Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଜମି ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଓ ତାଙ୍କର ଦୁଇ ପୁଅଙ୍କୁ ମିଳିଲା ଜାମିନ୍
ନୂଆଦିଲ୍ଳୀ/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଦିଲ୍ଲୀର ଏକ କୋର୍ଟ ସୋମବାର ଦିନ ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପୁଅ ତଥା ଆରଜେଡି ନେତା ତେଜସ୍ୱୀ ଯାଦବ ଏବଂ ତେଜ ପ୍ରତାପ ଯାଦବଙ୍କୁ ଜାମିନ!-->…
ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ
ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ!-->!-->!-->…
ଆଜି ‘ସୁଭଦ୍ରା’ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ପଠାଗଲା ୧ଟଙ୍କା
ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଆଜି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା। ୯ ତାରିଖରେ ପ୍ରଥମ କିସ୍ତି ଦିଆଯିବା ଆଗରୁ ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ସମୟ!-->…
ବିଜେପି ଉପରେ ସବୁ ବର୍ଗର ଲୋକଙ୍କ ଭରସା ବଢ଼ୁଛି: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ସହିଦ ବାଜି ରାଉତଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ବିଏମ୍ସି ପକ୍ଷରୁ ଆୟୋଜିତ ପୃଥକ ପୃଥକ କାର୍ଯ୍ୟକ୍ରମରେ ବୃକ୍ଷରୋପଣ କରିବା ସହ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।!-->…
ବିଏମ୍ସି ହରାଇଲା ୧୦୦କୋଟିର ସମ୍ପତ୍ତି
ସ୍ଲମ୍ କ୍ବାର୍ଟର୍ସ ମାମଲା ହାରିବା ପରେ ତନାଘନା
ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ନିୟମିତ ଅବହେଳା ପାଇଁ ବିଏମ୍ସି କ୍ଷତି ସହୁଛି। ସାଧାରଣ ଲୋକଙ୍କ ଠାରୁ ଆସୁଥିବା ରାଜସ୍ବ ଭୂତ ଖାଉଛି। ଏଣେ ସାଧାରଣ ଲୋକ ବି ନ୍ୟାୟ ପାଉ ନାହାନ୍ତି, ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି।!-->!-->!-->!-->!-->…
ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା
ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି । କାଲି ସଂଧ୍ୟା ୭ଟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଘରୋଇ ବସ୍ ମାଲିକ ସଂଘ ବନ୍ଦ ଡାକରା ଦେଇଛି ।
ଆସନ୍ତାକାଲି ସଂଧ୍ୟାରୁ ୨୪!-->!-->!-->…
ହିମାଚଳ ସରକାରଙ୍କ ନୂଆ ନିଷ୍ପତ୍ତି: ଶୌଚାଳୟ ଉପରେ ଟିକସ ଲାଗୁ
ନୂଆଦିଲ୍ଲୀ /ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଆର୍ଥିକ ସଙ୍କଟକୁ ଦୃଷ୍ଟିରେ ରଖି ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ସରକାର ଏକ ନୂତନ ଶୁଳ୍କ ଲାଗୁ କରିଛନ୍ତି। ଯେଉଁଥିରେ ଘରେ ଥିବା ଶୌଚାଳୟ ସିଟ୍ ସଂଖ୍ୟା ଉପରେ ଆଧାର କରି ଟିକସ ସଂଗ୍ରହ କରାଯିବ। ନିକଟରେ ପ୍ରକାଶିତ!-->…
ଦରଦାମ ବୃଦ୍ଧିର ପ୍ରଭାବ: ଆମିଷ ଥାଳି ଶସ୍ତା, ନିରାମିଷ ମହଙ୍ଗା !
ସାଧାରଣ ଲୋକଙ୍କ ପାଇଁ ଖାଦ୍ୟ ଏକ ବର୍ଷରେ ୧୧ ପ୍ରତିଶତ ମହଙ୍ଗା ହୋଇଛି
ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଦେଶରେ ଦରଦାମ ବୃଦ୍ଧିର ପରିସ୍ଥିତି ସଙ୍କଟଜନକ ହୋଇଛି। ଖୁଚୁରା ମୁଦ୍ରାସ୍ଫୀତି ୪ ପ୍ରତିଶତକୁ ଖସି ଆସିବା ସତ୍ତ୍ବେ ଖାଦ୍ୟ ମୁଦ୍ରାସ୍ଫୀତି ଅଧିକ ରହିଛି। ଏହା!-->!-->!-->!-->!-->…
ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ
ଅର୍ପଣ ଚାଉଳକୁ ୨କୋଟି ୮୬ ଲକ୍ଷ ଟଙ୍କାରେ ବିକ୍ରି କରିଛି ଶ୍ରୀମନ୍ଦିର ପ୍ରଶାସନ
ପୁରୀ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ମହାପ୍ରଭୁଙ୍କ ଅର୍ପଣ ଚାଉଳ ନିଲାମ ହୋଇଛି। ମୋଟ ୧୦ହଜାର ୩୨୨ କ୍ବିଣ୍ଟାଲ ଅର୍ପଣ ଚାଉଳକୁ ୨କୋଟି ୮୬ ଲକ୍ଷ ଟଙ୍କାରେ ବିକ୍ରି କରିଛି ଶ୍ରୀମନ୍ଦିର ପ୍ରଶାସନ।!-->!-->!-->…
‘କଂଗ୍ରେସ ଯୁବପିଢ଼ୀମାନଙ୍କୁ “ଡ୍ରଗ୍ସର ଅନ୍ଧକାର ଦୁନିଆ”କୁ ନେଇଯାଉଛି: ଶାହା
ଦିଲ୍ଳୀରେ ୫ ହଜାର କୋଟି ଟଙ୍କାର ଡ୍ରଗ୍ସ ଧରାପଡ଼ିବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନ କଂଗ୍ରେସ ଦଳ ଉପରେ ଅଭିଯୋଗ ଲଗାଇ କହିଛନ୍ତି ଯେ ‘କଂଗ୍ରେସ ଯୁବପିଢ଼ୀମାନଙ୍କୁ “ଡ୍ରଗ୍ସର ଅନ୍ଧକାର ଦୁନିଆ”କୁ ନେଇଯାଉଛି।
ନୂଆଦିଲ୍ଳୀ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) :!-->!-->!-->…