Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିଧାନସଭାରେ ଉଠିଲା ଛତୁଆ ଝଡ଼ : ବିରୋଧୀଙ୍କ ସହ ସ୍ୱର ମିଳାଇଲେ ଶାସକ ଦଳର ସଦସ୍ୟ
ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଗର୍ଭବତୀ ଓ କଅଁଳ ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ଛତୁଆ ଯୋଗାଉଥିଲେ ରାଜ୍ୟ ସରକାର। ହେଲେ ସେହି ଛତୁଆ ନିମ୍ନମାନର। ଛତୁଆରେ ପୋକ ସାଲୁବାଲୁ। ଯାହା ଖାଇବା ଯୋଗ୍ୟ ନୁହେଁ। ସେହି ଛତୁଆକୁ ଗାଈ ଗୋରୁ ଖାଉନାହାନ୍ତି। ତାହାହେଲେ ଗର୍ଭବତୀ ଓ କଅଁଳ ପିଲା କେମିତି!-->…
୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରାଯାଇ ପାରିବ : ମୁଖ୍ୟମନ୍ତ୍ରୀ
ସରକାରଙ୍କ ୮୧'ତମ ଦିନରେ PM-USHA କାର୍ଯ୍ୟକ୍ରମର ଶୁଭାରମ୍ଭ
ଉଚ୍ଚ ଶିକ୍ଷା ଅନୁଷ୍ଠାନ ଗୁଡିକର ଭିତ୍ତିଭୂମିର ବିକାଶ ହେବ
UGCର ନିୟମ ଅନୁଯାୟୀ ବିଶ୍ୱବିଦ୍ୟାଳୟଗୁଡିକୁ ସ୍ୱାୟତ୍ତତା ଦିଆଯିବ
୧ କୋଟି ଯୁବକ ଯୁବତୀଙ୍କୁ ୫୦୦ ଉଦ୍ୟୋଗରେ internship ପ୍ରଦାନ କରାଯିବ
!-->!-->!-->!-->!-->!-->!-->!-->!-->!-->!-->…
ବଡ଼ଠାକୁରଙ୍କ ଆଡ଼ପ ପହଣ୍ଡି ଅଘଟଣ ପାଇଁ ହେବ ପ୍ରତିକାର ପୂଜା : ଆଇନ ମନ୍ତ୍ରୀ
ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଆଡ଼ପ ପହଣ୍ଡି ଅଘଟଣର ପ୍ରତିକାର ପୂଜା କରିବେ ରାଜ୍ୟ ସରକାର। ଏଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଯାହା ଘଟିଗଲା ତାହା ଦୁର୍ଘଟଣା । ଅବହେଳା କାରଣରୁ ଏଭଳି ଦୁର୍ଘଟଣା ଘଟିଛି। ହେଲେ!-->…
ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି : ଧର୍ମେନ୍ଦ୍ର ପ୍ରଧାନ
କଟକ,୩୧-୦୮-୨୪(ପିପିଏସ) : ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି କଟକରେ ସ୍ୱାୟତ୍ତ ଶାସନ ଦିବସ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି ଧର୍ମେନ୍ଦ୍ର ।
ସେ କହିଛନ୍ତି, ଯେଉଁ ରେଭେନ୍ସାଙ୍କ!-->!-->!-->…
ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ : ଦେବାଶୀଷ ସିଂ ପୌର ପ୍ରଶାସନ ନିର୍ଦ୍ଦେଶକ
ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି । ଏହାସହିତ ଦୀର୍ଘ ଦୁଇମାସ ପରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ପଦବୀରେ ସ୍ଥାୟୀ ନିଯୁକ୍ତି ମଧ୍ୟ ଦେଇଛନ୍ତି । ବରିଷ୍ଠ ଓଏଏସ୍ ଅଫିସର ଦେବାଶୀଷ ସିଂଙ୍କୁ ରାଜ୍ୟ ପୌର ପ୍ରଶାସନ!-->…
ଶିବାଜୀଙ୍କ ଷ୍ଟାଚ୍ୟୁ ଭୁଶୁଡ଼ିବା ଘଟଣା : କଣ୍ଟ୍ରାକ୍ଟର କୁ ବାନ୍ଧିଲା ପୁଲିସ୍
ମୁମ୍ବାଇ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲ୍ଲାରେ ଥିବା ୩୫ ଫୁଟ ଉଚ୍ଚ ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡ଼ିବା ଘଟଣାର ୫ ଦିନ ପରେ ପ୍ରଥମ ଗିରଫଦାରୀ ହୋଇଛି । ଏହି ମାମଲାରେ କଣ୍ଟ୍ରାକ୍ଟର ଚେତନ ପାଟିଲଙ୍କୁ ଆଜି ଭୋରରୁ ବାନ୍ଧିଛି ପୁଲିସ୍ ।
କୋହ୍ଲାପୁର!-->!-->!-->…
ପଦ୍ମ ଧରିଲେ ଚମ୍ପାଇ ସୋରେନ୍
ରାଞ୍ଚି/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ ବିଜେପିରେ ସାମିଲ ହୋଇଛନ୍ତି। ଶୁକ୍ରବାର ରାଞ୍ଚିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ!-->…
ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’ କାର୍ଯ୍ୟକ୍ରମ
ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମକୁ ବନ୍ଦ କରିଲେ ମୋହନ ସରକାର । ସେହି ସ୍ଥାନରେ ଆରମ୍ଭ ହେବ ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ ।
ଶୁକ୍ରବାର ପୂର୍ବ!-->!-->!-->…
ସସ୍ମିତା ମାଝୀ ଗିରଫ : ୩ଦିନ ତଳେ ବିଜେଡିରୁ ହୋଇଥିଲେ ବହିଷ୍କୃତ
ମାଲକାନଗିରି/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଭି.କେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ଆଜି ଗିରଫ କରିଛି!-->…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ନୂଆଁଖାଇ ପାଇଁ ସେପ୍ଟେମ୍ବର ୯ ଛୁଟି
ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପର୍ବ ପଡ଼ୁଛି। ତେବେ ସେହିଦିନ ରବିବାର ପଡୁଛି। ରବିବାର ଛୁଟି ଦିବସ ହୋଇଥିବାରୁ ୯ ତାରିଖ ଅର୍ଥାତ୍ ସୋମବାରକୁ ଛୁଟି!-->…