Browsing Category

ରାଜନୀତି

‘ହରେକୃଷ୍ଣ ମହତାବ ଚିତ୍ରକଳା ଶିବିର’ ଉଦ୍‌ଯାପିତ

ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ମହତାବଙ୍କ

ସୁଭଦ୍ରା ଟଙ୍କା ପାଇବା ଲାଗି ହିତାଧିକାରୀଙ୍କୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଟଙ୍କା ପାଇବା ଲାଗି ହିତାଧିକାରୀଙ୍କୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଜି ନିମାପଡ଼ାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାବେଳେ ସେ କହିଛନ୍ତି, ପ୍ରାୟ ୫ ଲକ୍ଷ ହିତାଧିକାରୀଙ୍କ ଆଧାର କାର୍ଡ ବ୍ୟାଙ୍କ ଆକାଉଣ୍ଟ ସହ ଲିଙ୍କ୍ ହୋଇ ନଥିବାରୁ ସେମାନଙ୍କ ରେଜିଷ୍ଟ୍ରେସନ୍

ଝାଡ଼ଖଣ୍ଡରେ ଏଥର ଇଣ୍ଡିଆ ମେଣ୍ଟ ସରକାର ଗଢିବ: ମହମ୍ମଦ ମୋକିମ

ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଝାଡ଼ଖଣ୍ଡରେ ଏଥର ଇଣ୍ଡିଆ ମେଣ୍ଟ ସରକାର କରିବ। ଏନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ। ଝାଡ଼ଖଣ୍ଡର ବିଭିନ୍ନ ଅଞ୍ଚଳରେ ନିର୍ବାଚନ ପ୍ରଚାର କରି କଟକ ଫେରିବାପରେ ଏହା କହିଛନ୍ତି ମୋକିମ। ବିଜେପି ସେଠାରେ ଦଳର

ପୀଡ଼ିତ ପରିବାରକୁ ନ୍ୟାୟ ଦାବିରେ ରାଜରାସ୍ତା ବନ୍ଦ

ବାଙ୍ଗିରିପୋଷି ଅଞ୍ଚଳରେ ଗ୍ରାମବାସୀ ଶୁଦ୍ଧିକ୍ରିୟା କରିବା ପାଇଁ ଦେଉ ନଥିବାରୁ ଆଦିବାସୀ ସାଙ୍ଗେଲ ଅଭିଯାନ ତରଫରୁ ସୋମବାର ଜାତୀୟ ରାଜପଥ ୪୯ ବନ୍ଦ କରାଯାଇଛି। ଫଳରେ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ହୋଇଛି। ବାଙ୍ଗିରିପୋଷି/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ମୟୂରଭଂଜ ଜିଲ୍ଲା

ବିଭିନ୍ନ ଖବରକାଗଜରେ ମୋଦୀଙ୍କ ‘ଏକ୍‌ ହେ ତୋ ସେଫ୍‌ ହେ’ ସ୍ଲୋଗାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଏକ୍‌ ହେ ତୋ ସେଫ୍‌ ହେ’ ସ୍ଲୋଗାନ ସୋମବାର ଦିନ ମହାରାଷ୍ଟ୍ରର ବିଭିନ୍ନ ଖବରକାଗଜରେ ପ୍ରକାଶ ପାଇଛି। ଏହି ସ୍ଲୋଗନ୍‌ ଜରିଆରେ ବିଜେପି ତାହାର ବିଧାନସଭା ନିର୍ବାଚନ ପ୍ରଚାରକୁ ବୃଦ୍ଧି କରିଛି। ନୂଆଦିଲ୍ଳୀ/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) :  

ନିମ୍ନମାନର ରାଜରାସ୍ତା: ବର୍ଷକରେ ଉଠିଲା ପିଚୁ

ରାଣୀଗଡ଼ରୁ ବାଲିପୁଜାରୀପୁଟ ପର୍ଯ୍ୟନ୍ତ ୨କିଲୋମିଟର ରାସ୍ତା। ଏଥି ପାଇଁ ୫୦ଲକ୍ଷ ଟଙ୍କା ଖର୍ଚ୍ଚ ବି କରାଯାଇଥିଲା। ଅଦିନିଆ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। କୋରାପୁଟ/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ପୂର୍ତ୍ତବିଭାଗ ପକ୍ଷରୁ ମାତ୍ର ବର୍ଷକ ତଳେ ପୁନଃରୁଦ୍ଧାର

ଓଡ଼ିଶା ନର୍ସିଙ୍ଗ କ୍ୟାଡରର ଡ୍ରେସ କୋଡ୍ ପରିବର୍ତ୍ତନ

ସେବାକ୍ଷେତ୍ରରେ ଓଡ଼ିଆ ଅସ୍ମିତାର ଝଲକ ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଏଣିକି ଓଡ଼ିଶାର ସେବା କ୍ଷେତ୍ରରେ ବି ଦେଖିବାକୁ ମିଳିବ ଓଡ଼ିଆ ଅସ୍ମିତାର ଝଲକ। ଏନେଇ ପୂର୍ବରୁ ନର୍ସିଂ ସଂଘ ଦାବି କରି ଆସୁଥିବାବେଳେ ଏବେ ଏହି ଦାବି ପୂରଣ ହୋଇଛି। ଏନେଇ ସହମତି ପ୍ରଦାନ କରିଛି ରାଜ୍ୟ

କଟକ ଗଣଦୁଷ୍କର୍ମ ଘଟଣା: ସପ୍ତମ ଅଭିଯୁକ୍ତ ପିଛାରେ ପୁଲିସ

କଟକର ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସପ୍ତମ ଅଭିଯୁକ୍ତର ପତ୍ତା ମିଳୁନାହିଁ। ଏହି ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ଉ ଆରମ୍ଭ କରିଛି। ଅନ୍ୟପଟେ ଗିରଫ ୬ ଅଭିଯୁକ୍ତଙ୍କ ଠାରୁ ଜବତ କଟକ, ୧୧-୧୧-୨୦୨୪(ପିପିଏସ ) : କଟକର ଜଣେ କଲେଜ ଛାତ୍ରୀଙ୍କୁ

ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ: ଯୋଗାଣ ସହାୟକ ଗିରଫ

ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ ଘଟଣାରେ ଯୋଗାଣ ସହାୟକ ଗିରିଶ ସାହୁଙ୍କୁ ଗିରଫ କରାଯାଇଥିବାର ଖବର ମିଳିଛି। ତାଙ୍କୁ ଛତିଶଗଡ଼ରେ ନିଜର ଜଣେ ସଂପର୍କୀୟଙ୍କ ଘରୁ ଗିରଫ କରିଛି ପୁଲିସ୍। ଆଗଲପୁର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚାଉଳ ଦେବା ନାଁରେ

ହଟିଲେ ମହିଳା କମିଶନ ଅଧକ୍ଷା

ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରା ହଟିଛନ୍ତି। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ମାସ ୨୩ ତାରିଖରେ ସରକାର ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରାଙ୍କୁ ବରଖାସ୍ତ କରିଥିଲେ। ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