Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିଜେଡିକୁ ଶକ୍ତଧକ୍କା: ବିଜେପି ହାତକୁ ଗଲା ସଦର ବ୍ଲକ୍
ଢେଙ୍କାନାଳ ସଦର ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଅନାସ୍ଥା ବୈଠକ ଆଜି ସଦର ବ୍ଲକ୍ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷା ଶ୍ରୀମତି ନାୟକଙ୍କ ସପକ୍ଷରେ ମାତ୍ର ୧୭ଟି ଭୋଟ୍ ଯାଇଥିବା ବେଳେ ୪୪ଟି ଭୋଟ ତାଙ୍କ ବିପକ୍ଷରେ ଯାଇଥିଲା।
ଢେଙ୍କାନାଳ/ଭୁବନେଶ୍ୱର!-->!-->!-->…
ମହାପ୍ରଭୁଙ୍କ ଜମି ବେଆଇନ୍ ଜବରଦଖଲ କରି ହସ୍ତାନ୍ତର ଉଦ୍ୟମ, ଥାନାରେ ଏତଲା
ପୁରୀ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ବିଶ୍ବ ନିୟନ୍ତାଙ୍କୁ ମଧ୍ୟ ଆମ ସମାଜର କିଛି ଲୋକ ଖାତିର କରୁ ନାହାନ୍ତି। ଯାହାଙ୍କ ନିର୍ଦ୍ଦେଶରେ ଏହି ଦୁନିଆ ପରିଚାଳିତ ହେଉଛି, ସେହି କାଳିଆ ଠାକୁରଙ୍କ ସଂପତ୍ତି ଉପରେ ମଧ୍ୟ ଖଳ ଲୋକମାନେ ନଜର ପକାଉଛନ୍ତି। ଏଭଳି ଏକ ଅଭିଯୋଗ ଆସିଛି। ମହାପ୍ରଭୁ!-->…
ସେଣ୍ଟ ଜୋନ ଆମ୍ବୁଲାନ୍ସ ସେବା ଲୋଗୋ ଉନ୍ମୋଚନ
କଟକ,୧୬-୧୧-୨୦୨୪(ପିପିଏସ) : ସେଣ୍ଟ ଜୋନ ଆମ୍ବୁଲାନ୍ସ ର ଐତିହାସିକ ବାଲିଯାତ୍ରା ପାଇଁ ୩୨ ତମ ରାଜ୍ୟ ସ୍ତରୀୟ ସେବା କ୍ୟାମ୍ପର ଲୋଗୋ ସମ୍ମାନୀୟ ସାଂସଦ ରତ୍ନ ଶ୍ରୀଯୁକ୍ତ ଭର୍ତୁହରି ମହତାବଙ୍କ କର କମଳରେ ଉନ୍ମୋଚିତ ହୋଇଛି । ଜୀବନ ରକ୍ଷାକାରୀ ଆମୁଲାନ୍ସ ଓ ପ୍ରାଥମିକ ଚିକିତ୍ସା ସେବା!-->!-->!-->…
ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି ଭାରତ: ଭର୍ତ୍ତୃହରି ମହତାବ
ଭାରତ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି। ଭାରତକୁ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଓ ବିଶ୍ୱର ପ୍ରମୁଖ ସମୃଦ୍ଧଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳିବା ପାଇଁ ସରକାର ଉଦ୍ୟମ କରୁଛନ୍ତି।
ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ଭାରତ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି। ଭାରତକୁ ୨୦୪୭!-->!-->!-->…
ରୁପା ଆଚ୍ଛାଦିତ ହେବ ପତିତପାବନଙ୍କ ମନ୍ଦିର ଓ ସିଂହଦ୍ବାର ଜମଶିଳା
ଶ୍ରୀମନ୍ଦିର ସିଂହଦ୍ବାର ଜମଶିଳା ଓ ପତିତପାବନଙ୍କ ମନ୍ଦିର ସଂପୂର୍ଣ୍ଣ ରୁପା ଆଚ୍ଛାଦିତ କରାଯିବ। ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ ହେବ। ଇଂରାଜୀ ନବବର୍ଷରେ ଶ୍ରୀମନ୍ଦିର ଓ ପତିତପାବନଙ୍କ ମନ୍ଦିରର ଏହି ନୂଆରୂପ ଭକ୍ତମାନେ ଦେଖିପାରିବେ।
ପୁରୀ,ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) :!-->!-->!-->…
ନୀଳମାଧବ ବସ୍ତି ଉଚ୍ଛେଦ ଓ ଥଇଥାନ: ରାସ୍ତାରେ ବିଜେପି-ବିଜେଡି ମୁହାଁମୁହିଁ
ନୀଳମାଧବ ବସ୍ତି ଉଚ୍ଛେଦ ଓ ଥଇଥାନକୁ ନେଇ ଆଜି ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଛନ୍ତି। ବିଏମ୍ସିର ୧୩ ନମ୍ବର ୱାର୍ଡ ଧୀନରେ ଆସୁଥିବା ଏହି ବସ୍ତିବାସିନ୍ଦାଙ୍କୁ ଥଇଥାନ କରିବାଲାଗି ଆବାସ ଯୋଜନାରେ ଚିହ୍ନଟ ହୋଇଥିବା ବସ୍ତିବାସିନ୍ଦାଙ୍କୁ ପର୍ଯ୍ୟାୟକ୍ରମେ ଟ୍ରାଞ୍ଜିଟ୍
!-->!-->!-->…
ପିଲାଙ୍କ ଭବିଷ୍ୟତକୁ ଅନ୍ଧକାରକୁ ଠେଲିବାକୁ ଷଡ଼ଯନ୍ତ୍ର କରିଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ
ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ନେଇ ପୁଣି ପୂର୍ବର ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟାର୍ଗେଟ କରିଛନ୍ତି। ୫-ଟି ସ୍କୁଲ୍ର ଦୂରାବସ୍ଥା ସହ ପ୍ରାଥମିକ ଶିକ୍ଷାର ମାନକୁ ନେଇ ପୂର୍ବ ସରକାରଙ୍କ ଉପରେ ମୁଖ୍ୟମନ୍ତ୍ରୀ ବର୍ଷିଛନ୍ତି
ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) :!-->!-->!-->…
ଋତୁସ୍ରାବ ସ୍ୱଚ୍ଛତା ନୀତି ବିଦ୍ୟାଳୟରେ କାର୍ଯ୍ୟକାରୀ ହୋଇଛି: ସୁପ୍ରିମକୋର୍ଟରେ ସରକାରଙ୍କ ସତ୍ୟପାଠ
ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ନିରାପଦ ମାସିକ ଋତୁସ୍ରାବ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଏହି ନୀତିର!-->…
ବଣ୍ଡାଘାଟିର ଦୁର୍ଗମ ଇଲାକାରେ ପହଞ୍ଚିଲା ମୋବାଇଲ୍ ନେଟୱର୍କ ସେବା
ଖଇରପୁଟ ବ୍ଲକର ବଣ୍ଡାଘାଟିର ଅଂଚଳବାସୀଙ୍କ ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ ଆସିବା ପରେ ୩ ହଜାରରୁ ଊର୍ଦ୍ଧ୍ବ ଲୋକେ ଉପକୃତ ହୋଇଛନ୍ତି।
ମାଲକାନଗିରି/ଭୁବନେଶ୍ୱର!-->!-->!-->…
ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତଃ ମନ୍ତ୍ରୀ ସ୍ତରୀୟ କମିଟି
ଓଡ଼ିଶା ସରକାର ବିଭିନ୍ନ ରାଜ୍ୟ ସହିତ ରାଜ୍ୟର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରିବେ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ଭୁବନେଶ୍ୱର!-->!-->!-->…