Browsing Category

ରାଜନୀତି

ବିପଜ୍ଜନକ  ଅବସ୍ଥାରେ ସ୍ମାର୍ଟ ସିଟି ରାସ୍ତାଘାଟ

ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ସ୍ଥିତି ସାଂଘାତିକ ।  ଯୁଆଡ଼େ ଯିବ, ସିଆଡ଼େ ଖାଲଖମା । ରାସ୍ତାରୁ ପିଚୁ ଉଠିଗଲାଣି । ଗୋଡ଼ି ବିଛାଇ ହୋଇ ପଡ଼ିଛି।  କେଉଁଠି କାଦୁଅ, ଆଉ କେଉଁଠି ପାଣି । ଟିକିଏ ନଜର  ହଟିଲେ, ଦୁର୍ଘଟଣା ହେବା ଥୟ । କେତେବେଳେ  ଯେ ଏ ରାସ୍ତା ମାରିଦେବ, କହି ହେବନି

ଅବକାରୀ ନୀତିରେ ପରିବର୍ତ୍ତନ : ପୁରୀ ବେଳାଭୂମିରେ ଖୋଲିବନି ମଦଦୋକାନ

ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ରାଜ୍ୟ ସରକାର ଅବକାରୀ ନୀତିରେ କେତେକ ପରିବର୍ତ୍ତନ କରିଛନ୍ତି। ତାହା ଅନୁଯାୟୀ, ପୁରୀ ବେଳାଭୂମିରେ ଆଉ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯିବନାହିଁ। ଠିକ୍ ସେହିପରି ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଦ କ୍ୟାବିନ୍ ନିଷିଦ୍ଧ। ସାମାଜିକ,

‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ

ନୂଆଦିଲ୍ଲୀ/ଭୁବନେଶ୍ବର,୧୨-୦୯-୨୦୨୪ (ପିପିଏସ) : ଗ୍ଲୋବାଲ ବାୟୋ ଇଣ୍ଡିଆ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ ଖୋଲାଯାଇଛି । ରାଜ୍ୟର ବିଭିନ୍ନ ବାୟୋ ଟେକ୍ନୋଲୋଜି ଷ୍ଟାର୍ଟଅପ୍ ଅଂଶ ଗ୍ରହଣ କରି ସେମାନଙ୍କ ଅଭିନବ ଜ୍ଞାନକୌଶଳ ଓ ଉତ୍ପାଦକୁ ପ୍ରଦର୍ଶନ କରୁଛନ୍ତି। ବାୟୋ ଟେକ୍ନୋଲୋଜି

ଓଡ଼ିଶାରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ନିୟମ

ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ରାଜ୍ୟ ସରକାର ନୂଆ ନିୟମ ଆଣିଛନ୍ତି। ପୁନଃ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବେ। ଅବସରପ୍ରାପ୍ତ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ଗାଇଡଲାଇନ୍ ଆସିଛି। ଏଥିରେ

ସୁଭଦ୍ରା ସଚେତନ ରଥକୁ ଶୁଭାରମ୍ଭ କଲେ ବିଧାୟକ

ଢେଙ୍କାନାଳ/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଗାଁ ଗାଁ ରେ ସୁଭଦ୍ରା ଯୋଜନାକୁ ନେଇ ସଚେତନତା ଓ ସୁଭଦ୍ରା ଯୋଜନାରେ ଅଧିକ ତଥ୍ୟ ଲୋକମାନେ ଜାଣିବା ଲକ୍ଷ୍ୟ ନେଇ ସୁଭଦ୍ରା ରଥ କୁ ଶୁଭାରମ୍ଭ କଲେ ବିଧାୟକ l ଗୁରୁବାର ଅପରାହ୍ନରେ ପର୍ଜଙ୍ଗ ନିର୍ବାଚନ ମଣ୍ଡଳୀର କଙ୍କଡ଼ାହାଡ଼ ବ୍ଲକ

ମୋହନ ସରକାର କଲେ ବଡ଼ ଘୋଷଣା : ଗୋପାଳପୁର ବନ୍ଦରର ମାଲିକ ହେଲା ଆଦାନୀ ଗୃପ

ଗୋପାଳପୁର ବନ୍ଦରର ୯୫% ଅଂଶଧନ ଆଦାନୀ ଗୃପ ପାଖରେ ୧୩୪୯ କୋଟି ଟଙ୍କାରେ କିଣାଗଲା ଗୋପାଳପୁର ବନ୍ଦରର ସେୟାର Shapoorji Pallonji Group ରୁ ୫୬ ପ୍ରତିଶତ ଓ Orissa Stevedores ରୁ ୩୯ ପ୍ରତିଶତ ଅଂଶଧନ ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଶେଷ ହୋଇଛି ମୁଖ୍ୟମନ୍ତ୍ରୀ ମୋହନ

ପରଲୋକରେ ସିପିଆଇଏମ ନେତା ସୀତାରାମ ୟେଚୁରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ ସୀତାରାମ ୟେଚୁରୀ ଆଡମିଶନ ହୋଇଥିଲେ। ଫୁସ୍‌ଫୁସ୍‌

ଅମିତ ଶାହା ହେଲେ ସଂସଦୀୟ ସରକାରୀ ଭାଷା କମିଟି ଅଧ୍ୟକ୍ଷ : ଶୁଭେଚ୍ଛା ଜଣାଇଲେ ସାଂସଦ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧-୦୯-୨୦୨୪ (ପିପିଏସ) : କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହା ସର୍ବସମ୍ମତି କ୍ରମେ ସଂସଦୀୟ ସରକାରୀ ଭାଷା କମିଟିର ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ନୂତନ ସରକାର ଗଠନ ପରେ ଆଜି ନୂଆଦିଲ୍ଲୀରେ ସରକାରୀ ଭାଷା ଉପରେ ସଂସଦୀୟ କମିଟି ଗଠନ ପାଇଁ

୧୫ରୁ ଓଡ଼ିଶାକୁ ଆଉ ୩ଟି ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର/ ୧୦-୦୯-୨୦୨୪ (ପିପିଏସ): ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା

ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା