Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିଜେପିରେ ସୁଜିତ କୁମାର
ନୂଆଦିଲ୍ଲୀ:/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ପଦ୍ମ ଧରିଲେ ସୁଜିତ କୁମାର । ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ।ରାଜ୍ୟ ରାଜନୀତିରେ ବଡ଼ ହଲଚଲ୍ । କ୍ଷମତାରୁ ହଟିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ବଡ଼!-->!-->!-->…
ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଲେ ସାଂସଦ ସୁଜିତ କୁମାର
ଉଭୟ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର।
ସେ ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଓ ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି।
ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଉଭୟ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର। ସେ ବିଜେଡି ଅଧ୍ୟକ୍ଷ!-->!-->!-->!-->!-->!-->!-->…
ନବମ-ଏକାଦଶ ଛାତ୍ରଛାତ୍ରୀଙ୍କୁ ୫ ହଜାର ହାତଖର୍ଚ୍ଚ: ସ୍ବାସ୍ଥ୍ୟମନ୍ତ୍ରୀ
ଏହା ଦ୍ବାରା ରାଜ୍ୟର ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ ବୋଲି ବିଧାନସଭାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ପ୍ରଦାନ କରିଛନ୍ତି।
ଭୁବନେଶ୍ବର/୦୫-୦୯-୨୦୨୪(ପିପିଏସ ): ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ!-->!-->!-->!-->!-->…
ବିଧାନସଭାରେ ରେଭେନ୍ସା ଝଡ଼
ଶୂନ୍ୟକାଳରେ ଶାସକ ଏବଂ ବିରୋଧୀ ଏହି ପ୍ରସଙ୍ଗରେ ମୁହାଁମୁହିଁ
ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ରେଭେନ୍ସା ବିଶ୍ବବିଦ୍ୟାଳୟର ନାମ ପରିର୍ତ୍ତନକୁ ନେଇ ଗୁରୁବାର ବିଧାନସଭାରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ଶୂନ୍ୟକାଳରେ ଶାସକ ଏବଂ ବିରୋଧୀ ଏହି ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି। !-->!-->!-->!-->!-->…
୫ ବର୍ଷରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ: ସୁରେଶ ପୂଜାରୀ
ଭୁବନେଶ୍ୱର/୦୫-୦୯-୨୦୨୪(ପିପିଏସ ): ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାରେ ଗତ ୫ ବର୍ଷ ଭିତରେ ଓଡ଼ିଶା ଭାରତରେ ସବୁ ରାଜ୍ୟଠାରୁ ଆଗରେ ରହିଛି । ଓଡ଼ିଶାରେ ଗତ ୫ ବର୍ଷରେ ୧୧୦୩ ଜଣ ବଜ୍ରପାତରେ ମୃତ୍ୟୁ ବରଣ କରିଛନ୍ତି।ବାଦଲ-ବାଦଲ ଭିତରେ ଧକ୍କା ଯୋଗୁ ବଜ୍ରପାତ ଘଟିଥାଏ । ମାଟି ତଳେ!-->!-->!-->…
ସିବିଆଇକୁ ସୁପ୍ରିମ୍କୋର୍ଟଙ୍କ ପ୍ରଶ୍ନ
ନୂଆଦିଲ୍ଲୀ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ଦ୍ବାରା ନ୍ୟାୟିକ ହେପାଜତରେ ଥିବାବେଳେ ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଥିବା ହେତୁ ସିବିଆଇକୁ ଆଜି ଶୁଣାଣି ବେଳେ ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ!-->!-->!-->…
କେଜ୍ରିୱାଲ୍ଙ୍କ ଜାମିନ୍ ଆବେଦନକୁ ସିବିଆଇର ବିରୋଧ
ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅଭିଯୁକ୍ତଙ୍କ ସହ ବିଚାର କରାଯିବା ଉଚିତ ନୁହେଁ ବୋଲି କହି ତାଙ୍କ ଜାମିନ୍କୁ ବିରୋଧ କଲା ସିବିଆଇ।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିିୱାଲ୍ଙ୍କ ଜାମିନ୍ ଆବେଦନ ଉପରେ!-->!-->!-->!-->!-->…
ଚାଲୁ ରହିବ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ର ସମସ୍ତ କାର୍ଯ୍ୟ : ପଞ୍ଚାୟତିରାଜ ମନ୍ତ୍ରୀ
ଭୁବନେଶ୍ୱର,୦୩-୦୯-୨୪(ପିପିଏସ) : ରାଜ୍ୟରେ ପେସା ଆଇନ କାର୍ଯ୍ୟକାରୀ ହେବ। ଗ୍ରାମସଭାକୁ ସଶକ୍ତ କରାଯିବ। ମଙ୍ଗଳବାର ବିଧାନସଭା ପ୍ରଶ୍ନକାଳରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି । ସେ କହିଛନ୍ତି, ଆମ ଓଡ଼ିଶା ନବୀନ ଓଡ଼ିଶାରେ ଚାଲୁଥିବା ସମସ୍ତ କାମ ଚାଲୁ ରହିବ। ‘ଆମ!-->…
ହାଇକୋର୍ଟ ବେଞ୍ଚ ପ୍ରସଙ୍ଗ : ଗୃହରେ ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟୀକରଣ
ଭୁବନେଶ୍ୱର,୦୩-୦୯-୨୪(ପିପିଏସ) : ଓଡ଼ିଶା ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ମଙ୍ଗଳବାର ଗୃହରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି ଏବଂ ଲୋକଙ୍କୁ ତ୍ୱରିତ ନ୍ୟାୟ ଦେବାରେ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ!-->…
ଦୁଷ୍କର୍ମ ଓ ଯୌନ ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ଦେବ “ଅପରାଜିତା”
କୋଲକାତା/ଭୁବନେଶ୍ୱର,୦୩-୦୯-୨୪(ପିପିଏସ) : ଦୁଷ୍କର୍ମ ଏବଂ ଯୌନ ଅପରାଧ ବିରୋଧରେ ଆଇନକୁ କଠୋର କରିବାକୁ ଲକ୍ଷ୍ୟ ରଖି ପଶ୍ଚିମବଙ୍ଗ ବିଧାନସଭାରେ ସର୍ବସମ୍ମତି କ୍ରମେ 'ଅପରାଜିତା' ବିଲ୍ ପାରିତ ହୋଇଛି। ଗତ ମାସରେ ଆର.ଜି କର ମେଡିକାଲ ଏବଂ ହସ୍ପିଟାଲରେ ଜଣେ ତାଲିମପ୍ରାପ୍ତ ଡାକ୍ତରଙ୍କ!-->…