Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ସୁଧୁରୁ ନାହାଁନ୍ତି କଙ୍ଗନା : ଫିଲ୍ମ “ଏମରଜେନ୍ସି” କୁ ନେଇ କହିଦେଲେ ଏମିତି କଥା !
ନୂଆଦିଲ୍ଲୀ/ଭୁବନେଶ୍ୱର,୦୩-୦୯-୨୪(ପିପିଏସ) : କଙ୍ଗନାଙ୍କ ଫିଲ୍ମ "ଏମରଜେନ୍ସି" ରିଲିଜ୍ ଉପରେ ରୋକ୍ ଲଗାଇଛନ୍ତି ସେନ୍ସର ବୋର୍ଡ। ତେବେ ନିଷେଧାଦେଶ ଉପରେ ରାଗିଯାଇ ଏମପି ତଥା ଅଭିନେତ୍ରୀ କଙ୍ଗନା ରଣାୱତ ନିଜ ଅସନ୍ତାଷ ଝାଡିବା ସହ ଭାଜପାକୁ ମଧ୍ୟ ସିଧା ଶୁଣେଇ ଦେଇଛନ୍ତି । ଏକ!-->…
ଓଡ଼ିଶାର କୌଣସି ଯାଗାରେ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ନାହିଁ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨-୯-୨୪(ପିପିଏସ) : ପୁଣି ଥରେ ଚର୍ଚ୍ଚାରେ ହାଇକୋର୍ଟ ବେଞ୍ଚ୍ ପ୍ରସଙ୍ଗ। ଓଡ଼ିଶାର କୌଣସି ଯାଗାରେ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ନାହିଁ ବୋଲି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଉତ୍ତର ରଖିବା ପରେ ତେଜିଛି!-->…
କୃଷକଙ୍କୁ ମୋଦୀ ସରକାରଙ୍କ ଉପହାର : ୨୮୧୭ କୋଟି ବିନିଯୋଗରେ ଡିଜିଟାଲ କୃଷି ମିଶନ
ନୂଆଦିଲ୍ଲୀ/ଭୁବନେଶ୍ୱର,୨-୯-୨୪(ପିପିଏସ) : କେନ୍ଦ୍ର କ୍ୟାବିନେଟ ବୈଠକରେ କୃଷକଙ୍କ ସହ ଜଡିତ ୭ଟି ଯୋଜନାକୁ ଅନୁମୋଦନ ମିଳିଛି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି । କୃଷକଙ୍କ ଜୀବନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଆୟ ବୃଦ୍ଧି ପାଇଁ ସୋମବାର କ୍ୟାବିନେଟ୍ ୭ଟି!-->…
ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ସରକାରୀ ପଦବୀ, ସର୍ବାଗ୍ରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ : ମୁଖ୍ୟମନ୍ତ୍ରୀ
ସ୍କୁଲ୍ ଏବଂ ଗଣଶିକ୍ଷା ବିଭାଗରେ ସର୍ବାଧିକ ୬୩,୪୦୫
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୩୯,୧୨୭
ଭୁବନେଶ୍ୱର,୨-୯-୨୪(ପିପିଏସ) : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି ପଡିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା!-->!-->!-->!-->!-->!-->!-->…
ଉନ୍ମୋଚନ ହେଲା ‘ସୁଭଦ୍ରା’ ପୋର୍ଟାଲ, ମିଳିବ ସମସ୍ତ ସୂଚନା : ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨-୯-୨୪(ପିପିଏସ) : ମହିଳାଙ୍କୁ ହାତ ଖର୍ଚ୍ଚ ଦେବା ପାଇଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ବହୁ କଳ୍ପନା ଜଳ୍ପନା ପରେ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଆରମ୍ଭ ହୋଇଛି। ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି!-->…
ସମ୍ବଲପୁର ପାଇଁ ଯୋଗଦାନ ସ୍ମରଣୀୟ ହୋଇ ରହିବ : ଧର୍ମେନ୍ଦ୍ର ପ୍ରଧାନ
• ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ
• ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ
ସମ୍ବଲପୁର/ଭୁବନେଶ୍ୱର ୧-୯-୨୪(ପିପିଏସ୍) : ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ଅକାଳ!-->!-->!-->!-->!-->…
ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ : ଜାଣନ୍ତୁ ଆବେଦନର ନିୟମ ଓ ଫର୍ମ ସମ୍ପର୍କରେ
ଭୁବନେଶ୍ୱର,୧-୦୯-୨୪(ପିପିଏସ) : ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି!-->…
ହୃତଘାତରେ ପୂର୍ବତନ ବିଧାୟକ ଙ୍କ ପରଲୋକ
ଭୁବନେଶ୍ୱର,୧-୦୯-୨୪(ପିପିଏସ) : ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କର ଆଜି ଭୋର ପ୍ରାୟ ୪ଟା ସମୟରେ ପରଲୋକ ଘଟିଛି। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।
ଅଶ୍ୱିନୀ ଗୁରୁ ୧୯୮୦ରେ ସମ୍ବଲପୁରରୁ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ!-->!-->!-->…
୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ : ଖର୍ଚ୍ଚଦାବି ଉପରେ ଦେଢ଼ ଘଣ୍ଟା ଉପସ୍ଥାପନା
ହଟିଲା ହୋମଗାର୍ଡ ନିଯୁକ୍ତି ଉପରୁ କଟକଣା
ଓଆଇଏସଏଫରେ ୪ ହଜାର ନୂଆ ପଦବୀ ସୃଷ୍ଟି
ପୁରୀରେ ଏସଏସ୍ ବାଟାଲିୟନରେ ୧୦୮୩ଟି ପଦବୀ
୧୦ଟି ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ପୁଲିସ ଆଉଟପୋଷ୍ଟ
୩୪୬ଟି ଫାୟାର ଷ୍ଟେସନର ଉନ୍ନତିକରଣ
ଭୁବନେଶ୍ୱର,୧-୦୯-୨୪(ପିପିଏସ) :!-->!-->!-->!-->!-->!-->!-->!-->!-->!-->!-->!-->!-->…
‘ସ୍ୱାୟତ୍ତ ଶାସନ ଦିବସ’ରେ କଟକରେ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ, ପୁରାତନ ସଭ୍ୟତାର ପ୍ରାଣକେନ୍ଦ୍ର କଟକକୁ ଆଧୁନିକ ସହର…
-ଖାନନଗର ଠାରେ ଗେଲ୍ ଇଣ୍ଡିଆର ‘ଗ୍ୟାସ୍ଚୁଲ୍ଲା ଶବଦାହ କେନ୍ଦ୍ର’ ଲୋକାର୍ପିତ-ଦରଘାବଜାର ଠାରେ ‘ନେତାଜୀ ସ୍ମାରକୀ ପ୍ରତିଷ୍ଠାନ’ ଉଦ୍ଘାଟନ-ବକ୍ସିବଜାର ଠାରେ ବକ୍ସି ଜଗବନ୍ଧୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତିକୁ ଅନାବରଣ-କଟକ ଟାଉନ ହଲରେ ‘କଟକ ଆର୍ଟ ଗ୍ୟାଲେରୀ’ ଲୋକାର୍ପିତ-‘ସୁଭଦ୍ରା!-->…