Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ନଭେମ୍ବର ୨୪ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା
‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଗାମୀ ୨୪ ତାରିଖରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ।୨୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ଦିଆଯିବ। ଏଥିଲାଗି ସୁନ୍ଦରଗଡ଼ରେ କାର୍ଯ୍ୟକ୍ରମ!-->…
ରାଜ୍ୟର ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଆସନ୍ତା ପାଞ୍ଚ ବର୍ଷ ଅର୍ଥାତ ୨୦୨୯-୩୦ ବେଳକୁ ବିଦ୍ୟୁତ ଚାହିଦାକୁ ଆଖି ଆଗରେ ରଖି ବିଦ୍ୟୁତ ଉତ୍ପାଦନ, ସରବରାହ ଏବଂ ବିତରଣ ବ୍ୟବସ୍ଥାର ରୋଡମ୍ୟାପ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ!-->!-->!-->…
ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ିଲେ ୧୮ ସରପଞ୍ଚ-ନାଏବ ସରପଞ୍ଚ
ନିକଟରେ ନିର୍ବାଚନ ହେବାର ନାହିଁ। କିନ୍ତୁ ନେତା ଓ କର୍ମୀ ଦଳ ଛାଡୁଛନ୍ତି। ବିଜୁ ଜନତା ଦଳ ଛାଡ଼ି ଆଜି ସମ୍ବଲପୁରରେ ଆୟୋଜିତ ମିଶ୍ରଣ ପର୍ବରେ ୧୮ ଜଣ ସରପଞ୍ଚ ଓ ନାଏବ ସରପଞ୍ଚ ବିଜେପିରେ ଯୋଗ ଦେଇଛନ୍ତି। ଏହା ରେଢ଼ାଖୋଲ ଅଞ୍ଚଳରେ ବିଜେଡିକୁ ଶକ୍ତ ଧକ୍କା ବୋଲି କୁହାଯାଉଛି।
!-->!-->!-->…
ଓଏଚ୍ଆରସିରେ ପହଁଚିଲା ଆମ୍ବଟାକୁଆ ମାମଲା
ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ଓଡିଶା ମାନବାଧିକାର କମିସନ ଅବଗତ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ସଚିବ, ସ୍ବାସ୍ଥ୍ୟ ବିଭାଗ ସଚିବ ଏବଂ କନ୍ଧମାଳ ଜିଲ୍ଲାପାଳଙ୍କୁ ନୋଟିସ୍ ଜାରି କରିଛନ୍ତି।
ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) :!-->!-->!-->!-->!-->…
ଟ୍ରମ୍ପଙ୍କ ବିଜୟ ପରେ କମିଚାଲିଛି ସୁନା, ଦୁଇଦିନରେ କମିଲା ୨୧୦୦ ଟଙ୍କା
ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ବିଶ୍ବବଜାରରେ ସୁନା ଦର ହ୍ରାସ ପାଇବାରେ ଲାଗିଛି । ଡଲାର ମଝବୁତ ହେବା କାରଣରୁ ସୁନା ଉପରେ ନିବେଶକଙ୍କ ଫୋକସ କମିବା ଆଶଙ୍କା ମଧ୍ୟରେ ଦର କମୁଛି ।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଆମେରିକା!-->!-->!-->…
ସମ୍ବଲପୁରକୁ ଆଧୁନିକ ସହର କରିବା :ଧର୍ମେନ୍ଦ୍ର ପ୍ରଧାନ
‘ଦୀପାବଳି ବନ୍ଧୁମିଳନ’ କାର୍ଯ୍ୟକ୍ରମରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ସମ୍ବଲପୁର ସହରରେ ସ୍ୱଚ୍ଛତା, ପାନୀୟ ଜଳ, ଡ୍ରେନେଜ, ସ୍ୱାସ୍ଥ୍ୟସେବା, ରାସ୍ତାଘାଟ, ଷ୍ଟ୍ରିଟ୍ ଲାଇଟ୍ ସମସ୍ୟାର ସମାଧାନ ସହ ରେଳ ଷ୍ଟେସନ ଆଦିର ଉନ୍ନତି ପାଇଁ!-->!-->!-->…
ବିଜେପିରେ ଯୋଗ ଦେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ
ବିଜେଡି ଛାଡ଼ିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ତାଙ୍କର ବହୁ ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି।
ଯାଜପୁର/ଭୁବନେଶ୍ୱର!-->!-->!-->!-->!-->…
ମହଙ୍ଗା ପଡିଲା ରାଗିଂ
ଯାନ୍ତ୍ରିକ ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବଡ଼ ପଦକ୍ଷେପ : ବହିଷ୍କାର ପରେ ୫ ଛାତ୍ର ଗିରଫ
କେନ୍ଦୁଝର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କେନ୍ଦୁଝର ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିସିଇ)ରେ ଛାତ୍ରଙ୍କୁ ରାଗିଂ କରିବା ଅଭିଯୁକ୍ତ ଛାତ୍ରଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ!-->!-->!-->…
ଅମାନିଆ ଚାଳକଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ନିୟନ୍ତ୍ରଣରେ ନରହି ଚଳାଚଳ କରୁଥିବାରୁ ବିଗତ ଦିନରେ ଅନେକ ସ୍ଥାନରେ ମୋ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କିଛି ଲଗାମ ବିନୀନ ଚାଳକଙ୍କ ଯୋଗୁଁ ସାଧାରଣ ଜନତାଙ୍କର କ୍ଷତି ହୋଇଛି। ଗତ ୨ ତାରିଖ ଦିନ ମୋ ବସ୍ ଜଣେ ଯୁବତୀଙ୍କୁ ଧକ୍କା ଦେଇଥିଲା।
ଭୁବନେଶ୍ବର: ସହରାଞ୍ଚଳରେ ପରିବହନ!-->!-->!-->!-->!-->…
କଟକ ସାଂସଦଙ୍କ ଜନ ଅଭିଯୋଗ ଶୁଣାଣି
କଳାପଥର (ବାଙ୍କୀ)/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କଟକ ସାଂସଦ ଭର୍ତ୍ତୁହରି ମହତାବ ବାଙ୍କୀ ବିଜେପି କାର୍ଯ୍ୟାଳୟ ଠାରେ ଜନଅଭିଯୋଗ ଶୁଣାଣି କରିଥିଲେ। ଏହି ଶିବିରରେ ପ୍ରାୟ ୧୫୫ରୁ ଉର୍ଦ୍ଧ୍ୱ ଅଭିଯୋଗପତ୍ର ସାଂସଦଙ୍କୁ ଜନସାଧାରଣ ପ୍ରଦାନ କରିଛନ୍ତି। ବିଶେଷ କରି ବାଙ୍କୀ ଉପଖଣ୍ଡ!-->…