Browsing Category

ରାଜନୀତି

 ଆହାର କେନ୍ଦ୍ରରେ ଦୃନୀତି ଏବଂ ଅନିମୟତା 

ଆଠ ମାସ ହେବ ସୁରକ୍ଷା କର୍ମୀ ନ ଥାଇ ବିଲ ପ୍ରଦାନ  ରାଉରକେଲା /ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ରାଜଗାଙ୍ଗପୁର ସ୍ଥିତ  ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ମଧ୍ୟରେ ସ୍ଥାପିତ ଆହାର କେନ୍ଦ୍ର ରେ ଗତ କିଛି ବର୍ଷ ତଳେ 400 ଜଣଙ୍କ ପାଇଁ 5 ଟଙ୍କା ମୂଲ୍ୟରେ ଆହାର ଜନତାଙ୍କପାଇଁ ବ୍ୟବସ୍ଥା 

୬ବର୍ଷ ପରେ ବି ସରୁନି ଏନ୍‌ଏଚର ୧୦ ପ୍ରକଳ୍ପ କାମ

କୋରାପୁଟ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଯେଉଁ ଅଂଚଳର ଗମନାଗମନର ବିକାଶ ହେବ ସେହି ଅଂଚଳର କୃଷି, ବ୍ୟବସାୟ ସହ ଆର୍ଥ‌ନୈତିକ ସ୍ବଚ୍ଛଳତା ସବୁ ବର୍ଗ ଲୋକଙ୍କର ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋରାପୁଟ ଜିଲ୍ଲା ଦେଇ ଯାଇଥିବା ୨ଟି ଡିଭିଜନର ଜାତୀୟ ରାଜପଥ ୨୬ ଓ

ଦାନାରେ ଭାଙ୍ଗିଛି ୧୬ ହଜାର ୪୧୬ ଘର, କ୍ଷୟକ୍ଷତି ହୋଇଛି ୬୦୦ କୋଟି ଟଙ୍କା

ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଆଜି ବାତ୍ୟା

ପିସିସି ସଭାପତି ଚୟନକୁ ନେଇ ଏଭଳି କହିଲେ ରାଜ୍ୟର ବରିଷ୍ଠ କଂଗ୍ରେସ ନେତା

କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ଆଜି ଦିନ ତମାମ ପିସିସି କାର୍ଯ୍ୟାଳୟ ଭିତରେ ଚାଲିଛି ଘମାସନ। କଂଗ୍ରେସ ନେତା ଚରଣ ଦାସ ମହନ୍ତ ଏଵଂ ମିନାକ୍ଷୀ ନଟରାଜନଙ୍କ ଉପସ୍ଥିତିରେ ବସିଥିଲା ଏହି  ବୈଠକ। ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ

ସବୁ ସମସ୍ୟାର ସମାଧାନର ଚାବିକାଠି ଶିକ୍ଷାରେ ଅନ୍ତର୍ନିହିତ ଅଛି: କେନ୍ଦ୍ରମନ୍ତ୍ରୀ

ସ୍କୁଲ ଶିକ୍ଷା ପାଇଁ ଯୋଜନା କରିବା ସହ ପିଲାମାନଙ୍କ ଜ୍ଞାନର ବିକାଶ, ବ୍ୟକ୍ତିତ୍ୱ, ଚରିତ୍ର ଗଠନର ଦାୟିତ୍ୱ ନେବା ପାଇଁ ପଡିବ। ୨୦୩୬ରେ ଓଡ଼ିଶା ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ। ୨୦୪୭ ସୁଦ୍ଧା ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବ।

ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୧୮ ତାରିଖରୁ ବିଦେଶ ଗସ୍ତ କରିବେ। ଏହି ଗସ୍ତକାଳରେ ସେ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁରରେ ରହିବେ। ସେଠାରେ ଶ୍ରୀ ମାଝୀ ମେକ୍‌ ଇନ୍‌ ଓଡ଼ିଶା, ଉତ୍କର୍ଷ ଓଡ଼ିଶା-୨୦୨୫ ପାଇଁ ରୋଡ୍‌ ସୋ’ କରିବେ। ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) :

