Browsing Category

ରାଜନୀତି

କେତେ ସ୍ମାର୍ଟ ହେଲା ଭୁବନେଶ୍ବର? ପ୍ରକଳ୍ପ ବନ୍ଦ ହେବାକୁ ଆଉ ୬ ମାସ ବାକି

ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ ପ୍ରକଳ୍ପ ବନ୍ଦ ହେବାକୁ ଆଉ ୬ ମାସ ବାକି। ଏବେ କେବଳ ନିର୍ମାଣାଧୀନ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ ରହିଛି। ତେଣୁ ଏହାଦ୍ବାରା ଭୁବନେଶ୍ବର କେତେ ସ୍ମାର୍ଟ ‌ହୋଇଛି, ସେ ପ୍ରଶ୍ନ ପଚାରିବାର ସମୟ ଆସିଛି। ଭୁବନେଶ୍ୱର ୧୭-୧୦-୨୦୨୪

ଅଜୟ କୁମାର ଓ ଶରତ ପଟ୍ଟନାୟକଙ୍କ ସମେତ ୩ କଂ‌ଗ୍ରେସ ନେତାଙ୍କ ନାମରେ ଠକେଇ ମାମଲା

ନିର୍ବାଚନ ପରେ ଦେଉ ନାହାନ୍ତି ବାକି କୋଟିଏ ୪୨ ଲକ୍ଷ ଟଙ୍କା ୨୦୨୪ ସାଧାରଣ ନିର୍ବାଚନ ସମୟ‌ରେ ଗାଡ଼ିରେ ଏଲଇଡି ଟିଭିରେ କଂଗ୍ରେସର ଦଳୀୟ ପ୍ରଚାର ପାଇଁ ୧କୋଟି ୫୦ ଲକ୍ଷ ଟଙ୍କାର ଡିଲ୍‌ କଲେ। ଏଥିପାଇଁ ଆଗୁଆ ୮ ଲକ୍ଷ ଟଙ୍କା ମଧ୍ୟ ଦେଲେ। କିନ୍ତୁ ନିର୍ବାଚନ ପରେ ଆଉ ଟଙ୍କା

ଶୁଦ୍ଧ ଦେଶୀ ଗାଈ ଘିଅରେ ମହାପ୍ରସାଦର ପ୍ରସ୍ତୁତି ହେବ !

ସୁଆର ସେବାୟତ ସଂଘ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ପୁରୀ/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ବ୍ୟବସ୍ଥାକୁ ଅଧିକ ସୁନ୍ଦର ଓ ଶୃଙ୍ଖଳିତ କରିବା ପାଇଁ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନିଆଯାଉଛି। ଭକ୍ତଙ୍କ ପାଇଁ ଚାରିଦ୍ବାର

ସାକାର ହେବ ଗ୍ରୀଡ଼ ନିର୍ମାଣ

ଟିଟିଲାଗଡ଼,୧୬-୧୦-୨୦୨୪(ପିପିଏସ) : ତତଲାଗଡ଼ ଭାବରେ ପରିଚିତ ଟିଟିଲାଗଡ଼ରେ ବିଦ୍ୟୁତ ଗୁଲ,  ବିଦ୍ୟୁତ କାଟ ନେଇ ଅନେକ ଆନ୍ଦୋଳନସହ ମାମଲା ଉଚ୍ଚ ନ୍ୟାୟାଳୟ ପର୍ଯ୍ୟନ୍ତ ଯାଇଛି l ହେଲେ ଏହାର ସମାଧାନ କେବେ ହୋଇପାରିନାହିଁ l ଦୀର୍ଘ ୨୪ ବର୍ଷ ଧରି ଶାସନ ଗାଦିରେ ରହିଥିବା ବିଜେଡ଼ି ସରକାର

ସ୍ମାର୍ଟ ହେବ କଟକ

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ କଟକ ସ୍ମାର୍ଟସିଟିରେ ପରିଣତ ହେବ। କଟକକୁ ସ୍ମାର୍ଟସିଟି କରିବା ଦିଗରେ ସରକାର ସଚେତନ ଅଛନ୍ତି। ସେହିପରି କଟକ ସହରକୁ ସ୍ମାର୍ଟ କରିବା ପାଇଁ ବହୁଦିନରୁ ଦାବି ହୋଇଆସୁଛି। ଲୋକଙ୍କର ଆଶା କରିବା ପାଇଁ ପରବର୍ତ୍ତୀ ପର୍ଯ୍ୟାୟରେ କଟକ ଆସିଲେ ଏନେଇ

ଆବର୍ଜନାରୁ ମୁକୁଳିପାରୁନି ସହର

ମାସକୁ ଠିକା ସଂସ୍ଥା ନେଉଛି ୧୫ ଲକ୍ଷ କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ୨୧ ୱାର୍ଡ ବିଶିଷ୍ଟ କୋରାପୁଟ ପୌରାଞ୍ଚଳର ସଫେଇ ଦାୟିତ୍ଵ ନେଇଛି ୨ଟି ଘରୋଇ ସଂସ୍ଥା। ତେବେ ଉପଯୁକ୍ତ ଦେଖାରଖା ଓ ପରିଚାଳନା ସମନ୍ବୟ ଅଭାବରୁ ଅସୁବିଧା ଭୋଗୁଛନ୍ତି  ସହରବାସୀ । ସଫେଇ ପାଇଁ

ଅଭାବୀ ବିକ୍ରିର ଶିକାର ଅଦା ଚାଷୀ

ସରକାର କୋରାପୁଟ ଜିଲ୍ଲାରେ ଅମଳ ହେଉଥିବା  ମାଣ୍ଡିଆ କିମ୍ବା  କଫି ଭଳି ଅଦାକୁ ପ୍ରୋସାହନ ମିଳୁ ନାହିଁ । ଫଳରେ ଚାଷୀ ଯେଉଁ ଆଗ୍ରହରେ ଅଦାଚାଷ କରୁଛନ୍ତି ସେହି ହିସାବରେ ନିଜର ପ୍ରାପ୍ୟ ପାଉନାହାନ୍ତି କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ସରକାର କୋରାପୁଟ ଜିଲ୍ଲାରେ ଅମଳ

ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ: ମୁଖ୍ୟମନ୍ତ୍ରୀ

ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଡେଲାଙ୍ଗ ପିପିଲି ଅଞ୍ଚଳ ହେଉଛି ଐତିହ୍ୟ ସଂପନ୍ନ ସ୍ଥଳ। ବିଶ୍ଵ ପ୍ରସିଦ୍ଧ ଚାନ୍ଦୁଆର ଉତ୍ପତ୍ତି ଏଠାରେ ହୋଇଛି। ଏଠିକାର ବୀର ନାଗା ନାଚ ଅତ୍ୟନ୍ତ

ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର। ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରିଛନ୍ତି। ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ସବୁ ପୂଜା

ପୂଜାମଣ୍ଡପ ବୁଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ପୂଜାମଣ୍ଡପ ବୁଲିଛନ୍ତି। ନବୀନ ପଟ୍ଟନାୟକ ରସୁଲଗଡ଼ ପୂଜା ମଣ୍ଡପରେ ପହଞ୍ଚି ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ବିରୋଧୀ ଦଳ ନେତା ତଥା