Browsing Category

ରାଜନୀତି

ମହିଳାଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଯୋଜନା ଟଙ୍କା : ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : "ସୁଭଦ୍ରା" ଯୋଜନାରେ ମହିଳାଙ୍କ ଖାତାକୁ ଗଲା ଟଙ୍କା । ଜନତା ମଇଦାନରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜ ଜନ୍ମ ଦିନ ଅବସରରେ ଓଡ଼ିଶାର ମହିଳାଙ୍କୁ ଏକ ବଡ଼ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ। ବଟନ ଟିପି ଏହି ଯୋଜନାର

ମୁଖ୍ୟମନ୍ତ୍ରୀଙ୍କ ସହ ଓସ୍‌ଜା ପ୍ରତିନିଧିଙ୍କ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା

ଓଡ଼ିଶାରେ କାର୍ଯ୍ୟରତ କ୍ରୀଡ଼ା ସାମ୍ବାଦିକଙ୍କୁ ନେଇ ଗଠିତ ରାଜ୍ୟ ସଂଘ ଓସ୍‌ଜା (ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ)ର ଏକ ପ୍ରତିନିଧି ମଣ୍ଡଳି ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ଦାବି ବିଷୟରେ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍ରୱାଲ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ମଦ ନୀତି ମାମଲାରେ ତିହାର ଜେଲରୁ ମୁକ୍ତ ହେବାର ୨ ଦିନ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରବିବାର ଘୋଷଣା କରିଛନ୍ତି ଯେ ସେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦେବେ। କେଜ୍ରିୱାଲ୍‌ ଗୁରୁତ୍ୱାରୋପ କରିଛନ୍ତି ଯେ ଆମ୍ ଆଦମୀ ପାର୍ଟି

ସୁଭଦ୍ରା ଶୁଭାରମ୍ଭ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଦିନକ ପରେ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ମହିଳାମାନଙ୍କ ପାଇଁ ଉଦ୍ଦିଷ୍ଟ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବେ। ଏହାର ସଫଳ ରୂପାୟନ ପାଇଁ ମୋହନ ଚରଣ ମାଝୀଙ୍କ ସରକାର ଓ ପ୍ରଶାସନ ଜୋରଦାର ପ୍ରସ୍ତୁତି

ସୁଭଦ୍ରା ଯୋଜନା କୁ ସ୍ୱାଗତ ପାଇଁ ବିଶାଳ ପଦଯାତ୍ରା

ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଭୁବନେଶ୍ୱରରେ ଆଜି ବିଶାଳ ପଦଯାତ୍ରା ଆୟୋଜିତ ହୋଇଥିଲା। ରାଜଧାନୀର ୟୁନିଟ ୩ ଗିରିଦୁର୍ଗା ମନ୍ଦିରଠାରୁ ରମାଦେବୀ ବିଶ୍ୱ ବିଦ୍ୟାଳୟ ଛକ ପର୍ଯ୍ୟନ୍ତ ଏହି ପଦଯାତ୍ରା ହୋଇଥିଲା। ଏଥିରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି

ସୁଭଦ୍ରା ଯୋଜନା : ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା

ଭୁବନେଶ୍ବର,୧୫-୦୯-୨୦୨୪(ପିପିଏସ) : ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜି ଯାଇଛି ୧ଟଙ୍କା । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯାଇଛି । ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଆଜି ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ବିଶାଳ ପଦଯାତ୍ରାରେ

ରାଉରକେଲା ଓ ବ୍ରହ୍ମପୁର ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍

ରାଉରକେଲା/ବ୍ରହ୍ମପୁର/ଭୁବନେଶ୍ବର,୧୫-୦୯-୨୦୨୪(ପିପିଏସ) : ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ରାଉରକେଲା-ହାୱାଡ଼ା ଓ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଓଡ଼ିଶାର ୧୦ ଲକ୍ଷ  ହିତାଧିକାରୀଙ୍କୁ ଆବାସ ବାଣ୍ଟିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେହି ଦିନ ସେ ଓଡ଼ିଶାର ୧୦ ଲକ୍ଷ  ହିତାଧିକାରୀଙ୍କୁ ଆବାସ ବାଣ୍ଟିବେ। ଏନେଇ ସୂଚନା ଦେଇଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ। ଖାଲି ସେତିକି ନୁହେଁ, ଆସନ୍ତା ୧୭

ରେଭେନ୍ସା ନାଁ ପରିବର୍ତ୍ତନ ଆବଶ୍ୟକ, ବହୁ ଦିନର ଦାବି : ଭର୍ତ୍ତୃହରି

ରେଭେନ୍ସା ନାଁ ପରିବର୍ତ୍ତନ ପାଇଁ ୧୯୪୯ ମସିହାରୁ ଦାବି ହୋଇଆସୁଛି ବୃହତ୍ତର ଓଡ଼ିଶା ଗଠନ ପରଠୁ ବିଭିନ୍ନ ସମୟରେ ଛାତ୍ରମାନେ ଆନ୍ଦୋଳନ କରିଛନ୍ତି ଗଜପତି କପିଳେନ୍ଦ୍ର ଦେବଙ୍କ ନାଁରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟକୁ ନାମିତ କରାଯାଉ ଭୁବନେଶ୍ୱର,୧୩-୦୯-୨୦୨୪ (ପିପିଏସ) :

ପରାଜୟକୁ ଗ୍ରହଣ କରିପାରୁନାହାନ୍ତି ପ୍ରାର୍ଥୀ; ହାଇକୋର୍ଟରେ ୩୦ଟି ମିଥ୍ୟା ସତ୍ୟପାଠ ମାମଲା 

କଟକ/୧୩-୦୯-୨୦୨୪ (ପିପିଏସ) : ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ଆସିବାକୁ ୩ ମାସ ବିତିଲାଣି। ହେଲେ ଏବେ ଯାଏଁ ପରାଜୟକୁ ସହଜରେ ଗ୍ରହଣ କରିପାରୁନାହାଁନ୍ତି ଅଧିକାଂଶ ପ୍ରାର୍ଥୀ। ଯେଉଁଥିପାଇଁ ଏଥର ହାଇକୋର୍ଟରେ ଦାଖଲ ହୋଇଛି ସର୍ବାଧିକ ମିଥ୍ୟା ସତ୍ୟପାଠ ମାମଲା। କିଏ ଭୁଲ ତଥ୍ୟ ପାଇଁ ତ ଆଉ