Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିଧବା ଭତ୍ତା ପାଇଁ ୬ ମାସ ହେଲା ଦୌଡୁଛନ୍ତି ଆଦିବାସୀ ଅସହାୟ ମହିଳା
ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାରେ ରୋଜଗାର ପନ୍ଥା ନଥିବା ହେତୁ ଗରିବୀ ହଟିବାର ନାଁ ନେଉ ନାହିଁ।
ଗରିବଙ୍କ ପାଇଁ ସରକାର ଯୋଜନା କାର୍ଯ୍ୟକାରୀ କରୁଛନ୍ତି ସତ, କିନ୍ତୁ ପ୍ରକୃତରେ ଏଥିରୁ ଅନେକ ଗରିବ ପରିବାର ଅଧିକାର ପାଇବାରୁ ବଞ୍ଚିତ ହେଉଥିବା ଦୃଶ୍ୟ ଦେଖୁବାକୁ ମିଳୁଛି।
!-->!-->!-->!-->!-->!-->!-->…
ଘର ଭାଙ୍ଗିଥିବା ପରିବାରକୁ ପକ୍କା ଘର: ରାଜସ୍ଵ ମନ୍ତ୍ରୀ
ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) : ବାତ୍ୟାରେ ଯେଉଁମାନଙ୍କର ଘର ଭାଙ୍ଗିଛି ସେମାନଙ୍କୁ ପକ୍କା ଘର ଦିଆଯିବ। ଏହା କହିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ ଲାଗି ଶନିବାରଠାରୁ କ୍ଷେତ୍ର ପରିଦର୍ଶନ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି।ସେ!-->…
ପାଣି ଘେରରେ ଥାଇ ବି ପାନୀୟ ଜଳର ଉତ୍କଟ ସମସ୍ୟା
ଉଠାଜଳସେଚନ ବିଭାଗକୁ ୩୯୦ଟି ପ୍ରକଳ୍ପ ପାଇଁ ୬୩ କୋଟି ୮୩ ଲକ୍ଷ ଟଂକା ପାଇଥିବା ବେଳେ ଏଥିରୁ ୩୪ କୋଟି ୬୪ ଲକ୍ଷ ଟଂକା ଖର୍ଚ୍ଚ ହୋଇସାରିଲାଣି। ଜିଲ୍ଲା ଶିକ୍ଷା ବଭାଗକୁ ୭୫୮ଟି କାର୍ଯ୍ୟ ପାଇଁ ୪୯ କୋଟି ୨ ଲକ୍ଷ ଟଂକା ଏଷ୍ଟିମେଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୪୨ କୋଟି ୧୫ ଲକ୍ଷ ଟଂକା!-->…
ଆଶା ଦିଦି ଶିବାନୀ ମଣ୍ଡଲଙ୍କ ଭଲ କାମକୁ ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଭୁବନେଶ୍ୱର!-->!-->!-->!-->!-->…
ବାତ୍ୟା ‘ଦାନା’ପାଇଁ ପାରାଦୀପରେ ଶିଳ୍ପ ମନ୍ତ୍ରୀ ଙ୍କ ପ୍ରାକ ପ୍ରସ୍ତୁତି ବୈଠକ
ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ
ବାତ୍ୟାରେ ଜିଲ୍ଲାର ପ୍ରାୟ ୮୮ ହଜାର ଲୋକ ପ୍ରଭାବିତ ହେବାର ଆଶଙ୍କା
ପାରାଦୀପ,୨୩-୧୦-୨୦୨୪(ପିପିଏସ ) : ସମ୍ଭାବ୍ୟ ବାତ୍ୟା "ଦାନା"କୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନ ଏବଂ ବୃହତ୍ ଶିଳ୍ପ ଗୁଡିକର ପଦାଧୂକାରୀ ମାନଙ୍କୁ ନେଇ!-->!-->!-->!-->!-->!-->!-->…
ବାତ୍ୟା ‘ଦାନା’ର ପ୍ରାଶାସନିକ ପ୍ରସ୍ତୁତି ସମୀକ୍ଷା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ଧାମନଗର ୨୩-୧୦-୨୦୨୪(ପିପିଏସ ) : ସମ୍ଭାବ୍ୟ ବାତ୍ୟା 'ଦାନା'ର ମୁକାବିଲା ପାଇଁ ଧାମନଗର ବିଧାୟକ ତଥା ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ଏବଂ ଭାଷା ସାହିତ୍ୟ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସ୍ଥିତପ୍ରଜ୍ଞ ପ୍ରଶାସନିକ ଅଧିକାରୀଙ୍କ ସହ ଏକ ବୈଠକ ପଞ୍ଚାୟତ ସେମିତି ସମ୍ମିଳନୀ!-->…
ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀଙ୍କ ରାଉରକେଲା ଗସ୍ତ
ବିର୍ସା ମୁଣ୍ଡା ଷ୍ଟାଡିୟମରେ ବିରାଟ ଜନସଭା
ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ ) : ଆସନ୍ତା ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ରାଉରକେଲା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବା ସହ ଏକାଧିକ ପ୍ରକଳ୍ପର!-->!-->!-->!-->!-->…
ସୁପର ପୱାରଙ୍କ ବନ୍ଧୁତା
ଯୁଦ୍ଧ ନୁହେଁ, ଶାନ୍ତି ଆଲୋଚନା ଜରୁରୀ : ବ୍ରିକ୍ସ ପ୍ଲାଟଫର୍ମରୁ ଚୀନ୍ ସମେତ ସମଗ୍ର ବିଶ୍ୱକୁ ପରାମର୍ଶ ଦେଲେ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରିକ୍ସରେ ଆତଙ୍କବାଦକୁ ନେଇ ଉଦ୍ବେଗ ପ୍ରକାଶ କରିଥିବାବେଳେ ବିସ୍ତାରବାଦ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି।
ରୁଷିଆ ସହିତ!-->!-->!-->!-->!-->!-->!-->…
ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ: ମନମୋହନ ସାମଲ
ବାତ୍ୟା ପାଇଁ ବିଜେପିର ସାଂଗଠନିକ ନିର୍ବାଚନ କାମକୁ ସ୍ଥଗିତ ରଖାଯାଇଛି। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମନମୋହନ ସାମଲ କହିଛନ୍ତି, ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ।
ଭୁବନେଶ୍ୱର!-->!-->!-->!-->!-->…
ପଞ୍ଚମ ଜାତୀୟ ଜଳ ପୁରସ୍କାର-୨୦୨୩
ଶ୍ରେଷ୍ଠ ରାଜ୍ୟ ଭାବେ ଓଡ଼ିଶାକୁ ପୁରସ୍କୃତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ ) : ପଞ୍ଚମ ଜାତୀୟ ଜଳ ପୁରସ୍କାର-୨୦୨୩ରେ ଓଡ଼ିଶାକୁ ଚାରିଟି ବର୍ଗରେ ପୁରସ୍କୁତ କରାଯାଇଛି। ଆଜି ସ୍ଥାନୀୟ ବିଜ୍ଞାନ ଭବନର ପ୍ଲିନାରି ହଲ୍ରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରାଳୟ!-->!-->!-->…