Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
କଟକ ସାଂସଦଙ୍କ ବାଙ୍କୀ ଗସ୍ତ, ମା’ଚର୍ଚ୍ଚିକାଙ୍କ ମନ୍ଦିର ପରିଦର୍ଶନ
ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) :କଳାପଥର (ବାଙ୍କୀ)/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କଟକ ସାଂସଦ ଭର୍ତ୍ତୃହରି ମହତାବ ବାଙ୍କୀର ଇଷ୍ଟଦେବୀ ମା’ଚର୍ଚ୍ଚିକାଙ୍କ ଦର୍ଶନ କରିଥିଲେ। ମା’ଚର୍ଚ୍ଚିକାଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆସିଥିବା ୧୧କୋଟି ଟଙ୍କାର ଅନୁକମ୍ପା!-->…
୨୦୨୭ ଶେଷ ସୁଦ୍ଧା ଭୁବନେଶ୍ବର ମେଟ୍ରୋ ଟ୍ରେନ୍ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ
ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ଏବେ ମାଟି ପରୀକ୍ଷା ଚାଲିଛି। ଭୂପୃଷ୍ଠରୁ ୫୦ରୁ ୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍ରେ ପରୀକ୍ଷା ଚାଲିଛି। ମାଟି ପରୀକ୍ଷା ସରିବା ପରେ ଫାଉଣ୍ଡେସନ୍ କାମ ଆରମ୍ଭ ହେବ।
!-->!-->!-->…
ଓଡ଼ିଶାରେ ଉତ୍ପାଦନ ହେବ ଟାଇଟାନିୟମ୍ ସ୍ଲାଗ୍; ବୁଝାମଣା ପତ୍ର ସ୍ୱାକ୍ଷରିତ
ଭାରତରେ ଟାଇଟାନିୟମ୍ ସ୍ଲାଗ୍ ଉତ୍ପାଦନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ଵିତ କରାଯିବ। ଏଠାରୁ ଉତ୍ପାଦନ ସାମଗ୍ରୀ ବିଦେଶରେ ବହୁରାଷ୍ଟ୍ରକୁ ରପ୍ତାନୀ କରାଯିବା ସହ ବିମାନ ଯନ୍ତ୍ରାଂଶ ନିର୍ମାଣ କ୍ଷେତ୍ରରେ ବ୍ୟାପକତା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି।
ଭୁବନେଶ୍ୱର!-->!-->!-->!-->!-->…
ପଶୁ ପାଳନ କ୍ଷେତ୍ରକୁ ବୃତ୍ତି ଭାବେ ଗ୍ରହଣ କରିବାକୁ ପ୍ରୋତ୍ସାହିତ କରନ୍ତୁ: ମୁଖ୍ୟମନ୍ତ୍ରୀ
ବୃତ୍ତିକୁ ଏକ ସାଧାରଣ ଚାକିରି ବୋଲି ଭାବନ୍ତୁ ନାହିଁ। ଆପଣମାନଙ୍କ ଜ୍ଞାନ ଯେପରି ଲୋକଙ୍କ ଉପକାରରେ ଆସିବ, ସେମାନେ ଯେପରି ପଶୁ ପାଳନ ବୃତ୍ତିକୁ ଏକ ଲାଭ ଜନକ ତଥା ସମ୍ମାନଜନକ ବୃତ୍ତି ଭାବେ ଗ୍ରହଣ କରିବେ ସେଥିପାଇଁ ଉଦ୍ୟମ କରନ୍ତୁ।
ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ଆମର!-->!-->!-->!-->!-->…
ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ବାଣ୍ଟିବେ ଜିଲ୍ଲାପାଳ
ବାତ୍ୟା ‘ଦାନା’ ଯୋଗୁଁ ଶହଶହ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପୂର୍ବରୁ କହି ସାରିଛନ୍ତି ଯେ, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି।
ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ସାମୁଦ୍ରିକ ବାତ୍ୟା!-->!-->!-->…
ହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) :!-->!-->!-->!-->!-->…
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ୱାରା “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ସଂକଳିତ ପୁସ୍ତକ…
ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ସଂକଳିତ ପୁସ୍ତକକୁ ଉନ୍ମୋଚନ କରିଛନ୍ତି । ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକଙ୍କ ଦ୍ୱାରା!-->…
ରାଢୋ ଗ୍ରାମ୍ୟ ରାସ୍ତା ଅବସ୍ଥା ଦୟନୀୟ
ଭଦ୍ରକ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ବଡ଼ବଡ଼ ଗ୍ରାମ ଓ ପଡ଼ାକୁ ଗମନାଗମନ ସୁବିଧା ପାଇଁ କେନ୍ଦ୍ର ଠାରୁ ରାଜ୍ୟ ସରକାରଙ୍କ ଯାଏଁ କୋଟିକୋଟି ଟଙ୍କା ବ୍ୟୟ କରୁଛନ୍ତି । ପ୍ରଧାନମନ୍ତ୍ରୀ ଗ୍ରାମସଡକ ସହିତ ମୁଖ୍ୟମନ୍ତ୍ରୀ ଗ୍ରାମ ସଡ଼କ ଓ ଅନ୍ୟାନ୍ୟ ଯୋଜନାରେ ନୂତନ ରାସ୍ତା ନିର୍ମାଣ ହେଉଥିବା!-->…
ନିଜର ଫାଇଦା ପାଇଁ ଐତିହ୍ୟସ୍ଥଳୀକୁ ବିପଦଆଡ଼କୁ ଠେଲିଦେଲେ ବିଗତ ସରକାର: ବିଜେପି
ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପାଚେରୀ ‘ମେଘନାଦ ପାଚେରୀ’ରେ ଫାଟ ସୃଷ୍ଟି ହୋଇଛି। ମରାମତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହାକୁ ନେଇ ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କ ମନରେ ଉଦ୍ବେଗ ପ୍ରକାଶ ପାଇ ଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି ରହିଛି।
!-->!-->!-->…
ଜନସ୍ୱାସ୍ଥ୍ୟ ନୀରିକ୍ଷଣରେ ଉତ୍କୃଷ୍ଟତା ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟ୍ ସମ୍ବର୍ଦ୍ଧିତ
ନୂଆଦିଲ୍ଲୀରେ ଆଇଡିଏସପିର ୨୦ ବର୍ଷିଆ ସ୍ମାରକୀ କାର୍ଯ୍ୟକ୍ରମ
ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ନୂଆଦିଲ୍ଲୀରେ ଆୟୋଜିତ ଆଇଡିଏସପିର ୨୦ ବର୍ଷିଆ ସ୍ମାରକୀ କାର୍ଯ୍ୟକ୍ରମରେ ଜନସ୍ୱାସ୍ଥ୍ୟ ନିରୀକ୍ଷଣକ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟକୁ ସମ୍ବର୍ଦ୍ଧିତ!-->!-->!-->…