Browsing Category

ରାଜନୀତି

କଳିଙ୍ଗ ଛକରେ ଗଳିପୋଲ ପାଇଁ ସ୍ଥିତି ପରଖିଲେ ସାଂସଦ

କଟକ-ଚୌଦ୍ୱାର,୦୧-୧୦-୨୦୨୪ (ପିପିଏସ) : ନିର୍ମାଣାଧୀନ ୫୫ ନମ୍ବର ଜାତୀୟ ରାଜପଥର କଳିଙ୍ଗଛକଠାରେ ରାଜପଥରେ ଏକ ଗଳିପୋଲ ନିର୍ମାଣ କରିବା ପାଇଁ କଳିଙ୍ଗ ବଜାର କମିଟି କଟକ ସାଂସଦ ଭତ୍ତୃହରି ମହତାବଙ୍କୁ ପୂର୍ବରୁ ଏକ ଲିଖିତ ଆବେଦନ କରିଥିଲେ ।ବ୍ୟସ୍ତ ବହୁଳ କଳିଙ୍ଗ ଛକରେ ଜାତୀୟ ରାଜପଥରରେ

ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା

ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ କଟକ,୦୧-୧୦-୨୦୨୪ (ପିପିଏସ) : ବିଜୁ ଜନତା ଦଳ (ବିଜେଡି)ର ରାଉରକେଲା ବିଧାୟକ ସାରଦା ନାୟକଙ୍କ ନାଁରେ ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା ନେଇ ଓଡ଼ିଶା ହାଇକୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ

ଭରତପୁର କାଣ୍ଡ:ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ। ତଦନ୍ତ କମିଶନ ଜଷ୍ଟିସ୍ ଚିତ୍ତରଞ୍ଜନ ଦାସ ପ୍ରଥମ ବୈଠକ କରିଛନ୍ତି। ଏଥିରେ ପୁଲିସ ଡିଜି ଓ ଗୃହ ସଚିବ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକ ପରେ

 ବାପାଙ୍କ ଠାରୁ ଅଲଗା ହୋଇଥିବା ବ୍ୟକ୍ତିଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ବାପାଙ୍କଠାରୁ ଭିନେ ହୋଇ ଅଲଗା ପରିବାର କରିଥିବା ବ୍ୟକ୍ତିଙ୍କୁ ବି ମିଳିବ ଆବାସ ଯୋଜନାରେ ଘର | ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ପୂର୍ବ ସରକାରରେ ବଞ୍ଚିତ ହୋଇଥିବା

ସ୍ୱପ୍ନ ଫାଉଣ୍ଡେସନ୍ ଓ କମିଶନରେଟ ପୋଲିସ ପକ୍ଷରୁ ବିଶାଳ ରକ୍ତଦାନ ଶିବିର

ରକ୍ତଦାନ ପାଇଁ ଉତ୍ସାହିତ କଲେ ସୀନେଷ୍ଟାର କଟକ,୩୦-୦୯-୨୦୨୪ (ପିପିଏସ) : ରାଜ୍ୟରେ ଏବେ ରକ୍ତର ବହୁତ ଅଭାବ ଦେଖା ଦେଇଛି । ଯାହାଦ୍ୱାରା ବହୁତ ରୋଗୀ ଓ ଥାଲାସିମିଆ ରୋଗରେ ପୀଡିତ ଛୋଟ ଛୋଟ ଛୁଆମାନେ ରକ୍ତ ନପାଇ ଏମିତିକି ରୋଗୀଙ୍କ ପରିଜନ ରକ୍ତ ଭଣ୍ଡାର ଆଗରେ ଦୈନଦିନ ଘଂଟା ଘଂଟା

ଜିଲ୍ଲାପାଳ ଓ ଏସପି ଦ୍ଵିତୀୟ ସମ୍ମିଳନୀ

ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବୋଧିତ କରି କହିଛନ୍ତି ମୋ ରାଜ୍ୟର ପୁଲିସ ବିଭାଗଠାରୁ ଅତ୍ୟନ୍ତ ଉଚ୍ଚକୋଟୀର ସେବା ମୁଁ ଆଶା କରୁଛି। ଯାହାଦ୍ବାରା ଆଗାମୀ ଦିନରେ ମୁଁ ଗର୍ବର ସହିତ କହିପାରିବି ଯେ,

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ଲାଗିପାରେ ମୋହର ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।

ପୁଲିସଙ୍କ ଆଚରଣ-ଉଚ୍ଚାରଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

ସପ୍ତାହକ ମଧ୍ୟରେ ମହିଳା ହିଂସା ତଥ୍ୟ ଲୋଡିଲେ ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମ‌ୋହନ ଚରଣ ମାଝୀ ସମ୍ବୋଧିତ କରି କହିଛନ୍ତି ମୋ ରାଜ୍ୟର ପୁଲିସ ବିଭାଗଠାରୁ ଅତ୍ୟନ୍ତ ଉଚ୍ଚକୋଟୀର ସେବା ମୁଁ ଆଶା କରୁଛି। ଯାହାଦ୍ବାରା

ଶ୍ରୀମନ୍ଦିର ରୋଷଘର ଘିଅ ସହ ଯାଞ୍ଚ ହେବ ଅବଢ଼ାର ମାନ

ସୁପକାର ସେବକଙ୍କ ମତ ଅମୁଣିଆ ଯାଞ୍ଚ ଠିକ୍ । ମହାପ୍ରସାଦ ମାନ ପରୀକ୍ଷଣକୁ ଦର୍ଶାଇଲେ ଶାସ୍ତ୍ର ବିରୋଧୀ । ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ଶ୍ରୀମନ୍ଦିରରେ ମହାପ୍ରସାଦର ହେବ ମାନ ଯାଞ୍ଚ । ରୋଷ ଘରକୁ ଯାଉଥିବା ସାମଗ୍ରୀ ହେଉ କି ସେଠୁ ବାହାରୁଥିବା ଅବଢ଼ା, ସବୁର ହେବ ମାନ ପରୀକ୍ଷଣ।

ବିଷ ବଳୟରେ ତାଳଚେର

ଦେଶର ଆର୍ଥିକ ବିକାଶ‌ରେ ତାଳଚେରର ରହିଛି ଗୁରୁତ୍ବପୂର୍ଣ୍ଣ ଭୂମିକା। ଦେଶ ସ୍ବାଧୀନତା ଲାଭ କରିବା ପୂର୍ବରୁ ତାଳଚେରରେ କୋଇଲା ଖଣିର ସନ୍ଧାନ ମିଳିଥିଲା। ଏଥିରୁ ମିଳୁଥିବା ବିପୁଳ ରାଜସ୍ବ ଦେଶର ଆର୍ଥିକ ସମ୍ବଳ ବୃଦ୍ଧି କରୁଛି। ତାଳଚେର/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ଦେଶର