Browsing Category

ରାଜନୀତି

ଡ୍ରୋନ୍‌ କରିବ ଡ୍ରେନ୍‌ ସର୍ଭେ

ଗତବର୍ଷ ବି ସମ୍ବେଦନଶୀଳ ଜାଗା ଖୋଜିଥିଲେ ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ଭୁବନେଶ୍ବରରେ ଥିବା ଡ୍ରେନ୍‌ଗୁଡ଼ିକର ଡ୍ରୋନ୍‌ ସର୍ଭେ ହେବ। ଡ୍ରୋନ୍‌ ଉଡ଼ି ସମ୍ବେଦନଶୀଳ ଜାଗା ଖୋଜିବ। ଏହି ସବୁ ଜାଗା ଚିହ୍ନଟ ହେବା ପରେ ବିଏମ୍‌ସି ଏକ ସ୍ବତନ୍ତ୍ର ପ୍ଲାନ୍‌ ପ୍ରସ୍ତୁତ କରିବ। ଫଳରେ

ସ୍ଥାୟୀ ଡିଜିପି ନିଯୁକ୍ତି ପ୍ରସଙ୍ଗ

କେନ୍ଦ୍ର, ଓଡ଼ିଶା ସମେତ ସାତ ରାଜ୍ୟକୁ ସୁପ୍ରିମ୍‌କୋର୍ଟଙ୍କ ନୋଟିସ୍‌ ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ପୁଲିସ ମହାନିର୍ଦ୍ଦେଶକଙ୍କ ନିଯୁକ୍ତି ନେଇ ପ୍ରକାଶ ସିଂହ ମାମଲା ମାର୍ଗଦର୍ଶିକାକୁ ଲାଗୁ କରିବା ତଥା ଦୁଇ ବର୍ଷର ନିଶ୍ଚିତ କାର୍ଯ୍ୟକାଳ ପାଇଁ ନିୟମିତ ନିଯୁକ୍ତି

୧୨ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ଆହ୍ବାନକ୍ରମେ ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ

ପାଞ୍ଚଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା

ନୂଆଦିଲ୍ଲୀ/ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) :  କେନ୍ଦ୍ର କ୍ୟାବିନେଟ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିକ୍ରମେ ଗୁରୁବାର ପାଞ୍ଚଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରିଛନ୍ତି। ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିବାକୁ

ଆନ୍ଦୋଳନକାରୀଙ୍କୁ ଗିରଫ ପାଇଁ ଚଢ଼ଉ ଜାରି

ଶାନ୍ତ ପଡ଼ୁଛି ଅଶାନ୍ତ ଭଦ୍ରକ ଭଦ୍ରକ/ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ଅଶାନ୍ତ ଭଦ୍ରକ ଓ ଧାମନଗର ଧୀରେ ଧୀରେ ଶାନ୍ତ ହେବାରେ ଲାଗିଛି। ଇଣ୍ଟରନେଟ୍‌ ସେବା ସ୍ବାଭାବିକ ହୋଇଛି। ଶାନ୍ତିରକ୍ଷା ପାଇଁ ବରିଷ୍ଠ ପୁଲିସ ଅଧିକାରୀମାନେ ବିଭିନ୍ନ ସଂଗଠନ ସହ ଆଲୋଚନା ଜାରି ରଖିଛନ୍ତି। ତେବେ,

ଷ୍ଟାର୍ଟଅପ୍‌ ଓଡ଼ିଶା କେଳେଙ୍କାରୀ: ଏପଟେ ତଦନ୍ତ, ସେପଟେ ଇସ୍ତଫା

ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ରାଜ୍ୟ ବାହାରର ଅଣଓଡ଼ିଆ ସଂସ୍ଥାକୁ ଆର୍ଥିକ ସହଯୋଗ ଦେଇ ବିବାଦକୁ ଆସିଥିବା ଷ୍ଟାର୍ଟ ଅପ୍‌ ଓଡ଼ିଶା ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଗୋଟିଏ ପଟେ ଏଥିରେ ଥିବା କେଳେଙ୍କାରୀର ତଦନ୍ତ ଚାଲିଥିବା ବେଳେ ଅନ୍ୟପଟେ ଇସ୍ତଫା ପର୍ବ ଆରମ୍ଭ ହୋଇଛି। ପୂର୍ବରୁ ଜଣେ

ଗାନ୍ଧୀଜୀଙ୍କ ପ୍ରକୃତ ଲକ୍ଷ୍ୟ ମୋଦୀଜୀ ପୂରଣ କରିଛନ୍ତି: ମୁଖ୍ୟମନ୍ତ୍ରୀ

କଟକ/ଫୁଲନଖରା,୦୩-୧୦-୨୦୨୪ (ପିପିଏସ) : ଗାନ୍ଧିଜୀଙ୍କ ପାଖରେ ମନୁଷ୍ୟତ୍ୱ ଓ ଦିବ୍ୟତ୍ୱ ଏକାକାର ହୋଇଯାଇଥିଲା। ଗାନ୍ଧିଜୀ ହେଉଛନ୍ତି ସମଗ୍ର ମାନବ ଜାତିର ସଂପଦ। ସମଗ୍ର ବିଶ୍ୱର ଆଦର୍ଶ। ତାଙ୍କ ଜୀବନ ଥିଲା ସତ୍ୟ ସହ ନିରନ୍ତର ପରୀକ୍ଷା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଜିଲ୍ଲା

ପୁଲିସ୍‌ ଷ୍ଟେସନ୍‌ ସମ୍ମୁଖରେ ଧାରଣାରେ ବସି ଗିରଫ ହେଲେ ରୁପା ଗାଙ୍ଗୁଲୀ

କୋଲକାତା/ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) :  ବାଂସଦ୍ରୋଣୀ ପୁଲିସ ଷ୍ଟେସନରେ ସାରା ରାତି ଧାରଣାରେ ବସିବା ପରେ ବିଜେପିର ବରି‌ଷ୍ଠ ନେତ୍ରୀ ତଥା ପୂର୍ବତନ ସାଂସଦ ରୁପା ଗାଙ୍ଗୁଲୀଙ୍କୁ ଗିରଫ କରିଛି ପଶ୍ଚିମବଙ୍ଗ ପୁଲିସ୍‌। ଏକ ସଡ଼କ ଦୁର୍ଘଟଣା ମାମଲାରେ ଗିରଫ ହୋଇଥିବା ବିଜେପି ନେତାଙ୍କୁ

ଓଡିଶାରେ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆମ୍ବାସଡର ସମ୍ମିଳନୀରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିସନର, କନ୍‌ସଲ୍‌ ଜେନେରାଲ୍‌, ଟ୍ରେଡ୍‌ କମିସନର ଓ କୂଟନୀତିଜ୍ଞମାନଙ୍କୁ ଭେଟିବା ପରେ କହିଛନ୍ତି ଯେ କମିଶନର, ହାଇକମିଶନର ଏବଂ ବରିଷ୍ଠ

ତେଜିଲା ଭଦ୍ରକ ହିଂସା ରାଜନୀତି

ସାମ୍ପ୍ରଦାୟିକ ହିଂସାକୁ ନେଇ ତେଜିଲା ରାଜନୀତି । ଭଦ୍ରକ ଘଟଣାରେ ବିଜେଡିକୁ ବିଜେପିର କଡ଼ା ଟାର୍ଗେଟ୍ । ଭୁବନେଶ୍ୱର ୦୧-୧୦-୨୦୨୪ (ପିପିଏସ) : ସାଂପ୍ରଦାୟିକ ହିଂସାକୁ ନେଇ ପୁଣି ତେଜିଲା ରାଜନୀତି। ଭଦ୍ରକ ଘଟଣାକୁ ନେଇ ମୁହାଁମୁହିଁ ବିଜେଡି-ବିଜେପି। ନୂଆ ସରକାରକୁ ଦୋଷ ଦେଲା ବିଜେଡି।