Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ହରିଆଣା ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧା
ନୂଆଦିଲ୍ଲୀ/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ) : ହରିଆଣାରେ ଆଗାମୀ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ଜୁଆନା ନିର୍ବାଚନମଣ୍ଡଳୀରେ ସବୁଠାରୁ ରୋଚକ ଲଢ଼େଇ ଦେଖିବାକୁ ମିଳିବ। ଏହି ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧାଙ୍କର ଦଙ୍ଗଲ ସମସ୍ତଙ୍କୁ ଆକର୍ଷିତ କରିଛି। ଜୁଆନାର!-->…
ଜିଲ୍ଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ
ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ରାଜ୍ୟ ସ୍ତରୀୟ ଅଭିଯୋଗ ଶୁଣାଣି ସହିତ ଆଗାମୀଦିନରେ ଜିଲ୍ଲା ସ୍ତରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ ଖୋଲିବ | ମୁଖ୍ୟମନ୍ତ୍ରୀଙ୍କ ଇଛା ଆଗାମୀ ଦିନରେ ଉତ୍ତର ଓଡ଼ିଶା, ପଶ୍ଚିମ ଓଡ଼ିଶା, ଦକ୍ଷିଣ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ!-->…
ଅନୁରା ଦିସାନାୟକେ ହେବେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି !
କଲମ୍ବୋ/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନରେ ନ୍ୟାସନାଲ ପିପୁଲ୍ସ ପାୱାର (ଏନପିପି)ର ଅନୁରା କୁମାର ଦିସାନାୟକେ ନିର୍ଣ୍ଣାୟକ ଅଗ୍ରଣୀ ହାସଲ କରିଛନ୍ତି। ଭୋଟ ଗଣତି ଜାରି ରହିଥିବାବେଳେ ବର୍ତ୍ତମାନ ସୁଦ୍ଧା ଦିସାନାୟକଙ୍କୁ ୫୨% ଭୋଟ୍ ମିଳିଥିବା ବେଳେ!-->…
ଶଙ୍ଖ ଭବନରେ ହଙ୍ଗାମା
ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ବିଜୁ ଜନତା ଦଳ (ବିଜେଡି) ଦିନକ ପରେ ଅର୍ଥାତ ଆସନ୍ତା ୨୪ ତାରିଖରେ ରାଜଧାନୀ ଭୁବନେଶ୍ବରରେ ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଏଥି ପାଇଁ ଆଜି ଡକାଯାଇଥିବା ପ୍ରସ୍ତୁତି ବୈଠକରେ ଦଳୀୟ କର୍ମୀମାନେ ହଙ୍ଗାମା କରିଛନ୍ତି। ଆଜି ଅପରାହ୍ନରେ ‘ଶଙ୍ଖ ଭବନ’ରେ ଦୁଇ!-->…
ଭରତପୁର ଥାନା ପ୍ରସଙ୍ଗ: ଏକାଠି ହେଲା ପୁଲିସ
ବିନା ଅନୁମତିରେ ପୁଲିସ ଏଭଳି ଏକାଠି ହୋଇପାରିବେ ନାହିଁ: ସିପି ସଞ୍ଜୀବ ପଣ୍ଡା
ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଆଜି ଅପରାହ୍ନରେ ରିଜର୍ଭ ପୁଲିସ ପଡ଼ିଆରେ ହାବିଲଦାରଙ୍କଠାରୁ ଏଡିସିପି ରୢାଙ୍କ୍ର ଶହଶହ ପୁଲିସ କର୍ମଚାରୀ ଏକାଠି ହୋଇଥିଲେ। ନିଲମ୍ବିତ ହୋଇଥିବା ପୁଲିସ ଅଧିକାରୀ!-->!-->!-->!-->!-->…
ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି : ମୟୂରଭଞ୍ଜ ଗସ୍ତ ବାତିଲ୍
ବାରିପଦା/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଦେଖାଦେଲା ଯାନ୍ତ୍ରିକ ତ୍ରୁଟି। ତେଣୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍ ହୋଇଛି। ସେ କାରକେଟ୍ରେ ସଡ଼କ ପଥରେ କେନ୍ଦୁଝରରୁ ରାଜଧାନୀ ଭୁବନେଶ୍ୱର ଅଭିମୁଖେ ଆସୁଛନ୍ତି।
!-->!-->!-->…
ସଂକଳ୍ପପତ୍ର ଆମପାଇଁ ଧର୍ମଗ୍ରନ୍ଥ:ମୁଖ୍ୟମନ୍ତ୍ରୀ
ପୁରୀ/ଭୁବନେଶ୍ୱର,୧୯-୦୯-୨୦୨୪(ପିପିଏସ): ରାଜ୍ୟରେ ବିଜେପି ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ତାହା ପୂରଣ କରିଛନ୍ତି। କଥାକୁ କାର୍ଯ୍ୟରେ କରି ଦେଖାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ୧୦୦ ଦିନ ପୂରଣ ହୋଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ!-->…
ଦାବି ମାନିବାକୁ ରାଜିହେଲେ ମମତା
କୋଲକାତା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଘୋଷଣା କରିଛନ୍ତି ଯେ ସେ ଆନ୍ଦୋଳନରତ ଡାକ୍ତରମାନଙ୍କ କଥା ମାନିବାକୁ ରାଜି। କୋଲକାତା ପୁଲିସ କମିସନର ଭିନିତ୍ ଗୋୟଲଙ୍କୁ ତାଙ୍କ ପଦରୁ ହଟାଇ ଦିଆଯିବ ବୋଲି ମମତା ସ୍ପଷ୍ଟ କରିଛନ୍ତି।!-->…
ଓଡ଼ିଶାରେ ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି। ପ୍ରଧାନମନ୍ତ୍ରୀ ଏନେଇ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ୍ କରି ଲେଖିଛନ୍ତି, ‘ଚା’ ପିଇବା ସହ ଆନନ୍ଦଦାୟକ!-->…
ଅସୁସ୍ଥ ବିଶ୍ବଭୂଷଣଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅସୁସ୍ଥତା ବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ!-->…