Browsing Category

ରାଜନୀତି

ଓଡ଼ିଶାରେ ଉତ୍ପାଦନ ହେବ ସିଲିକନ୍ କାର୍ବାଇଡ୍‌: ଦେଶର ପ୍ରଥମ କାରଖାନା

ଭୁବନେଶ୍ୱର/୦୮-୦୯-୨୦୨୪(ପିପିଏସ): ରାଜ୍ୟରେ‌ ସେମିକଣ୍ଡକ୍ଟର ଉତ୍ପାଦନର ଭିତ୍ତି ପଡ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇନ୍‌ଫୋଭ୍ୟାଲିର ଇଏମ୍‌ସି ପାର୍କରେ ‘ଆର୍‌ଆଇଆର୍‌ ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍‌’ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହା ହେଉଛି ଦେଶର ପ୍ରଥମ ସିଲିକନ୍

ସୁଭୁଦ୍ରା ପାଇଁ କାହାରିକୁ ଠକାମି କଲେ କ୍ଷମା ନାହିଁ: ମନ୍ତ୍ରୀ

ଆସନ୍ତା ୧୭ତାରିଖ ଠାରୁ ସୁଭଦ୍ରା ଯୋଜନା ଆରମ୍ଭ ହେବ। ଏବେ ଆବେଦନ କରିଥିବା ମହିଳାଙ୍କ ଠାରୁ ଆରମ୍ଭ କରି ୧୭ପରେ ବି ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀ ମହିଳାଙ୍କୁ ବର୍ଷକୁ ରକ୍ଷାବନ୍ଦନ ଓ ଅର୍ନ୍ତଜାତୀୟ ମହିଳା ଦିବସରେ ୫ହଜାର ଲେଖାଏଁ ୧୦ହଜାର ୫ବର୍ଷ ଦିଆଯିବ। 

ଆଦିବାସୀସାହିରେ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ

କଟକ/ବାରଙ୍ଗ/୦୮-୦୯-୨୦୨୪(ପିପିଏସ): ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝୀ ବାରଙ୍ଗସ୍ଥିତ ଏକ ଆଦିବାସୀସାହିରେ ପଖାଳ ଖାଇବା ସାଙ୍ଗକୁ ତୋରାଣି ପିଇବା ଘଟଣା ବେଶ୍‌ ଚର୍ଚ୍ଚାର ବିଷୟ ହୋଇଛି। ଅତିଥିଭାବେ ତାଙ୍କୁ ଅରୁଆ ଅନ୍ନ ସାଙ୍ଗକୁ ୨୨ ପ୍ରକାର ବ୍ୟଞ୍ଜନ ବଢ଼ାଯାଇଥିଲେ ମଧ୍ୟ ସେ ଓଡ଼ିଆଙ୍କ

ଚାଷୀଙ୍କୁ ନୂଆଁଖାଇ ଭେଟି : ଆରମ୍ଭ ହେବ ସିଏମ କିଷାନ ଯୋଜନା

ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ଚାଷୀଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର । ଆଜି ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ପାଇବେ ୪ ହଜାର ଟଙ୍କାର ଆର୍ଥିକ ସହାୟତା। ଆଜି ଅପରାହ୍ନରେ

ବ୍ୟକ୍ତିଗତ ତଥା ବୃତ୍ତିଗତ ଅଭିବୃଦ୍ଧିରେ ମହିଳାଙ୍କୁ ଶସକ୍ତ କରିବା ସୁଭଦ୍ରା ଯୋଜନାର ମୂଳ ଲକ୍ଷ୍ୟ : ସାଂସଦ

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ସଚେତନତା ରଥର ସୁଭାରମ୍ଭ ୧୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବ୍ଲକ୍ ଓ ଗ୍ରାମ ପଞ୍ଚାୟତରେ ବୁଲିବ ୭ଟି ସଚେତନତା ରଥ ୧୪ଟି ବ୍ଲକର ୧୬୨୬ଟି ସାଧାରଣ ସେବା କେନ୍ଦ୍ର ଓ ୩୬୨ଟି ମୋ ସେବା କେନ୍ଦ୍ରରେ ବିନା ମୂଲ୍ୟରେ ମିଳିବ ଫର୍ମ

ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ

ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା : ଶେଷ ହିତାଧିକାରୀ ପର୍ଯ୍ୟନ୍ତ ଚାଲିବ ସୁଭଦ୍ରା ପଞ୍ଜୀକରଣ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ସୁଭଦ୍ରା ଯୋଜନା ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ଘୋଷଣା କରିଛନ୍ତି । ଶନିବାର ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ।

‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ

ରତ୍ନଭଣ୍ଡାର ପାଇଁ ତିଆରି ହେବ ହାଇସିକ୍ୟୁରିଟି ଭଲ୍‌ଟ

ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ଧନ ସମ୍ପତ୍ତିର ସୁରକ୍ଷା ଏକ ବଡ଼ ପ୍ରସଙ୍ଗ ହୋଇରହିଥିବା ବେଳେ ତାହାର ସ୍ଥାୟୀ ସମାଧାନ କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ରତ୍ନଭଣ୍ଡାରର ଅଳଙ୍କାରଗୁଡ଼ିକର ସୁରକ୍ଷାକୁ ସୁନିଶ୍ଚିତ କରିବା ଲାଗି ଏକ

କଂଗ୍ରେସରେ ସାମିଲ ହେବେ ଭିନେଶ-ବଜରଙ୍ଗ !

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ ପୂର୍ବରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ନିର୍ବାଚନ ପୁର୍ବରୁ କଂଗ୍ରେସ ଦଳରେ ନୂଆ ମୁହଁକୁ ସାମିଲ କରି ମଇଦାନକୁ ଓହ୍ଲାଇବ ବୋଲି ଚର୍ଚ୍ଚା ହେଉଛି। ଲୋକପ୍ରିୟ ମହିଳା ରେସଲର ଭିନେଶ ଫୋଗାଟ କଂଗ୍ରେସର