Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ନୂଆ ବିବାଦ ଛିଡ଼ାକଲା ଇସ୍କନ୍
ସ୍ନାନଯାତ୍ରା ବାତିଲ, ରଥଯାତ୍ରା ପାଇଁ ପ୍ରସ୍ତୁତି!
ଅଦିନିଆ ରଥଯାତ୍ରାକୁ ସବୁ ମହଲରୁ ଦୃଢ଼ ବିରୋଧ କରାଯିବା ପରେ ନଭେମ୍ବର ୩ରେ ଆମେରିକାର ହଷ୍ଟନ୍ଠାରେ ଆୟୋଜିତ ହେବାକୁ ଥିବା ସ୍ନାନଯାତ୍ରାକୁ ଇସ୍କନ୍ ବାଦ୍ ଦେଇଛି।
ଏମିତିକି ନିଜ ସାମାଜିକ ଗଣମାଧ୍ୟମରେ ସ୍ନାନଯାତ୍ରା!-->!-->!-->!-->!-->!-->!-->…
ତୁଷୁରା ଏୟାର ଷ୍ଟ୍ରିପର ଉନ୍ନତୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ୮୯୦ କୋଟି ଟଙ୍କା ମୂଲ୍ୟରେ ଜଳ ସେଚନ, ସ୍ବାସ୍ଥ୍ୟ ଭିତ୍ତିଭୂମି, ପାଇପ ଜଳ ଯୋଗାଣ, ସେତୁ ନିର୍ମାଣ, ସଡକ ନିର୍ମାଣ ଭଳି ସମୁଦାୟ ୮୩ଟି ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି।
!-->!-->!-->!-->!-->…
ଶକ୍ତି ନଗର କଂଗ୍ରେସ କାର୍ଯ୍ୟାଳୟରେ ଇନ୍ଦିରା ଗାନ୍ଧୀ ଙ୍କ ତିରୋଧାନ ଦିବସ ପାଳନ ।
କଟକ,୦୧-୧୧-୨୦୨୪ (ପିପିଏସ) : ଭାରତର ପ୍ରଥମ ମହିଳା ପ୍ରଧାନ ମନ୍ତ୍ରୀ,ଲୌହ ମାନବୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀ ଙ୍କ ପୁଣ୍ୟ ତିଥି ଅବସରରେ କଟକ ଶକ୍ତି ନଗର କଂଗ୍ରେସ କାର୍ଯ୍ୟାଳୟରେ ବରିଷ୍ଠ କଂଗ୍ରେସ୍ ନେତା ତଥା କଟକ ସଦର ନିର୍ବାଚନ ମଣ୍ଡଳୀ ର କଂଗ୍ରେସ ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର!-->…
ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦିଆଯିବ ଡ୍ରୋନ୍
ଡିଏୱାଇ- ଏନଆରଏଲଏମ ଅଧୀନରେ ୧୨୬୧ କୋଟି ଟଙ୍କା ବ୍ୟୟ ଅଟକଳରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ ଯୋଗାଇବା ପାଇଁ କେନ୍ଦ୍ରୀୟ ଯୋଜନା 'ନମୋ ଡ୍ରୋନ୍ ଦିଦି' କୁ ସରକାର ଅନୁମୋଦନ ଦେଇଛନ୍ତି।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଡିଏୱାଇ- ଏନଆରଏଲଏମ ଅଧୀନରେ!-->!-->!-->!-->!-->…
ବିପଦସଂକୂଳ ଅବସ୍ଥାରେ ମାଲକାନଗିରି ଜିଲ୍ଲାର ଶତାଧିକ ବିଦ୍ୟାଳୟ ଗୃହ
ମାଲକାନଗିରି ଜିଲ୍ଲାର ସାତୋଟି ବ୍ଲକରେ ଭୁଶୁଡି ପଡିଛି ଶିକ୍ଷା ବ୍ୟବସ୍ଥା। କେଉଁଠି ବିଦ୍ୟାଳୟ ଅଛି ତ ଛାତ୍ରଛାତ୍ରୀ ନାହାନ୍ତି ତ ଆଉ କେଉଁଠି ଭଙ୍ଗା ଦଦରା କୋଠାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ। ଅଧିକାଂଶ ସ୍କୁଲରେ ପ୍ରଥମରୁ ପଞ୍ଚମ ଯାଏଁ ଥିବା ବେଳେ ମାତ୍ର ରହିଛନ୍ତି ଜଣେ ମାତ୍ର!-->…
ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି।
!-->!-->!-->…
୪୦୮ ଗାଁକୁ ଡିବିରି ଭରସା: ପାଖରେ ଦୁଇଟି ଜଳବିଦ୍ୟୁତ୍ ପ୍ରକଳ୍ପ ଥାଇ ବି ଅନ୍ଧାରରେ ଗ୍ରାମବାସୀ
କୋରାପୁଟ ଜିଲ୍ଲାର ୪୦୮ଗାଁକୁ ବିଦ୍ୟୁତ୍ ସେବା ସ୍ବପ୍ନ ପାଲଟିଛି।
ଡିବିର ଓ ଜହ୍ନ ଆଲୁଅ ଏହି ଗ୍ରାମବାସୀଙ୍କ ପାଇଁ ଆଲୋକର ମାଧ୍ୟମ ପାଲଟିଛି।
ପାଠପଢ଼ାଠୁ ରାତ୍ରି ଭୋଜନ, ଜାନିଯାତ୍ରା, ସାଂସ୍କୃତିକ କାର୍ଯ୍ୟକ୍ରମ ସବୁକିଛି ଏମାନେ ଡିବିର ଆଲୁଅ ମାଧ୍ୟମରେ ହିଁ କରିଥାନ୍ତି।
!-->!-->!-->!-->!-->!-->!-->!-->…
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ଆଣିବେ ସରକାର: ମନ୍ତ୍ରୀ
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ।
ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଯାତ୍ରାରେ ଅଶ୍ଳୀଳ!-->!-->!-->…
ନଭେମ୍ବର ୨୬ରୁ ପ୍ରଥମ ଶୀତକାଳୀନ ଅଧିବେଶନ
ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ତାରିଖ ଠାରୁ ଆରମ୍ଭ ହୋଇ ୩୫ ଦିନ ପରେ ଶେଷ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ଯାଏଁ ଚାଲିବ। ଏହାରି ମଧ୍ୟରେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିବ ବୋଲି କୁହାଯାଇଛି।
ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ମୋହନ ସରକାରଙ୍କ!-->!-->!-->…
ଅବ୍ୟବସ୍ଥା ଘେରରେ ଓଡ଼ିଶାର ସର୍ବବୃହତ କଟକ ପଶୁ ଚିକିତ୍ସାଳୟ
କଟକ,୩୦-୧୦-୨୦୨୪ (ପିପିଏସ ) : ଓଡ଼ିଶାର ସର୍ବବୃହତ କଟକ ଭେଟନାରୀ ହସ୍ପିଟାଲ ଏବେ ଅବ୍ୟବସ୍ଥା ଘେରରେ ରହିଛି। ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦୋସ ବୁଧବାର ବକ୍ସି ବଜାରସ୍ଥିତ ଏହି ସରକାରୀ ପ୍ରାଣୀ ଚିକିତ୍ସାଳୟକୁ ଅଚାନକ ଗସ୍ତ କରି ନବ ନିର୍ମିତ ଅଫିସ୍ ବୁଲିବା ସହ ସେଠାରେ!-->…