Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସୂଚନା : ବିଚାରାଧୀନ ଅଛି ୯୧ଜଣ ପୂର୍ବତନ ବିଡିଓଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ…
ଭୁବନେଶ୍ୱର ୨୮-୦୮-୨୪(ପିପିଏସ) : ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୯୧ଜଣ ପୂର୍ବତନ ବିଡିଓଙ୍କ ବିରୁଦ୍ଧରେ ଏବେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଚାରାଧୀନ ରହିଛି । ଏହି କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟାର ସମାପ୍ତି ପାଇଁ ରାଜ୍ୟ ସରକାର ଆବଶ୍ୟକୀୟ ପଦକ୍ଷେପ ନେଉଛନ୍ତି ବୋଲି!-->…
ମଣିଷ ଦେହରେ ବାର୍ଡ ଫ୍ଲୁ, ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀମଣିଷ ଦେହରେ ବାର୍ଡ ଫ୍ଲୁ: ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
ପୁରୀ/ଭୁବନେଶ୍ୱର ୨୮-୦୮-୨୪(ପିପିଏସ): ପୁରୀ ଜିଲ୍ଲା ଚନ୍ଦନପୁର ନିକଟସ୍ଥ ମଙ୍ଗଳପୁରରେ ଜଣେ ମଣିଷ ଦେହରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି। ଏନେଇ ପରେ ସ୍ୱାସ୍ଥ୍ୟ ବିଭାଗ ସତର୍କ ହୋଇଛି। ଏଥିଲାଗି ପିପିଲି ଓ ସତ୍ୟବାଦୀରେ ସର୍ଭେଲାନ୍ସ ବଢ଼ାଇ ଦିଆଯାଇଛି। ୧ କିଲୋମିଟର ଭିତରେ ଓ ୧ରୁ୧୦ କିଲୋମିଟର!-->…
ଆରମ୍ଭ ହେବ ସିଏମ୍ କିଷାନ ଯୋଜନା
ଭୂମିହୀନ ଚାଷୀଙ୍କୁ ମିଳିବ ସାଢ଼େ ୧୨ ହଜାର ଟଙ୍କା
ଭୁବନେଶ୍ବର/୨୮-୦୮-୨୪(ପିପିଏସ): ରାଜ୍ୟରେ ଖୁବ୍ ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା। ଏନେଇ ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କେଭି ସିଂହଦେଓ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ଷକୁ ୨ଟି କିସ୍ତିରେ!-->!-->!-->…
ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ୯ ଜଣକୁ ଆଜୀବନ କାରାଦଣ୍ଡ
କଟକ/୨୮-୦୮-୨୪(ପିପିଏସ): ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ରାୟ ପ୍ରକାଶ ପାଇଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି।!-->…
ସୋସିଆଲ ମିଡିଆ ସାମ୍ବାଦିକଙ୍କ ପାଇଁ ସରକାରଙ୍କ କୌଣସି ନୀତି ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୮-୦୮-୨୪(ପିପିଏସ): ରାଜ୍ୟରେ ସାମ୍ବାଦିକମାନଙ୍କୁ ପଞ୍ଜିକୃତ କରିବା ନୀତି ଉପରେ ବଡ଼ ତଥ୍ୟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୃହରେ ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ପ୍ରଶ୍ନରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଓ ଓ୍ବେବ୍ ସାମ୍ବାଦିକଙ୍କ!-->…
ପରିବାରର ସବୁ ଯୋଗ୍ୟ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ପରିବାରର ପ୍ରତ୍ୟେକ ଯୋଗ୍ୟ ମହିଳାଙ୍କୁ ରାଜ୍ୟର ବିଜେପି ସରକାର ନିଜର ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାରେ ବାର୍ଷିକ ୧୦ହଜାର ଟଙ୍କା ଲେଖାଏଁ ହାତପାଣ୍ଠି ଯୋଗାଇ ଦେବ । ଏପରିକି ଗୋଟିଏ ପରିବାରରେ ଯଦି ୩/୪ଜଣ କିମ୍ବା ଯେତେଜଣ ମହିଳା ଥିବେ ସମସ୍ତଙ୍କୁ!-->…
ମଠମନ୍ଦିରକୁ ଟଙ୍କା ବଣ୍ଟନ : ତଦନ୍ତ କରିବ ଟାସ୍କଫୋର୍ସ
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ସରକାର ସମୟରେ ଭିକେ ପାଣ୍ଡିଆନଙ୍କ ଦ୍ୱାରା ବିଭିନ୍ନ ମଠ ମନ୍ଦିରକୁ ଟଙ୍କା ବଣ୍ଟନର ତଦନ୍ତ ପାଇଁ ଟାସ୍କଫୋର୍ସ ଗଠନ କରାଯିବ । ଆଜି ଏନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ଶ୍ରୀମତୀ ପରିଡ଼ା!-->!-->!-->…
ବିଜେଡିରୁ ବହିସ୍କୃତ ହେଲେ ସସ୍ମିତା ମାଝୀ
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ଭିକେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି!-->…
ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ମମତା
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ରାଜ୍ୟସଭା ସାଂସଦ ଭାବେ ବିଜେପି ପ୍ରାର୍ଥୀ ମମତା ମହାନ୍ତ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଅନ୍ୟତମ ବିଜେପି ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ନିର୍ବାଚନରୁ ଓହରିଯିବା ପରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା । ରାଜ୍ୟସଭା ନିର୍ବାଚନ!-->…
ଜଗନ୍ନାଥ ପ୍ରଧାନଙ୍କ ପ୍ରାର୍ଥିପତ୍ର ପ୍ରତ୍ୟାହାର : ଉଭୟ ନାମାଙ୍କନ ଓ ପ୍ରତ୍ୟାହାର ଥିଲା ଦଳର ନିଷ୍ପତ୍ତି
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ହଟିଲା ପରଦା, ସରିଲା ସମସ୍ତ କଳ୍ପନା ଜଳ୍ପନା l ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗତ ୨୧ ତାରିଖରେ ସ୍ୱାଧୀନ ଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି!-->…