Browsing Category

ରାଜନୀତି

କ’ଣ ରାହୁଲ ଗାନ୍ଧୀ ଏମଏସପିର ସଂପୂର୍ଣ୍ଣ ଅର୍ଥ ଜାଣିଛନ୍ତି : ଅମିତ ଶାହା

 ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : କୃଷକଙ୍କ ସ୍ୱାର୍ଥକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କରି ପ୍ରଶ୍ନ କରିଛନ୍ତି ଯେ ସେ ଏମଏସପିର ସମ୍ପୂର୍ଣ୍ଣ ଅର୍ଥ ଜାଣିଛନ୍ତି କି? ସେ ଆହୁରି ମଧ୍ୟ କହିଛନ୍ତି ଯେ ହରିୟାଣାର

ଆଗାମୀ ଦିନରେ ଓଡ଼ିଶାକୁ ସାରା ବିଶ୍ୱର ଲୋକଙ୍କ ସୁଅ ଛୁଟିବ: ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ବିଶ୍ୱ ପର୍ଯ୍ୟଟନ ଦିବସରେ ଆଜି ପର୍ଯ୍ୟଟନ ବିଭାଗ ପକ୍ଷରୁ ଏକ ବାଇକ ରାଲି ହୋଇଯାଇଛି।  ଏହି ଅବସରରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଧଉଳିରୁ କୋଣାର୍କ ପର୍ଯ୍ୟନ୍ତ ଏକ "ଐତିହ ସୁପରବାଇକ ରାଲି"ର ଶୁଭାରମ୍ଭ କରାଯାଇଛି। ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ

ନୀଳଗିରି ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା

ନୀଳଗିରି/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ନୀଳଗିରି ବିଜ୍ଞପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ଭୋଟିଂରେ ପରାସ୍ତ ହୋଇଛନ୍ତି ବିଜେଡି ସମର୍ଥିତ ଅଧ୍ୟକ୍ଷା ଅମ୍ବିକା ଦାସ। ନୀଳଗିରି ଏନଏସି ମୋଟ ୧୩ଜଣ କାଉନସିଲର ଥିବା ବେଳେ ଏହି ଭୋଟିଂରେ ମୋଟ ୧୧ ଜଣ ଉପସ୍ଥିତ

ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବଢ଼ାଇଲା କେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : କେନ୍ଦ୍ର ସରକାରଙ୍କ ବିଭିନ୍ନ ପ୍ରତିଷ୍ଠାନରେ କାର୍ଯ୍ୟରତ ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ବିଭିନ୍ନ ସଂସ୍ଥାରେ କୋଠା ନିର୍ମାଣ, ମାଲ ବୋଝେଇ ଓ ଖଲାସ, ସୁରକ୍ଷା, ସଫେଇ, ହାଉସକିପିଂ,

ଭର୍ତ୍ତୃହରି ମହତାବ ଅର୍ଥ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ

୨୦୧୪ରେ ଅର୍ଥମବୀ ଅରୁଣ ଜେଟ୍‌ଲିଙ୍କ ପ୍ରସ୍ତାବକୁ ଗ୍ରହଣ କରିନଥିଲେ ନବୀନ ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ସଂସଦର ଗୁରୁତ୍ୱପୂର୍ଣ୍ଣ ଅର୍ଥ ଷ୍ଟାଣ୍ଡିଙ୍ଗ୍ କମିଟିର ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି । ପାର୍ଲାମେଣ୍ଟାରୀ

ଭୁବନେଶ୍ବରରେ ନଡ୍ଡା

ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ତାଙ୍କୁ

ନେତାଙ୍କ ପୁଅ ନେତା ହୁଅନ୍ତିନି:ଜେପି ନଡ୍ଡା

ବିଜେପି ଲାଷ୍ଟ୍ ମ୍ୟାନ୍ ଆଟ୍ ଲାଷ୍ଟ୍ ମାଇଲରେ ବିଶ୍ବାସ କରେ। ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ

 ସୁଭଦ୍ରା ଯୋଜନାରେ ୯୨ ଲକ୍ଷ ଆବେଦନ: ପ୍ରଭାତୀ ପରିଡ଼ା

ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): ଏଯାଏ ୯୨ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିସାରିଲେଣି। ଏନେଇ ଆଜି ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏହି ସଂଖ୍ୟ ସପ୍ତାହକ ଭିତରେ ଏକ କୋଟି ଛୁଇଁବ ବୋଲି ସେ ଆଶା ପ୍ରକାଣ କରିଛନ୍ତି।

ଗଜିଆଗୁଡ଼ା ଗାଁକୁ  ଦେଶୀ ଡଙ୍ଗା ଭରଷା

ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଗୋବିନ୍ଦପାଲ୍ଲୀ ପଞ୍ଚାୟତର ଗଜିଆଗୁଡ଼ା ଗାଁ। ସ୍ଥଳପଥରେ ଗାଁକୁ ସିଧାସଳଖ ରାସ୍ତା ନଥିଲା ବେଳେ ନଦୀରେ ଜଳଯାତ୍ରା କରିବାକୁ ପଡ଼ୁଛି। ମାଲକାନଗିରି: ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଗୋବିନ୍ଦପାଲ୍ଲୀ ପଞ୍ଚାୟତର ଗଜିଆଗୁଡ଼ା ଗାଁ। ସ୍ଥଳପଥରେ

ସ୍ୱାଭିମାନ ଅଞ୍ଚଳରେ ପ୍ରଜାମେଳି

କ୍ୟାମ୍ପ ଉଠିଲେ ଆତ୍ମଦାହ ଧମକ ଦେଲେ ଗ୍ରାମବାସୀ ଚିତ୍ରକୋଣ୍ଡା/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଦୁର୍ଗମ ଯନ୍ତ୍ରୀ ପଞ୍ଚାୟତ ରେ ବିଏସଏଫ କ୍ୟାମ୍ପ ଉଠିବା ପ୍ରତିବାଦ ରେ ପ୍ରଜାମେଳି କରି ଏକଜୁଟ ହେଲେ ଯନ୍ତ୍ରୀ ପଞ୍ଚାୟତର ଚଉଦ