଆପୋଲ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ଆର୍ବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସ ଏସିଡିଟି ଅନୁଭବ କରିବା ପରେ ତାଙ୍କୁ!-->…
ଆଇଏଏସ୍ ସ୍ତରରେ ଅଦଳବଦଳ: ଯାମିନୀ ହେଲେ ଜିଏସ୍ଟି କମିସନର୍, ସୁଧାଂଶୁ ଓଏମ୍ସି ଏମ୍ଡି
ରାଜ୍ୟ ସରକାର ଆଇଏଏସ୍ ଅଧିକାରୀ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଚିତ୍ରା ଅରୁମୁଗମ୍ଙ୍କୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ସଚିବ ଭାବେ ବଦଳି ହୋଇଛି।
ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ରାଜ୍ୟ ସରକାର ଆଇଏଏସ୍!-->!-->!-->…
ଟାଟରାଇ ଗାଁର ଦୁଃଖ: ୩ କିମି ଦୂରରେ ରହିଛି ସ୍କୁଲ, ଅଙ୍ଗନବାଡ଼ି
ମାଲକାନଗିରି/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲାର ବହୁ ଗ୍ରାମ ଆଜି ବି ଅବହେଳିତ ହୋଇ ରହିଛି। ଗୋଟିଏ ପଟେ ନକ୍ସଲ ଗାଁଗୁଡିକର ବିକାଶ ହେବାକୁ ଦେଇନଥିବା ବେଳେ ଅନ୍ୟ ପଟେ ପ୍ରଶାସନ ଏବଂ ସରକାର ଗାଁରେ ମୌଳିକ ସୁବିଧା ପହଞ୍ଚାଇବାରେ ବିଫଳ ହୋଇଛି।ନକ୍ସଲ ଜିଲ୍ଲାକୁ ୨୦!-->…
କଟକରୁ ନାବାଳିକା ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣା, ସଜାଗ ପୁଲିସ
କଟକ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକା ଓ ଯୁବତୀଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାକୁ ନେଇ କମିସନରେଟ୍ ପୁଲିସ ସଜାଗ ଅଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର। ଏଣେ କଟକ ଡିସିପି ଜଗମୋହନ ମୀନା କହିଛନ୍ତି ଯେ!-->…
୨ରୁ ୩ ମାସ ମଧ୍ୟରେ ଗଠନ ହେବ ଉତ୍ତର ଓଡ଼ିଶା ବିକାଶ ପରିଷଦ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର କହିଛନ୍ତି ଓଡ଼ିଶା ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ହେବ। ଆଉ ୨ରୁ ୩ ମାସ ମଧ୍ୟରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ହେବ। ଏଥିପାଇଁ ସ୍ୱତନ୍ତ୍ର ଟାକ୍ସଫୋର୍ସ ଗଠନ ହୋଇ କାମ ଆରମ୍ଭ ହୋଇଛି।
ସୁନ୍ଦରଗଡ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) :!-->!-->!-->…
ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା
ସୁନ୍ଦରଗଡ଼/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ସମାବେଶସ୍ଥଳକୁ ପହଞ୍ଚି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି।!-->…
ସରିଲା କଟକ ବାଲିଯାତ୍ରା: ଶେଷ ଦିନରେ ୧୩ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ
କଟକ,୨୪-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରା ଉତ୍ସବ ଶେଷ ହୋଇଛି। ଶେଷ ଦିନରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ପ୍ରାୟ ୧୩ ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ପଡ଼ିଆ ବୁଲିଥିବା ପୁଲିସ-ପ୍ରଶାସନ ପକ୍ଷରୁ ଆକଳନ କରାଯାଉଛି। ଭିଡ଼ ଏଭଳି ଅସମ୍ଭାଳ ହୋଇଥିଲା ଯେ ରାଜପଥରୁ!-->!-->!-->…
ଘୋର ଅବବ୍ୟସ୍ଥାରେ ଏକ ନମ୍ୱର ହାଟ
ରାଜଧାନୀର ସବୁଠାରୁ ଜନବହୁଳ ହାଟ କହିଲେ ୟୁନିଟ୍-୧ ହାଟକୁ ବୁଝାଏ। ଏ ହାଟରେ ଯାବତୀୟ ଜିନିଷ ଶସ୍ତାରେ ମିଳୁଥିବାରୁ ପ୍ରତିଦିନ ହଜାର ହଜାର ଗ୍ରାହକଙ୍କର ସମାଗମ ହୋଇଥାଏ। ସହର ସହ ଉପକଣ୍ଠ ଓ ଆଖପାଖ ଜିଲ୍ଲାର ଗ୍ରାହକମାନେ ଏଠାରୁ ନିୟମିତ କିଣାକିଣି କରନ୍ତି।
ଭୁବନେଶ୍ୱର ୨୪-୧୧-୨୦୨୪!-->!-->!-->…
ଓଡ଼ିଶାକୁ ମୁଁ ପୂର୍ବ ଭାରତରେ ବିକାଶର ଇଞ୍ଜିନ ଭାବେ ଦେଖୁଛି: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଓଡ଼ିଆ ସଂସ୍କୃତିର ମହାକୁମ୍ଭ ଓଡ଼ିଶା ପର୍ବ-୨୦୨୫ରେ ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି ଗଂଗାଧର ମେହରଙ୍କ ଶତବାର୍ଷିକୀ ଉତ୍ସବ ଅବସରରେ ଶୁଭେଚ୍ଛା ଜଣାଉଛି। ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ, ଓଡ଼ିଆ ଭାଗବତର ରଚୟିତା!-->…