Browsing Category

ରାଜନୀତି

ଆସିଲା ‘ସୁଭଦ୍ରା’ ଯୋଜନାର ସଂଶୋଧିତ ଗାଇଡଲାଇନ୍ : ରାସନ୍ କାର୍ଡଧାରୀ ନଚେତ୍ ପରିବାରର ଆୟ ଅଢ଼େଇ ଲକ୍ଷ ଟଙ୍କାରୁ କମ୍…

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ବିଜେପି ସରକାରଙ୍କ ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ସଂଶୋଧିତ ଗାଇଡଲାଇନ୍ ଆଜି ଜାରି ହୋଇଛି । ରାସନକାର୍ଡଧାରୀ ପରିବାର ସଦସ୍ୟ (ଉଭୟ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ) କିମ୍ବା ପରିବାରର ଆୟ ଅଢ଼େଇ ଲକ୍ଷ ଟଙ୍କାରୁ କମ୍ ଥିବା ଜଣେ

କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ପୁରୀ ଜିଲ୍ଳାରେ ମାଡ଼ିଚାଲିଛି ବାର୍ଡ ଫ୍ଲୁ। ସତ୍ୟବାଦୀ ଓ ପିପିଲି ଅଞ୍ଚଳରୁ ଯାଇଥିବା ବାର୍ଡ ଫ୍ଲୁ ନମୁନା ପଜିଟିଭ୍ ଆସିଥିବା ବେଳେ ଆଜି ସୁଦ୍ଧା ୩୦ ହଜାର କୁକୁଡା ମରା ଯାଇଥିବା କହିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

ମଣିଷକୁ ବ୍ୟାପିନି ବାର୍ଡଫ୍ଲୁ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ମଣିଷକୁ ସଂକ୍ରମଣ ହୋଇନି ବାର୍ଡ ଫ୍ଲୁ। ପୁରୀ ଜିଲ୍ଲାରୁ ସଂଗୃହୀତ ଅସୁସ୍ଥ ବ୍ୟକ୍ତିଙ୍କ ନମୁନା ନେଗେଟିଭ୍ ଆସିଛି। ବାର୍ଡ ଫ୍ଲୁକୁ ନେଇ ଜାରି ରହିଥିବା ଆତଙ୍କ ଭିତରେ ଆଜି ଏଭଳି ସୂଚନା ଦେଇ ଆଶ୍ୱସ୍ତି ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।

ବିଧାନସଭାରେ ଝଡ଼ : ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ୧୫ କୋଟି ଟଙ୍କା

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଉନ୍ନୟନ କମିଶନରଙ୍କ ଜିଲ୍ଲାପାଳଙ୍କ ସହିତ ବୈଠକ

ସମ୍ବଲପୁର/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ସମ୍ବଲପୁର ସହର OSWAN ସମ୍ମିଳନୀ କକ୍ଷରେ ଗୁରୁବାର ଅପରାହ୍ନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଶୁଭଦ୍ରା ଯୋଜନା ଉପରେ ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ

ମା’ କଟକଚଣ୍ଡୀଙ୍କ ମନ୍ଦିର ଉନ୍ନତୀକରଣ କାର୍ଯ୍ୟର ଅନୁଧ୍ୟାନ କଲେ ସାଂସଦ ମହତାବ

କଟକ, ୨୮-୦୮-୨୪(ପିପିଏସ) : ମା’ କଟକଚଣ୍ଡୀଙ୍କ ମନ୍ଦିର ଉନ୍ନତୀକରଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ବର୍ତ୍ତମାନ ଚାଲିଥିବା କାର୍ଯ୍ୟଗୁଡ଼ିକ ଦଶହରା ପୂର୍ବରୁ ସରିଯିବ ଏବଂ ଦଶହରା ପରେ ନୂତନମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ

ବାଚସ୍ପତିଙ୍କ କଡ଼ା ନିର୍ଦ୍ଦେଶ : ବିଧାନସଭାକୁ ମୋବାଇଲ୍ ଫୋନ୍ ଓ ପାଣି ବୋତଲ ମନା

ଭୁବନେଶ୍ୱର, ୨୮-୦୮-୨୪(ପିପିଏସ) : ବିଧାନସଭା ଗୃହ ଭିତରେ ମୋବାଇଲ୍ ଫୋନର ଉପଯୋଗ ନକରିବା ପାଇଁ ବିଧାୟକମାନଙ୍କୁ ବାଚସ୍ପତି ସୁରମା ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି । ଏପରିକି ବିଧାୟକମାନେ ଗୃହ ଭିତରକୁ ପାଣି ବୋତଲ ଧରି ନଆସିବା ପାଇଁ ମଧ୍ୟ ବାଚସ୍ପତି ତାଗିଦ୍ କରିଛନ୍ତି । ବିଧାନସଭା ଗୃହ

ଗ୍ରାହକଙ୍କୁ ଠକୁଛନ୍ତି ୩୭୦ ପେଟ୍ରୋଲ ପମ୍ପ ଏବଂ ୨୮୪୬ଟି ଦୋକାନୀ : ଯୋଗାଣ ମନ୍ତ୍ରୀ ମନ୍ତ୍ରୀ

ଭୁବନେଶ୍ୱର ୨୮-୦୮-୨୪(ପିପିଏସ) : ରାଜ୍ୟରେ ମାପ ଓ ଓଜନରେ ଗ୍ରାହକଙ୍କୁ ଠକୁଛନ୍ତି କେତେକ ବ୍ୟବସାୟୀ । ବର୍ଷକରେ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ନଜରକୁ ଆସିଛି । ୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ ଠକୁଥିବା ଜଣାପଡିଛି । ସେହିପରି ୧୦୧ ଜଣ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ

ସତ୍ତା ହରାଉଛି ‘ଅଳକା’

ଜବରଦଖଲ ଯୋଗୁଁ ବନ୍ଦ ହୋଇଗଲାଣି ଜଳପ୍ରବାହ ଜଗତସିଂହପୁର/୨୮-୦୮-୨୪(ପିପିଏସ): କାଠଯୋଡ଼ିର ଶାଖା ନଦୀ ଦେବୀରୁ ବାହାରିଥିଲା ଅଳକା ନଦୀ। ଦିନେ ଏହି ନଦୀ ବାଟ ଦେଇ ଇଂରେଜମାନେ ମାଲ୍‌ ପରିବହନ କରୁଥିଲେ।‌ ସମୁଦ୍ରରେ ଥିବା ଜାହଜରେ ମାଲ୍‌ ବୋଝେଇ କରି ବୋଟ୍‌ଗୁଡ଼ିକ ଫେରୁଥିଲା। ନଦୀରେ

କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୁରଣ:ମତ୍ସ ଓ ପଶୁ ସମ୍ପଦ ମନ୍ତ୍ରୀ

କ୍ଷତିପୂରଣ ବାବଦରେ ଛୋଟ କୁକୁଡ଼ାକୁ ୨୦ ଟଙ୍କା ଓ ବଡ଼ କୁକୁଡ଼ାକୁ ୭୦ ଟଙ୍କା ଭୁବନେଶ୍ୱର ୨୮-୦୮-୨୪(ପିପିଏସ): ବାର୍ଡ଼ ଫ୍ଲୁ'କୁ ନେଇ ମତ୍ସ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଚାଷୀମାନଙ୍କୁ କ୍ଷତିପୂରଣ ବାବଦରେ ଛୋଟ କୁକୁଡ଼ାକୁ ୨୦