ଜବରଦଖଲରେ ୟୁଜିଆଇଇର ୨ ଏକର ଜମି: ଦୁଇବର୍ଷ ହେଲା ଚାଲିଛି ମିକ୍ସର ପ୍ଲାଣ୍ଟ

ରାଉରକେଲାରେ ଯିଏ ଯେଉଁଠି ସୁଯୋଗ ପାଇଲା, ସେଠାକାର ଜମି ଜବରଦଖଲକୁ ନେଇ ଘର ତିଆରାକଲା। ବସ୍ତିଠାରୁ ଆରମ୍ଭକରି ଅନ୍ୟ ସମସ୍ତ ପ୍ରମୁଖ ଅଞ୍ଚଳରେ ଏଭଳି ଜବରଦଖଲ ନିତିଦିନିଆ ହେଲାଣି। -ସବୁ ଜାଣି ପ୍ରଶାସନ ଚୁପ୍‌ ରାଉରକେଲା: ସ୍ମାର୍ଟସିଟିରେ ଜମି ଜବରଦଖଲ ନୂଆ ନୁହେଁ। ଯିଏ ଯେଉଁଠି

ଧଉଳି ଏକ ସାଧାରଣ ପାହାଡ଼ ନୁହେଁ, କଳିଙ୍ଗ ଯୁଦ୍ଧର ମୁକସାକ୍ଷୀ: ମୁଖ୍ୟମନ୍ତ୍ରୀ

ଧଉଳି ଶାନ୍ତିସ୍ତୁପର ୫୨ତମ ବାର୍ଷିକ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ‌ ଦେଇଛନ୍ତି। ସେ କଳିଙ୍ଗର ବୀର ସନ୍ତାନ ମାନଙ୍କର ସାହସ, ସାମର୍ଥ୍ୟ ଏବଂ ଶୌର୍ଯ୍ୟର ପ୍ରତୀକ ହେଉଛି ଏ ଧର୍ମଭୂମି ଧଉଳି। ଭୁବନେଶ୍ୱର

ଇସ୍ରାଏଲ-ଆମେରିକାକୁ ଇରାନର ଖୋଲା ଧମକ

ଇସ୍ରାଏଲ୍ ଏବଂ ଇରାନ ଆକ୍ରମଣାତ୍ମକ ହେବାରେ ଲାଗିଛନ୍ତି। ଏହାଯୋଗୁ ଉଭୟ ପକ୍ଷର ଯେକୌଣସି ଆକ୍ରମଣ ପଶ୍ଚିମ ଏସିଆକୁ ଏକ ବଡ଼ଯୁଦ୍ଧ ମୁହଁକୁ ଠେଲି ଦେଇପାରେ ବୋଲି ଭୟ ରହିଛି। ଗାଜା ଷ୍ଟ୍ରିପ ଏବଂ ଲେବାନନରେ ଏକ ଯୁଦ୍ଧ ଚାଲିଛି। ଇସ୍ରାଏଲର ଆକ୍ରମଣ ଦ୍ବାରା ଉଭୟ ସ୍ଥାନରେ ଧ୍ୱଂସସ୍ତୁପ

ବାଲିଯାତ୍ରା ଆୟୋଜନ ଦ୍ବନ୍ଦ୍ବ

ତଳ ପଡ଼ିଆରେ ହେଲେ ଖିଲାପ ହେବ ଏନ୍‌ଜିଟି ନିର୍ଦ୍ଦେଶ ହାଇକୋର୍ଟରେ ସହର ସମସ୍ୟା ଶୁଣାଣି ବେଳେ ବାଲିଯାତ୍ରା ଆୟୋଜନକୁ ସଂପୂର୍ଣ୍ଣ ଭାବେ ତଳପଡ଼ିଆରେ କରିବା ପାଇଁ ପ୍ରସ୍ତାବ ଆସିବା ପରେ ଅଦାଲତ ଜିଲ୍ଲାପାଳଙ୍କୁ ଏ ସଂକ୍ରାନ୍ତରେ ବୈଠକ ଡାକି ଆଲୋଚନା କରିବାକୁ ନିର୍ଦ୍ଦେଶ