Browsing Category

ରାଜନୀତି

ବାତ୍ୟା ପ୍ରସ୍ତୁତି: ହେଡ୍‌କ୍ୱାର୍ଟର ଛାଡ଼ିବେନି ବିଏମ୍‌ସି ଅଧିକାରୀ

ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା ପାଇଁ ବିଏମ୍‌ସି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ପୁଲିସ, ଅଗ୍ନିଶମ, ସ୍ୱାସ୍ଥ୍ୟ, ୱାଟ୍‌କୋ, ଟିପିସିଓଡିଏଲ୍‌, ଇଡ୍‌କୋ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଯନ୍ତ୍ରୀ, ଏନ୍‌ଏଚ୍‌ଏଆଇ, ଓଡ୍ରାଫ, ବ୍ଲକ ଶିକ୍ଷା ଅଧିକାରୀ, ଖାଦ୍ୟ ଓ ଯୋଗାଣ

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର। ଟିମ୍ ମୁତୟନ ଆଇନଶୃଙ୍ଖଳା ଏଡ଼ିଜିଙ୍କୁ ଚିଠି ଲେଖି ଅଵଗତ କରିଛନ୍ତି ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର

ଅକ୍ଟୋବର ୨୩ରେ ଓଡ଼ିଶା ଗସ୍ତରେ ଆସିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ନାହିଁ। ବର୍ତ୍ତମାନ ପରିପ୍ରେକ୍ଷୀରେ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗ୍ରସ୍ତ ସ୍ଥଗିତ କରାଯାଇଛି। ଏନେଇ ମୟୂରଭଂଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ

ଝାରପଡ଼ା ଜେଲ୍‌ରେ ପୁଣି କଏଦୀଙ୍କ ମୃତ୍ୟୁ: କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଉତ୍ତେଜନା

ଭୁବନେଶ୍ୱର, ୧୯-୧୦-୨୦୨୪(ପିପିଏସ ) : ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ପୁଣି ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ଗତ ୯ବର୍ଷ ଭିତରେ ୧୧ କଏଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜିର ଘଟଣାକୁ ନେଇ ପୁଣି ବିବାଦ ଭିତରକୁ ଆସିଛି ଏହି ଜେଲ୍‌।  ଆଜି ହଠାତ୍ ମୃତ୍ୟୁର ଶିକାର ହୋଇଥିବା

ଏସସିବିର ସ୍ଥିତି ସମୀକ୍ଷା କଲେ ଆଡ଼ଭୋକେଟ୍ କମିଟି

କଟକ,୧୮-୧୦-୨୦୨୪(ପିପିଏସ) : ଏସସିବି ମେଡିକାଲ କଲେଜର ସ୍ଥିତି ସମୀକ୍ଷା କରିଛନ୍ତି ଆଡ଼ଭୋକେଟ କମିଟି। ହାଇକୋର୍ଟଙ୍କ ନିର୍ଦେଶକ୍ରମେ ଶୁକବ୍ରାର ଦ୍ୱିତୀୟ ଥର ଏସସିବି ମେଡିକାଲରେ ବିଭିନ୍ନ ୱାର୍ଡ଼ ବୁଲି ସମୀକ୍ଷା କରିଛନ୍ତି କମିଟି ଅଧ୍ୟକ୍ଷ ବିଜୟ କୁମାର ଦାଶ ଓ ସମସ୍ତ ସଦସ୍ୟ। ହସ୍ତଗତ

ପୁରୀ ବିମାନବନ୍ଦର ପାଇଁ ଖୁବ୍‌ ଶୀଘ୍ର ଜମି ଅଧିଗ୍ରହଣ

ପୁରୀରେ ନିର୍ମାଣ ହେବାକୁ ଥିବା ‘ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର’ ପାଇଁ ଖୁବ୍‌ ଶୀଘ୍ର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ୧୨ଜଣିଆ କମିଟି ଗଠନ ହୋଇଛି। ଭୁବନେଶ୍ୱର ୧୮-୧୦-୨୦୨୪(ପିପିଏସ) : ପୁରୀରେ

ହବିଷ୍ୟାଳି ମା’ମାନଙ୍କୁ ସବୁ ପ୍ରକାର ସୁବିଧା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ହବିଷିଆଳି ଯୋଜନା ଯଦି ହେଉଛି, ସବୁ ହବିଷିଆଳିଙ୍କ ପାଇଁ ହେଉ। କିନ୍ତୁ ଅଧା ରହିବେ, ଆଉ ଅଧା କାହିଁକି ରହିବେନି? ଏ ପାତରଅନ୍ତର ନ ହେଉ। ହବିଷିଆଳି ଶିବିରରେ ପହଞ୍ଚି ରହିବାକୁ ଜାଗା ନ ପାଇ ଦହଗଞ୍ଜ ହେବା ପରେ ଜିଲ୍ଲାରୁ ଆସିଥିବା ହବିଷିଆଳିମାନେ ଏଭଳି ଅଭିଯୋଗ କରିଛନ୍ତି।

ଓଡ଼ିଶାରେ ଆଉ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅନୀଲ ଅଗ୍ରଓ୍ବାଲ ବେଦାନ୍ତ ରାଜ୍ୟରେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବାକୁ ଘୋଷଣା କରିଛି । ମୁମ୍ବାଇରେ ମେକ୍ ଇନ୍ ଓଡ଼ିଶା ରୋଡ୍ ସୋ'ରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଅନୀଲ

ଭରତପୁର ଥାନା ଘଟଣା: କେସ୍ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ,୧୮-୧୦-୨୦୨୪(ପିପିଏସ) : ରାଜଧାନୀ ଭୁବନେଶ୍ବରର ବହୁଚର୍ଚ୍ଚିତ ଭରତପୁର ଥାନା ଘଟଣାରେ ନିଲମ୍ବିତ ପୁଲିସ ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ, କନଷ୍ଟେବଳ ବଳରାମ ହାଁସଦାଙ୍କ ଅଡ଼ୁଆ ବଢିଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଅବକାଶକାଳୀନ

ବିଏମ୍‌ସି ଆଦାୟ କରିବ ପ୍ରପର୍ଟି ଟ୍ୟାକ୍ସ

ପ୍ରସ୍ତାବ ପାରିତ ପରେ ପ୍ରସ୍ତୁତି ଆରମ୍ଭ ହୋଲ୍ଡିଂ ଟିକସରେ ରହିଥିବା ଦୋଷ ଦୁର୍ବଳତା ଯୋଗୁ ବିଏମ୍‌ସିର ରାଜସ୍ବ ବଢ଼ୁନାହିଁ। ତା ସହିତ ଏଥିରେ ଥିବା ଗଳାବାଟରେ ୱାର୍ଡ ଅଫିସର ଓ କେତେକ କର୍ମଚାରୀ ଫାଇଦା ଉଠାଉଛନ୍ତି। ବିଏମ୍‌ସିର ରାଜସ୍ବ କମି କମି ଯାଉଥିବା ବେଳେ କେତେକ